Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 3:7 - ପବିତ୍ର ବାଇବଲ (CL) NT (BSI)

7 ମନୁଷ୍ୟ ସମସ୍ତ ବନ୍ୟଜନ୍ତୁ, ପକ୍ଷୀ, ସରୀସୃପ ଓ ଜଳଚର ପ୍ରାଣୀକୁ ବଶ କରି ପାରିଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 କାରଣ ସମସ୍ତ ପ୍ରକାର ପଶୁ, ପକ୍ଷୀ, ସରୀସୃପ ଓ ଜଳଚର ପ୍ରାଣୀମାନଙ୍କୁ ମାନବ ଦ୍ଵାରା ବଶରେ ରଖାଯାଇ ପାରେ, ପୁଣି ବଶରେ ରଖାଯାଇଅଛି;

Gade chapit la Kopi

ଓଡିଆ ବାଇବେଲ

7 କାରଣ ସମସ୍ତ ପ୍ରକାର ପଶୁ, ପକ୍ଷୀ, ସରୀସୃପ ଓ ଜଳଚର ପ୍ରାଣୀମାନଙ୍କୁ ମାନବ ଦ୍ୱାରା ବଶରେ ରଖାଯାଇ ପାରେ, ପୁଣି, ବଶରେ ରଖାଯାଇଅଛି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କାରଣ ସମସ୍ତ ପ୍ରକାର ପଶୁ, ପକ୍ଷୀ, ସରୀସୃପ ଓ ଜଳଚର ପ୍ରାଣୀମାନଙ୍କୁ ମାନବ ଦ୍ୱାରା ବଶରେ ରଖାଯାଇପାରେ, ପୁଣି, ବଶରେ ରଖାଯାଇଅଛି;

Gade chapit la Kopi

ପବିତ୍ର ବାଇବଲ

7 ମଣିଷ ପ୍ରତ୍ୟେକ ପ୍ରକାର ହିଂସ୍ର ପଶୁ, ପକ୍ଷୀ, ସରୀସୃପ ଓ ମାଛକୁ ବଶବର୍ତ୍ତୀ କରିପାରେ ଓ କରିଛି ମଧ୍ୟ।

Gade chapit la Kopi




ଯାକୁବଙ୍କ ପତ୍ର 3:7
4 Referans Kwoze  

ସେ ହାତର ଶିକୁଳି ଛିଣ୍ଡାଇ ଦେଉଥିଲା ଓ ଗୋଡ଼ର ବେଡ଼ି ଭାଙ୍ଗି ଦେଉଥିଲା। ତା’ର ହାତ ପାଦ ଜଞ୍ଜିରରେ ବନ୍ଧା ହେଉଥିଲା। କିନ୍ତୁ ପ୍ରତ୍ୟେକ ଥର ତାକୁ ଆୟତ୍ତ କରିବା ପାଇଁ କାହାର ସାଧ୍ୟ ନ ଥିଲା।


ସେଥିରେ ନାନା ପ୍ରକାର ପଶୁ, ସରୀସୃପ ଓ ବନ୍ୟ ପକ୍ଷୀ ଅଛନ୍ତି।


ଜିହ୍ୱା ଅଗ୍ନି ତୁଲ୍ୟ; ବହୁ ଅସତ୍ ବିଷୟରେ ପରିପୂର୍ଣ୍ଣ; ପୁଣି ତାହା ଆମ ଶରୀର ମଓ୍ୟରେ ଅବସ୍ଥିତ ଥିବାରୁ ଅସତ୍ ପ୍ରଭାବ ବିସ୍ତାର କରି ଆମର ସମସ୍ତ ବ୍ୟକ୍ତିତ୍ୱକୁ କଳୁଷିତ କରେ। ଜିହ୍ୱାର ନରକାଗ୍ନି ଆମର ସାରା ଜୀବନକୁ ଜଳାଇ ଦିଏ।


କିନ୍ତୁ କେହି କେବେ ଜିହ୍ୱାକୁ ବଶ କରିପାରି ନାହିଁ। ତାହା ଅସତ୍ ଓ ଅଣାୟତ୍ତ; ମାରାତ୍ମକ ବିଷରେ ପରିପୂର୍ଣ୍ଣ।


Swiv nou:

Piblisite


Piblisite