Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 3:16 - ପବିତ୍ର ବାଇବଲ (CL) NT (BSI)

16 ଯେଉଁମଠାରେ ଈର୍ଷା ଓ ସ୍ୱାର୍ଥପରତା, ସେଠାରେ ବିଶୃଙ୍ଖଳା ଓ ସବୁ ପ୍ରକାର ଦୁଷ୍ଟତା ଥାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କାରଣ ଯେଉଁ ସ୍ଥାନରେ ଈର୍ଷା ଓ ସ୍ଵାର୍ଥପରତା ଥାଏ, ସେହି ସ୍ଥାନରେ ସମସ୍ତ ପ୍ରକାର ଦୁଷ୍କର୍ମ ଥାଏ।

Gade chapit la Kopi

ଓଡିଆ ବାଇବେଲ

16 କାରଣ ଯେଉଁ ସ୍ଥାନରେ ଈର୍ଷା ଓ ସ୍ୱାର୍ଥପରତା ଥାଏ, ସେହି ସ୍ଥାନରେ ସମସ୍ତ ପ୍ରକାର ଦୁଷ୍କର୍ମ ଥାଏ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କାରଣ ଯେଉଁ ସ୍ଥାନରେ ଈର୍ଷା ଓ ସ୍ୱାର୍ଥପରତା ଥାଏ, ସେହି ସ୍ଥାନରେ ସମସ୍ତ ପ୍ରକାର ଦୁଷ୍କର୍ମ ଥାଏ।

Gade chapit la Kopi

ପବିତ୍ର ବାଇବଲ

16 ଯେଉଁଠାରେ ଈର୍ଷାଭାବ ଓ ସ୍ୱାର୍ଥପର ମନୋଭାବ ଅଛି, ସେହିଠାରେ ସମସ୍ତ ପ୍ରକାର ବିଶୃଙ୍ଖଳା ଓ ସମସ୍ତ ପ୍ରକାରର ମନ୍ଦତା ଦେଖାଯାଏ।

Gade chapit la Kopi




ଯାକୁବଙ୍କ ପତ୍ର 3:16
11 Referans Kwoze  

କିନ୍ତୁ ଯଦି ତୁମ ହୃଦୟରେ ଈର୍ଷା, ସ୍ୱାର୍ଥପରତା ଓ ତିକ୍ତ ଭାବ ରହିଛି, ନିଜ ବୁଦ୍ଧି ଓ ଜ୍ଞାନ ପାଇଁ ଦର୍ପ କରି ସତ୍ୟର ଅପଳାପ କର ନାହିଁ।


ଏବେ ମଧ୍ୟ ତୁମ୍ଭେମାନେ ଜାଗତିକ ଲୋକମାନଙ୍କ ପରି ଜୀବନ ଯାପନ କରୁଛ। ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଏବଂ ପରସ୍ପର ମଧ୍ୟରେ କଳହ ଲାଗି ରହିଛି; ଏଥିରୁ କ’ଣ ତୁମ୍ଭେମାନେ ଶାରୀରିକ ଓ ଜାଗତିକ ବୋଲି ପ୍ରମାଣିତ ହେଉ ନାହଁ?


କାରଣ ଈଶ୍ୱର ବିଶୃଙ୍ଖଳତାର ସ୍ରଷ୍ଟା ନୁହନ୍ତି - ସେ ଶାନ୍ତିପ୍ରିୟ ଈଶ୍ୱର। ଈଶ୍ୱରଙ୍କ ଅନ୍ୟାନ୍ୟ ଉପାସକ ମଣ୍ଡଳୀରେ ଯେପରି,


ଆମେ କୟିନ ପରି ବୋ ନାହିଁ। କୟିନ ଶୟତାନର ବଶୀଭୂତ ହୋଇ ନିଜ ଭାଇକୁ ହତ୍ୟା କଲା। ତା’ ଭାଇକୁ ସେ କହିଁକି ହତ୍ୟା କଲା? ତା’ର ଭାଇ ସବୁବେଳେ ସତ୍କର୍ମ କରୁଥିଲା।


ଏହି ଗଣ୍ଡଗୋଳ ସମୁଦାୟ ନଗରରେ ବ୍ୟାପିଗଲା। ଉଚ୍ଛୃଙ୍ଖଳ ଜନତା ପାଉଲଙ୍କ ସହଯାତ୍ରୀ ମାସିଦୋନିଆର ଗାୟସ୍ ଓ ଆରିଷ୍ଟାର୍ଖସ୍ଙ୍କୁ ଧରି ସେମାନଙ୍କ ରଙ୍ଗଭୂମିକୁ ଭିଡ଼ି ନେଲେ।


ଅନ୍ୟମାନେ ସ୍ୱାର୍ଥପର, ସତ୍‍ପଥ ତ୍ୟାଗ କରି, ବିପଥଗାମୀ ହୁଅନ୍ତି। ସେମାନଙ୍କ ଉପରେ ଈଶ୍ୱରଙ୍କ ପ୍ରଚଣ୍ଡ କୋପ ବୃଷ୍ଟି ହେବ।


କାରଣ ମୋର ଭୟ ହେଉଛି, ମୁଁ ତୁମ୍ଭମାନଙ୍କ ନିକଟକୁ ଯାଇ ତୁମ୍ଭମାନଙ୍କ ଯେପରି ଦେଖିବାକୁ ଇଚ୍ଛା କରୁଛି, ସେପରି ଦେଖିବାକୁ ପାଇବି ନାହିଁ ଏବଂ ତୁମ୍ଭେମାନେ ମୋର ଯେଉଁ ରୂପ ଦେଖିବାକୁ ଇଚ୍ଛା କରୁ ନାହଁ, ହୁଏତ ତାହା ଦେଖିବାକୁ ପାଇବ। ହୁଏତ ସେଠାକୁ ଯାଇ ମୁଁ ନାନା ପ୍ରକାର ବିବାଦ, ଈର୍ଷା, କ୍ରୋଧ, ସ୍ୱାର୍ଥପରତା, ଅପବାଦ, ଗର୍ବ ଓ ବିଶୃଙ୍ଖଳା ଦେଖିବକେୁ ପାଇବି।


ଗୋଟିଏ ପରିବାରର ଲୋକେ ଯଦି ବିଭିନ୍ନ ଦଳରେ ବିଭକ୍ତ ହୋଇ ପରସ୍ପରର ବିରୁଦ୍ଧାଚରଣ କରନ୍ତି, ସେହି ପରିବାର ଭାଙ୍ଗିଯିବ।


Swiv nou:

Piblisite


Piblisite