Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 2:3 - ପବିତ୍ର ବାଇବଲ (CL) NT (BSI)

3 ଯଦି ତୁମେ ମୂଲ୍ୟବାନ ବସ୍ତ୍ରପରିହିତ ଲୋକକୁ ଅଧିକ ସମ୍ମାନ ଦେଖାଇ କୁହ, “ଏହି ଆସନ ଗ୍ରହଣ କରନ୍ତୁ”, କିନ୍ତୁ ଦରିଦ୍ର ଲୋକଟିକୁ କୁହ, “ସେଠାରେ ଠିଆ ହୁଅ, ବା ତଳେ ମୋ’ ପାଦ ପାଖରେ ବସ”,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ, ତୁମ୍ଭେମାନେ ଚାକଚକ୍ୟ ବସ୍ତ୍ର ପରିଧାନ କରିଥିବା ଲୋକକୁ ମର୍ଯ୍ୟାଦା କରି କୁହ, ଏଠାରେ ଉତ୍ତମ ସ୍ଥାନରେ ବସନ୍ତୁ, ଆଉ ଦରିଦ୍ର ଲୋକକୁ କୁହ, ସେଠାରେ ଠିଆ ହ,

Gade chapit la Kopi

ଓଡିଆ ବାଇବେଲ

3 ଆଉ, ତୁମ୍ଭେମାନେ ଚାକଚକ୍ୟ ବସ୍ତ୍ର ପରିଧାନ କରିଥିବା ଲୋକକୁ ମର୍ଯ୍ୟାଦା କରି କୁହ, ଏଠାରେ ଉତ୍ତମ ସ୍ଥାନରେ ବସନ୍ତୁ, ଆଉ ଦରିଦ୍ର ଲୋକକୁ କୁହ, ସେଠାରେ ଠିଆ ହୁଅ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ, ତୁମ୍ଭେମାନେ ଚାକଚକ୍ୟ ବସ୍ତ୍ର ପରିଧାନ କରିଥିବା ଲୋକକୁ ମର୍ଯ୍ୟାଦା କରି କୁହ, ଏଠାରେ ଉତ୍ତମ ସ୍ଥାନରେ ବସନ୍ତୁ, ଆଉ ଦରିଦ୍ର ଲୋକକୁ କୁହ, ସେଠାରେ ଠିଆ ହୁଅ,

Gade chapit la Kopi

ପବିତ୍ର ବାଇବଲ

3 ତୁମ୍ଭେ ଦାମିକା ସୁନ୍ଦର ଲୁଗାପଟା ପିନ୍ଧିଥିବା ଲୋକକୁ ଡାକି ବିଶେଷ ଅଭ୍ୟର୍ଥନା ଜଣାଇ କହିଥାଅ: “ଏହି ଭଲ ଆସନରେ ବସନ୍ତୁ।” କିନ୍ତୁ ଗରିବ ଲୋକଟିକୁ କହିଥାଅ: “ତୁମ୍ଭେ ସେଠାରେ ଠିଆ ହୁଅ” ବା “ମୋ’ ଗୋଡ଼ ପାଖର ଭୂଇଁରେ ବସ।”

Gade chapit la Kopi




ଯାକୁବଙ୍କ ପତ୍ର 2:3
8 Referans Kwoze  

ତୁମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ବିଷଞ ଜାଣ। ସେ ଧନୀ ହୋଇ ମଧ୍ୟ ତୁମ୍ଭମାନଙ୍କ ପାଇଁ ଦାରିଦ୍ର୍ୟ ବରଣ କଲେ- ତାଙ୍କ ଦାରିଦ୍ର୍ୟ ଦ୍ୱାରା ତୁମ୍ଭେମାନେ ମଧ୍ୟ ଯେପରି ଧନୀ ହୋଇ ପାରିବ।


ଅଥଚ, ତୁମେ ଦରିଦ୍ରମାନଙ୍କୁ ଅସମ୍ମାନ କରୁଛ! ଯେଉଁମାନେ ତୁମ ପ୍ରତି ଅତ୍ୟାଚାର କରନ୍ତି ଓ ଅଦାଇତକୁ ଟାଣି ନଅନ୍ତି, ସେମାନେ କିଏ? ସେମାନେ ତ ସେହି ଧନିକ ଶ୍ରେଣୀ।


ଏହି ଲୋକମାନେ ସବୁବେଳେ ଅସନ୍ତୁଷ୍ଠ ଓ ଅନ୍ୟମାନଙ୍କ ଉପରେ ଦୋଷାରୋପ କରନ୍ତି। ସେମାନେ କେବଳ ନିଜର କୂଅଭିଳାଷ ଚରିତାର୍ଥ କରୁଥାନ୍ତି; ନିଜର ବଡ଼ିମା ଦେଖାଇ ହୁଅନ୍ତି ଓ ନିଜର ସ୍ୱାର୍ଥସିଦ୍ଧି ନିମନ୍ତେ ଅନ୍ୟମାନଙ୍କର ଚାଟୁବାଦ କରନ୍ତି।


ହେରୋଦ ଓ ତାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପରିହାସ କରି ତାତ୍ସଲ୍ୟ କଲେ। ତା’ପରେ ସେମାନେ ତାଙ୍କୁ ଚକଚକିଆ ବସ୍ତ୍ର ପିନ୍ଧାଇ ଆଉ ଥରେ ପିଲାତଙ୍କ ନିକଟକୁ ପଠାଇଦେଲେ।


ମନେକର, ତୁମ ସଭାକୁ ଜଣେ ସୁନା ମୁଦି ଓ ମୂଲ୍ୟବାନ ବସ୍ତ୍ର ପିଦ୍ଧି ଆସିଛି। ଅନ୍ୟ ଜଣେ ମଳିନ ଓ ଛିନ୍ନ ବସ୍ତ୍ର ପିଦ୍ଧି ଆସିଛି।


Swiv nou:

Piblisite


Piblisite