Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 2:4 - ପବିତ୍ର ବାଇବଲ (CL) NT (BSI)

4 ତାହାହେଲେ, ନିଜ ନିଜ ମଧ୍ୟରେ ଉଚ୍ଚ ନୀଚ ଭାବ ସୃଷ୍ଟି କରୁଛ ଏବଂ ଅସତ୍ ମନୋଭାବ ରଖି ପ’ପାତ ବିଚାର କରୁଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କିମ୍ଵା ମୋହର ଗୋଡ଼ ତଳେ ବସ୍, ତାହାହେଲେ ତୁମ୍ଭେମାନେ କଅଣ ଆପଣା ଆପଣା ମଧ୍ୟରେ ଭେଦାଭେଦ ରଖି ବିପରୀତ ବ୍ୟବହାର ଏବଂ ମନ୍ଦ ଭାବରେ ବିଚାର କରୁ ନାହଁ?

Gade chapit la Kopi

ଓଡିଆ ବାଇବେଲ

4 କିମ୍ବା ମୋହର ଗୋଡ଼ ତଳେ ବସ, ତାହାହେଲେ ତୁମ୍ଭେମାନେ କ'ଣ ଆପଣା ଆପଣା ମଧ୍ୟରେ ଭେଦାଭେଦ ରଖି ବିପରୀତ ବ୍ୟବହାର ଏବଂ ମନ୍ଦ ଭାବରେ ବିଚାର କରୁ ନାହଁ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କିମ୍ବା ମୋହର ଗୋଡ଼ ତଳେ ବସ, ତାହାହେଲେ ତୁମ୍ଭେମାନେ କଅଣ ଆପଣା ଆପଣା ମଧ୍ୟରେ ଭେଦାଭେଦ ରଖି ବିପରୀତ ବ୍ୟବହାର ଏବଂ ମନ୍ଦ ଭାବରେ ବିଚାର କରୁ ନାହଁ?

Gade chapit la Kopi

ପବିତ୍ର ବାଇବଲ

4 ତୁମ୍ଭେ ଏ କ’ଣ କରୁଛ? ଏହା ଦ୍ୱାରା ତୁମ୍ଭେ କେତେକ ଲୋକଙ୍କୁ ଅନ୍ୟମାନଙ୍କ ତୁଳନାରେ ଅଧିକ ମହତ୍ତ୍ୱ ପ୍ରଦାନ କରୁଛ! ମନ୍ଦ ଅଭିପ୍ରାୟ ରଖି ତୁମ୍ଭେ ନିର୍ଣ୍ଣୟ କରୁଛ ଯେ, କେଉଁ ଲୋକଟି ଅଧିକ ଭଲ।

Gade chapit la Kopi




ଯାକୁବଙ୍କ ପତ୍ର 2:4
12 Referans Kwoze  

ବାହ୍ୟ ବିଷୟକୁ ମାନଦଣ୍ଡ କରି ବିଚାର କର ନାହିଁ; ପ୍ରକୃତ ମାନଦଣ୍ଡ ଦ୍ୱାରା ବିଚାର କର।”


ଭାଇମାନେ, ପରସ୍ପରକୁ ସମାଲୋଚନା କର ନାହିଁ। ବିଶ୍ୱାସୀ ଭାଇର ବିଚାର କର ଯିଏ ତାହାର ଗ୍ଳାନ କରେ, ସେ ବ୍ୟବସ୍ଥା ବିଚାର କର, ତେବେ ତୁମ୍ଭେମାନେ ତାହା ପାଳନ କରୁନାହିଁ, ବରଂ ତାହାର ବଚାରକ ହେଉଛ।


ପ୍ରଭୁ କହିଲେ, “ସେହି ଅଧାର୍ମିକ ବିଚାରକର୍ତ୍ତା କ’ଣ କହିଲେ, ଶୁଣ।


କିନ୍ତୁ ଉଦ୍ଧ୍ୱର୍ରୁ ଆଗତ ଜ୍ଞାନ ପ୍ରଥମତଃ, ବିଶୁଦ୍ଧ; ତାହା ମଧ୍ୟ ଶାନ୍ତି ପ୍ରଦାୟକ, ସୁଶାନ୍ତ ଓ ମୈତ୍ରୀ-ଭାବାପନ୍ନ। ତାହା ଅନୁକମ୍ପାରେ ପରିପୂର୍ଣ୍ଣ ଓ ହୁଳଭାବେ ସତ୍କର୍ମରୂପେ ଫଳ ଉତ୍ପାଦସନ କରେ; ତାହା ନିରପେକ୍ଷ ଓ ଛଳନାଶୂନ୍ୟ।


Swiv nou:

Piblisite


Piblisite