Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 3:18 - ପବିତ୍ର ବାଇବଲ (CL) NT (BSI)

18 ଶାନ୍ତି ସ୍ଥାପନକାରୀମାନଙ୍କ ଦ୍ୱାରା ବୁଣା ଯାଇଥିୀବା ବିହନରୁ ଧାର୍ମିକତାରୂନ ଫସଲ ଉତ୍ପାଦିତ ହୁଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପୁଣି, ଶାନ୍ତିକାରକ ଲୋକମାନଙ୍କ ଦ୍ଵାରା ଧର୍ମରୂପ ଫଳର ବୀଜ ଶାନ୍ତିରେ ବୁଣାଯାଏ।

Gade chapit la Kopi

ଓଡିଆ ବାଇବେଲ

18 ପୁଣି, ଶାନ୍ତିକାରକ ଲୋକମାନଙ୍କ ଦ୍ୱାରା ଶାନ୍ତିର ବୀଜ ବୁଣାଯାଏ ଧାର୍ମିକତା ରୂପ ଫଳ କାଟିବେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ଶାନ୍ତିକାରକ ଲୋକମାନେ ଶାନ୍ତିର ବୀଜ ବୁଣନ୍ତି, ସେମାନେ ଧାର୍ମିକତା ରୂପ ଫଳ କାଟିବେ।

Gade chapit la Kopi

ପବିତ୍ର ବାଇବଲ

18 ଯେଉଁ ଲୋକମାନେ ଶାନ୍ତିପୂର୍ଣ୍ଣ ଭାବରେ ଶାନ୍ତି ପାଇଁ କାମ କରନ୍ତି, ସେମାନେ ଧାର୍ମିକ ଜୀବନଯାପନ ଦ୍ୱାରା ସେଥିରୁ ଉତ୍ପନ୍ନ ଉତ୍ତମ ବିଷୟମାନ ପାଆନ୍ତି।

Gade chapit la Kopi




ଯାକୁବଙ୍କ ପତ୍ର 3:18
13 Referans Kwoze  

ଯେଉଁମାନେ ଶାନ୍ତି ପ୍ରତିଷ୍ଠା ପାଇଁ ଉଦ୍ୟମ କରନ୍ତି ସେମାନେ ଧନ୍ୟ, କାରଣ ସେମାନେ ଈଶ୍ୱରଙ୍କ ସନ୍ତାନ ରୂପେ ପରିଚିତ ହେବେ।


ଓ ଈଶ୍ୱରଙ୍କ ଗୌରବ ଓ ପ୍ରଶଂସା ନିମନ୍ତେ ତୁମ୍ଭମାନଙ୍କର ଜୀବନ ଯୀଶୁ ଖ୍ରୀଷ୍ଟଙ୍କ ପ୍ରଦତ୍ତ ସମସ୍ତ ସଦ୍ଗୁଣରେ ପରିପୂର୍ଣ୍ଣ ହେବ।


ଯିଏ ପ୍ରାକୃତିକ ଲାଳସା କ୍ଷେତ୍ରରେ ବୀଜ ବୁଣେ, ସେ ମୃତ୍ୟୁରୂପ ଫସଲ ଅମଳ କରିବ। ଯଦି ସେ ପବିତ୍ର ଆତ୍ମାଙ୍କ କ୍ଷେତ୍ରରେ ବୁଣିବ, ତେବେ ଅନନ୍ତ ଜୀବନରୂପ ଫସଲ ଅମଳ କରିବ।


ଶାସ୍ତି ପାଇବା ବେଳେ ଆମ୍ଭମାନଙ୍କୁ ତାହା ଦୁଃଖଦାୟକ ମନେ ହୁଏ, କଦାପି ସୁଖକର ନୁହେଁ। କିନ୍ତୁ ଶାସ୍ତି ଦ୍ୱାରା ଯେଉଁମାନଙ୍କର ଜୀବନ ଶୃଙ୍ଖଳିତ ହୁଏ, ସେମାନେ ପରେ ଶାନ୍ତିପ୍ରଦ ଧାର୍ମିକ ଜୀବନ ରୂପ ପୁରସ୍କାର ଲାଭ କରନ୍ତି।


କ୍ରୋଥରେ ସଂଯୁତ ହୁଅ, କାରଣ ମନୁଷ୍ୟର କ୍ରୋଧ ଦ୍ୱାରା ଈଶ୍ୱରଙ୍କ ପବିତ୍ର ସଙ୍କଳ୍ପ ବିପନ୍ନ ହୁଏ।


ଶସ୍ୟକଟାଳିକୁ ମଜୁରି ଦିଆଯାଉଛି। ସେ ଅନନ୍ତ ଜୀବନ ପାଇଁ ଶସ୍ୟ ସଂଗ୍ରହ କରୁଛି। ତଦ୍ଦ୍ୱାରା ବୀଜବୁଣାଳି ଓ ଶସ୍ୟ କଟାଳି ଉଭୟେ ଆନନ୍ଦିତ ହେବେ। ‘ଜଣେ ବୀଜ ବୁଣେ, ଅନ୍ୟ ଜଣେ ଫସଲ କାଟେ’ -


Swiv nou:

Piblisite


Piblisite