ଯାକୁବଙ୍କ ପତ୍ର 3:9 - ପବିତ୍ର ବାଇବଲ (CL) NT (BSI)9 ଆମେ ଜିହ୍ୱା ଦ୍ୱାରା ପ୍ରଭୁ ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦେଉ। ପୁଣି ଏହି ଜିହ୍ୱା ଦ୍ୱାରା ଈଶ୍ୱରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ମଓ୍ୟ ଦେଉ। Gade chapit laପବିତ୍ର ବାଇବଲ (Re-edited) - (BSI)9 ତଦ୍ଦ୍ଵାରା ଆମ୍ଭେମାନେ ପ୍ରଭୁ ଓ ପିତାଙ୍କର ଧନ୍ୟବାଦ କରିଥାଉ, ପୁଣି, ତଦ୍ଦ୍ଵାରା ଈଶ୍ଵରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ଦେଇଥାଉ; Gade chapit laଓଡିଆ ବାଇବେଲ9 ତଦ୍ୱାରା ଆମ୍ଭେମାନେ ପ୍ରଭୁ ଓ ପିତାଙ୍କର ଧନ୍ୟବାଦ କରିଥାଉ, ପୁଣି, ତଦ୍ୱାରା ଈଶ୍ୱରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ଦେଇଥାଉ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତଦ୍ୱାରା ଆମ୍ଭେମାନେ ପ୍ରଭୁ ଓ ପିତାଙ୍କର ଧନ୍ୟବାଦ କରିଥାଉ, ପୁଣି, ତଦ୍ୱାରା ଈଶ୍ବରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ଦେଇଥାଉ; Gade chapit laପବିତ୍ର ବାଇବଲ9 ଏହି ଜିହ୍ୱା ଦ୍ୱାରା ଆମ୍ଭେ ଆମ୍ଭ ପ୍ରଭୁ ଓ ପିତାଙ୍କ ଗୁଣଗାନ କରୁ, କିନ୍ତୁ ତା'ପରେ ପରମେଶ୍ୱର ଯେଉଁ ଲୋକମାନଙ୍କୁ ନିଜ ସାଦୃଶ୍ୟରେ ତିଆରି କରିଛନ୍ତି, ସେହି ଲୋକମାନଙ୍କୁ ଅଭିଶାପ ଦେଉ। Gade chapit la |