Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 2:9 - ପବିତ୍ର ବାଇବଲ (CL) NT (BSI)

9 କିନ୍ତୁ ଯଦି ବାହ୍ୟ ବେଶଭୂଷା ଦେଖି ଲୋକଙ୍କ ପ୍ରତି ପକ୍ଷପାତ ବ୍ୟବହାର କରୁଥାଅ, ତେବେ ତୁମେ ପାପ କରୁଛ ଓ ବ୍ୟବସ୍ଥଇା ଅନୁଯାୟୀ ତୁମେ ଜଣେ ଆଜ୍ଞାଲଘଂନକାରୀ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତାହାହେଲେ ଭଲ କରିଥାଅ; କିନ୍ତୁ ଯଦି ମନୁଷ୍ୟର ମୁଖାପେକ୍ଷା କର, ତାହାହେଲେ ପାପ କରୁଅଛ, ପୁଣି, ସେହି ବ୍ୟବସ୍ଥା ଦ୍ଵାରା ଦୋଷୀ ବୋଲି ପ୍ରମାଣିତ ହୋଇଥାଅ।

Gade chapit la Kopi

ଓଡିଆ ବାଇବେଲ

9 ତାହାହେଲେ ଭଲ କରିଥାଅ; କିନ୍ତୁ ଯଦି ମନୁଷ୍ୟର ମୁଖାପେକ୍ଷା କର, ତାହାହେଲେ ପାପ କରୁଅଛ, ପୁଣି, ସେହି ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୋଇଥାଅ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତାହାହେଲେ ଭଲ କରିଥାଅ; କିନ୍ତୁ ଯଦି ମନୁଷ୍ୟର ମୁଖାପେକ୍ଷା କର, ତାହାହେଲେ ପାପ କରୁଅଛ, ପୁଣି, ସେହି ବ୍ୟବସ୍ଥା ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୋଇଥାଅ।

Gade chapit la Kopi

ପବିତ୍ର ବାଇବଲ

9 କିନ୍ତୁ ଯଦି ତୁମ୍ଭେ ଜଣକୁ ଅନ୍ୟ ଜଣକ ତୁଳନାରେ ଅଧିକ ମହତ୍ତ୍ୱ ଦେଉଛ, ତା'ହେଲେ ତୁମ୍ଭେ ପାପ କରୁଛ। ସେହି ରାଜକୀୟ ବ୍ୟବସ୍ଥା ପ୍ରମାଣିତ କରେ ଯେ, ତୁମ୍ଭେ ପରମେଶ୍ୱରଙ୍କ ନିୟମ ଭଙ୍ଗ କରିବାରେ ଦୋଷୀ ଅଟ।

Gade chapit la Kopi




ଯାକୁବଙ୍କ ପତ୍ର 2:9
13 Referans Kwoze  

ଯୀଶୁଙ୍କ କଥା ଶୁଣି ସେମାନଙ୍କ ମଧ୍ୟରୁ ସମସ୍ତେ ଜଣକ ପରେ ଜଣେ ଚାଲିଗଲେ। ବୟୋଜ୍ୟେଷ୍ଠମାନେ ପ୍ରଥମେ ପଳାଇଗଲେ। ଶେଷରେ ସେଠାରେ ରହିଗଲେ କେବଳ ଯୀଶୁ ଓ ତାଙ୍କ ସମ୍ମୁଖରେ ଠିଆହୋଇ ରହିଥିଲା ସେହି ସ୍ତ୍ରୀ ଲୋକଟି।


ଯେ କେହି ପାପ କରେ, ସେ ଈଶ୍ୱରଙ୍କ ଆଜ୍ଞା ଲଘଂନ କରେ, କାରଣ ପାପର ଅର୍ଥ ହେଉଛି ଆଜ୍ଞା ଲଘଂନ।


କିନ୍ତୁ ବ୍ୟବସ୍ଥାର କ୍ରିୟାକର୍ମ ସାଧନ କରି କେହି ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇପାରିବ ନାହିଁ। ବ୍ୟବସ୍ଥାରୁ ମନୁଷ୍ୟ କେବଳ ପାପର ବୋଧ ପାଇଥାଏ।


ସେ ଆସି ପାପ, ଧାର୍ମିକତା ଓ ଈଶ୍ୱରଙ୍କ ନ୍ୟାୟ ବିଚାର ସମ୍ପର୍କରେ ଏ ଜଗତର ଲୋକଙ୍କୁ ପ୍ରକୃତ ଧାରଣା ଦେବେ।


ମୁଁ ପାପୀ ବୋଲି ତୁମ ମଧ୍ୟରୁ କିଏ ପ୍ରମାଣ କରିପାରିବ? ମୁଁ ଯଦି ସତ୍ୟ କହେ, ମୋତେ ତୁମ୍ଭେମାନେ କାହିଁକି ବିଶ୍ୱାସ କରୁନାହଁ?


ସମସ୍ତଙ୍କର ବିଚାର କରିବାକୁ ଆସିବେ। ସେମାନଙ୍କର ସମସ୍ତ ପାପ କାର୍ଯ୍ୟ ପାଇଁ ଓ ଅଧାର୍ମିକମାନଙ୍କର ଉତ୍କଟ ଈଶ୍ୱରନିନ୍ଦା ପାଇଁ ସେମାନଙ୍କୁ ଦଣ୍ଡ ଦେବେ।”


ବ୍ୟବସ୍ଥା ପ୍ରତି ମୁଁ ସମ୍ପୂର୍ଣ୍ଣ ମୃତ - ସେହି ବ୍ୟବସ୍ଥା ଦ୍ୱାରା ହିଁ ମୁଁ ନିହତ ହୋଇଛି। କିନ୍ତୁ ମୁଁ ଏବେ ଈଶ୍ୱରଙ୍କ ପାଇଁ ସଜୀବ। ଖ୍ରୀଷ୍ଟଙ୍କ ସହିତ ତାଙ୍କ କ୍ରୁଶ ଉପରେ ମୁଁ ମଧ୍ୟ ନିହତ ହୋଇଛି।


କିନ୍ତୁ ସେମାନେ ଯଦି ଈଶ୍ୱରଙ୍କ ବାକ୍ୟ ପ୍ରଚାର କରୁଥାଆନ୍ତି ଓ ଜଣେ ଅନ୍ୟ ମତାବଲମ୍ବୀ କିମ୍ବା ସାଧାରଣ ଲୋକ ସେଠାରେ ଉପସ୍ଥିତ ହୁଏ, ସେ ଯାହା ଶୁଣିବ,


ପିତର ଶିକ୍ଷା ଦେବାକୁ ଆରମ୍ଭ କରି କହିଲେ, “ବର୍ତ୍ତମାନ ମୁଁ ବୁଝିପାରୁଛି ଯେ ପ୍ରକୃତରେ ଈଶ୍ୱର ସମସ୍ତଙ୍କୁ ସମାନ ଭାବରେ ଦେଖନ୍ତି।


Swiv nou:

Piblisite


Piblisite