Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 2:26 - ପବିତ୍ର ବାଇବଲ (CL) NT (BSI)

26 ତେଣୁ, ଆତ୍ମା ବିନା ଶରୀର ଯେପରି ମୃତ,କର୍ମ ବିନା ବିଶ୍ୱାସ ସେହପରି ମୃତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 କାରଣ ଆତ୍ମା ବିନା ଶରୀର ଯେପରି ମୃତ, ସେହିପରି କର୍ମ ବିନା ବିଶ୍ଵାସ ମଧ୍ୟ ମୃତ।

Gade chapit la Kopi

ଓଡିଆ ବାଇବେଲ

26 କାରଣ ଆତ୍ମା ବିନା ଶରୀର ଯେପରି ମୃତ, ସେହିପରି କର୍ମ ବିନା ବିଶ୍ୱାସ ମଧ୍ୟ ମୃତ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 କାରଣ ଆତ୍ମା ବିନା ଶରୀର ଯେପରି ମୃତ, ସେହିପରି କର୍ମ ବିନା ବିଶ୍ୱାସ ମଧ୍ୟ ମୃତ।

Gade chapit la Kopi

ପବିତ୍ର ବାଇବଲ

26 ଆତ୍ମା ନ ଥିଲେ ଜଣେ ମନୁଷ୍ୟର ଶରୀରଟି ମୃତ ହୋଇଯାଏ। ସେହିପରି ବିଶ୍ୱାସ ବିଷୟରେ ମଧ୍ୟ ଏହି କଥାଟି ସତ। କର୍ମ ନ ଥିଲେ ବିଶ୍ୱାସ ମୃତ ଅଟେ।

Gade chapit la Kopi




ଯାକୁବଙ୍କ ପତ୍ର 2:26
11 Referans Kwoze  

ହେ ନିବୋର୍ଧ! କର୍ମ ବିନା ବିଶ୍ୱାସ ଯେ ନିଷ୍ଫଳ, ଏହାର ପ୍ରମାଣ ଦେଖିବାକୁ ତୁମେ କ’ଣ ଇଚ୍ଛା କୁଛୁ?


ବିଶ୍ୱାସ ଠିକ୍ ସେହିପରି। କର୍ମ ନ ଥିଲେ, କେବଳ ମାତ୍ର ବିଶ୍ୱାସ ମୃତ।


ଭାଇମାନେ, କେହି ଯଦି କହେ, ତାହାର ବିଶ୍ୱାସ ଅଛି, ଅଥଚ କର୍ମରେ ତାହା ଦେଖାଏ ନାହିଁ, ତେବେ ତା’ କଥାର କି ମୂଲ୍ୟ ଅଛି? ସେହି ପ୍ରକାର ବିଶ୍ୱାସ ତାକୁ ପରିତ୍ରାଣ ଦେଇପାର କି?


ଯୀଶୁ ଉଚ୍ଚ ସ୍ୱରରେ ଚିକ୍ରାର କରି କହିଲେ, “ପିତା! ତୁମ ହାତରେ ମୁଁ ମୋର ଆତ୍ମାକୁ ସମର୍ପଣ କରୁଛି!” ସେ ଏହା କହି ପ୍ରାଣ ତ୍ୟାଗ କଲେ।


କାରଣ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହୋଇ ଜୀବନ ଯାପନ କଲେ, ସୁନ୍ନତ ବା ଅସୁନ୍ନତର କୌଣସି ପ୍ରଭେଦ ରହେ ନାହିଁ। ଏକମାତ୍ର ପ୍ରୟୋଜନୀୟ ବିଷୟ ହେଉଛି, ବିଶ୍ୱାସରେ ଅଟଳ ରହି ପ୍ରେମରେ କର୍ତ୍ତବ୍ୟ ସାଧନ କରିବା।


Swiv nou:

Piblisite


Piblisite