Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 3:5 - ପବିତ୍ର ବାଇବଲ (CL) NT (BSI)

5 ଏହି ଉଦାହରଣ ଜିହ୍ୱା ପ୍ରତି ପ୍ରଯୁଜ୍ୟ। ତାହା କ୍ଷୁଦ୍ର ହେଲେ ସୁଦ୍ଧା ବଡ଼ ବଡ଼ କଥା କହି ଦର୍ପ କରିପାରେ। ଭାବି ଦେଖ, କିପରି ଅ୍ନିକଣିକା କ୍ଷୁଦ୍ର ହେଲେ ମଧ୍ୟ ବିଶାଳ ଅରଣ୍ୟକୁ ଜାଳି ଦିଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେହିପରି ଜିହ୍ଵା ମଧ୍ୟ ଗୋଟିଏ କ୍ଷୁଦ୍ର ଅଙ୍ଗ, କିନ୍ତୁ ମହା ଗର୍ବର କଥା କହେ। ଦେଖ, କେଡ଼େ କ୍ଷୁଦ୍ର ଅଗ୍ନିକଣିକା ଦ୍ଵାରା କେଡ଼େ ବଡ଼ ଅରଣ୍ୟରେ ନିଆଁ ଲାଗିଯାଏ।

Gade chapit la Kopi

ଓଡିଆ ବାଇବେଲ

5 ସେହିପରି ଜିହ୍ୱା ମଧ୍ୟ ଗୋଟିଏ କ୍ଷୁଦ୍ର ଅଙ୍ଗ, କିନ୍ତୁ ମହା ଗର୍ବର କଥା କହେ । ଦେଖ, କେଡ଼େ କ୍ଷୁଦ୍ର ଅଗ୍ନିକଣିକା ଦ୍ୱାରା କେଡ଼େ ବଡ଼ ଅରଣ୍ୟରେ ନିଆଁ ଲାଗିଯାଏ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେହିପରି ଜିହ୍ୱା ମଧ୍ୟ ଗୋଟିଏ କ୍ଷୁଦ୍ର ଅଙ୍ଗ, କିନ୍ତୁ ମହାଗର୍ବର କଥା କହେ। ଦେଖ, କେଡ଼େ କ୍ଷୁଦ୍ର ଅଗ୍ନିକଣିକା ଦ୍ୱାରା କେଡ଼େ ବଡ଼ ଅରଣ୍ୟରେ ନିଆଁ ଲାଗିଯାଏ।

Gade chapit la Kopi

ପବିତ୍ର ବାଇବଲ

5 ଆମ୍ଭ ଜିହ୍ୱା ନିମନ୍ତେ ମଧ୍ୟ ଏହି ବିଷୟ ସମାନ ଅଟେ। ଜିହ୍ୱାଟି ଶରୀରର ଏକ ଅତି କ୍ଷୁଦ୍ର ଅଙ୍ଗ, କିନ୍ତୁ ଏହା ଅତ୍ୟଧିକ ମାତ୍ରାରେ ଗର୍ବ କରିଥାଏ। ଯେଉଁ ଛୋଟ ଅଗ୍ନିଶିଖାଟି ଗୋଟିଏ ବଡ଼ ଜଙ୍ଗଲରେ ନିଆଁ ଲଗେଇ ଦେଇ ପାରିବ।

Gade chapit la Kopi




ଯାକୁବଙ୍କ ପତ୍ର 3:5
25 Referans Kwoze  

ଏହି ଲୋକମାନେ ସବୁବେଳେ ଅସନ୍ତୁଷ୍ଠ ଓ ଅନ୍ୟମାନଙ୍କ ଉପରେ ଦୋଷାରୋପ କରନ୍ତି। ସେମାନେ କେବଳ ନିଜର କୂଅଭିଳାଷ ଚରିତାର୍ଥ କରୁଥାନ୍ତି; ନିଜର ବଡ଼ିମା ଦେଖାଇ ହୁଅନ୍ତି ଓ ନିଜର ସ୍ୱାର୍ଥସିଦ୍ଧି ନିମନ୍ତେ ଅନ୍ୟମାନଙ୍କର ଚାଟୁବାଦ କରନ୍ତି।


ସେମାନେ ଅହଙ୍କାରପୂର୍ଣ୍ଣ ନିରର୍ଥକ କଥା କହୁଥାଆନ୍ତି; ଭ୍ରାଷ୍ଟାଚାରୀମାନଙ୍କ ମଧ୍ୟରୁ ରକ୍ଷା ପାଇ ପଳାଇ ଆସୁଥିବା ଲୋକମାନଙ୍କୁ ନୀଚ ଶାରୀରିକ କାମନାର ମୋହ ଦେଖାଇ ଫନ୍ଦରେ ପକାନ୍ତି।


ଗୋଟିଏ ବଡ଼ ଜାହାଜ ବିଷୟ ଚିନ୍ତା କର। ଜାହାଜ ଚାଲିକ ପ୍ରଚଣ୍ଡ ପବନ ବହୁଥିଲେ ସୁଦ୍ଧା, ଅତି ଛୋଟ ମଙ୍ଗ ସାହାଯ୍ୟରେ ତାହାକୁ ଅିୟନ୍ତ୍ରଣ କରି ଇଚ୍ଛାନୁସାରେ ଚଳାଇ ନିଏ।


Swiv nou:

Piblisite


Piblisite