Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 3:12 - ପବିତ୍ର ବାଇବଲ (CL) NT (BSI)

12 ଭାଇମାନେ, ଡିମିରି ଫଳେ? ସେହିପରି ଲବଣାକ୍ତ ଝରଣାରୁ ମଧୁର ଜଳ ନିର୍ଗତ ହୁଏ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ହେ ମୋହର ଭାଇମାନେ, ଡିମିରି ବୃକ୍ଷ କଅଣ ଜୀତଫଳ, ଅବା ଦ୍ରାକ୍ଷାଲତା କଅଣ ଡିମିରି ଫଳ ଫଳି ପାରେ? ଲବଣାକ୍ତ ନିର୍ଝର ମଧ୍ୟ ମିଷ୍ଟ ଜଳ ଦେଇ ପାରେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

12 ହେ ମୋହର ଭାଇମାନେ, ଡିମ୍ବିରି ବୃକ୍ଷ କ'ଣ ଜୀତଫଳ, ଅବା ଦ୍ରାକ୍ଷାଲତା କ'ଣ ଡିମ୍ବିରି ଫଳ ଫଳି ପାରେ ? ଲବଣାକ୍ତ ନିର୍ଝର ମଧ୍ୟ ମିଷ୍ଟ ଜଳ ଦେଇ ପାରେ ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ହେ ମୋହର ଭାଇମାନେ, ଡିମ୍ବିରିବୃକ୍ଷ କଅଣ ଜୀତଫଳ, ଅବା ଦ୍ରାକ୍ଷାଲତା କଅଣ ଡିମ୍ବିରି ଫଳ ଫଳି ପାରେ? ଲବଣାକ୍ତ ନିର୍ଝର ମଧ୍ୟ ମିଷ୍ଟ ଜଳ ଦେଇ ପାରେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

12 ମୋ’ ଭାଇ ଓ ଭଉଣୀମାନେ, ଡିମିରିଗଛରେ କ’ଣ ଜିତ ଫଳ ଫଳେ? ନା! ଦ୍ରାକ୍ଷାଲତା କ’ଣ ଡିମିରି ଉତ୍ପନ୍ନ କରିପାରେ? ନା! ଗୋଟିଏ ଲୁଣିଆ ପାଣିର କୂଅ କେବେ ମିଠା ପାଣି ଦେଇପାରେ ନାହିଁ।

Gade chapit la Kopi




ଯାକୁବଙ୍କ ପତ୍ର 3:12
11 Referans Kwoze  

“ଭଲ ଫଳ ଧରିବା ପାଇଁ ଗଛଟି ବଳିଷ୍ଠ ହେବା ଦରକାର। ଦୁର୍ବଳ ଗଛରେ ନିକୃଷ୍ଠ ଫଳ ହୁଏ। ଗଛଟି କି ପ୍ରକାର, ତା’ ଫଳ ଦ୍ୱାରା ଜଣାପଡ଼େ।


ରାସ୍ତାକଡ଼ରେ ଗୋଟିଏ ଡ଼ିମିରି ଗଛ ଥିଲା। ଯୀଶୁ ତା’ ନିକଟକୁ ଯାଇ ସେଥିରେ ପତ୍ର ଛଡ଼ା ଆଉ କିଛି ଦେଖିଲେ ନାହିଁ। ତେଣୁ ସେ ଗଛଟିକୁ କହିଲେ, “ତୁ ଆଉ କେବେ ଫଳ ଧରିବୁ ନାହିଁ।” ତତ୍କ୍ଷଣାତ୍ ଡ଼ିମିରି ଗଛଟି ଶୁଖିଗଲା।


ଗୋଟିଏ ଝରଣାରୁ ମଧୁର ଓ ତିକ୍ତ ଜଳ ଝରିପାରେ କି?


Swiv nou:

Piblisite


Piblisite