Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 4:12 - ପବିତ୍ର ବାଇବଲ (CL) NT (BSI)

12 ଈଶ୍ୱର ହିଁ ବ୍ୟବସ୍ଥାଦାତା ଓ ବିଚାରକର୍ତ୍ତା। କେବଳ ସେ ରକ୍ଷା କରି ପାରନ୍ତି, କିଅବା ବିନାଶ କରନ୍ତି। ପ୍ରତିବେଶୀର ଦୋଷଗୁଣ ବିଚାର କରିବାକୁ କିଏ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ବ୍ୟବସ୍ଥାଦାତା ଓ ବିଚାରକର୍ତ୍ତା ଜଣେମାତ୍ର, ସେ ରକ୍ଷା ଓ ବିନାଶ କରିବାକୁ ସମର୍ଥ; କିନ୍ତୁ ପ୍ରତିବାସୀର ବିଚାର କରୁଅଛ ଯେ ତୁମ୍ଭେ, ତୁମ୍ଭେ କିଏ?

Gade chapit la Kopi

ଓଡିଆ ବାଇବେଲ

12 ମୋଶାଙ୍କ ବ୍ୟବସ୍ଥାଦାତା ଓ ବିଚାରକର୍ତ୍ତା ଜଣେ ମାତ୍ର, ସେ ରକ୍ଷା ଓ ବିନାଶ କରିବାକୁ ସମର୍ଥ; କିନ୍ତୁ ପ୍ରତିବାସୀର ବିଚାର କରୁଅଛ ଯେ ତୁମ୍ଭେ, ତୁମ୍ଭେ କିଏ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ବ୍ୟବସ୍ଥାଦାତା ଓ ବିଚାରକର୍ତ୍ତା ଜଣେ ମାତ୍ର, ସେ ରକ୍ଷା ଓ ବିନାଶ କରିବାକୁ ସମର୍ଥ; କିନ୍ତୁ ପ୍ରତିବାସୀର ବିଚାର କରୁଅଛ ଯେ ତୁମ୍ଭେ, ତୁମ୍ଭେ କିଏ?

Gade chapit la Kopi

ପବିତ୍ର ବାଇବଲ

12 କେବଳ ପରମେଶ୍ୱର ହିଁ ବ୍ୟବସ୍ଥା ରଚନା କରନ୍ତି। ସେ ହେଉଛନ୍ତି ଏକମାତ୍ର ବିଗ୍ଭରପତି। ସେ କେବଳ ରକ୍ଷା କରି ପାରନ୍ତି ଓ ବିନାଶ ମଧ୍ୟ କରି ପାରନ୍ତି। ଅତଏବ ଅନ୍ୟ କୌଣସି ଲୋକର ବିଗ୍ଭର କରିବାର ତୁମ୍ଭ ପକ୍ଷରେ ଠିକ୍ ନୁହେଁ।

Gade chapit la Kopi




ଯାକୁବଙ୍କ ପତ୍ର 4:12
11 Referans Kwoze  

ଅନ୍ୟର ଦାସକୁ ବିଚାର କରିବା ପାଇଁ ତୁମେ କିଏ? ସେ ତା’ କାର୍ଯ୍ୟରେ କେତେ ଦୂର ସଫଳ ବା ବିଫଳ ହେଉଛି, ତାହା ତା’ର ମୁନିବ ବିଚାର କରିବେ। ସେ ନିଶ୍ଚୟ ସଫଳ ହେବ, କାରଣ ପ୍ରଭୁ ତାଙ୍କ ଦାସକୁ କୃତକାର୍ଯ୍ୟ କରାଇବା ପାଇଁ ସମର୍ଥ।


ବନ୍ଧୁ, ତୁମେ କଅଣ ଅନ୍ୟମାନଙ୍କର ବିଚାର କରୁଛ? ତୁମେ ଯେ କୌଣସି ବ୍ୟକ୍ତି ହେଲେ ମଧ୍ୟ, ଏହା କରିବା ତୁମ ପକ୍ଷରେ ଯଥାର୍ଥ ନୁହେଁ। ଅନ୍ୟମାନଙ୍କର ଦୋଷ ଧରି ତୁମେ ଯଦି ନିଜେ ତାହା କରୁଥାଅ, ତଦ୍ଦ୍ୱାରା ତୁମେ ନିଜକୁ ଦୋଷୀ କରୁଛ।


ଯେଉଁମାନେ କେବଳଶରୀରକୁ ବିନଷ୍ଟ କରନ୍ତି, କିନ୍ତୁ, କିନ୍ତୁଆମାôର କିଛି କ୍ଷତି କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ। ବରଂ ଯେଉଁ ଈଶ୍ୱର ତୁମର ଶରୀର ଓ ଆତ୍ମା ଉଭୟକୁ ନରକରେ ଧ୍ୱଂସ କରିପାରନ୍ତି, ତାଙ୍କୁ ଭୟ କର।


ଭାଇମାନେ, ପରସ୍ପରର ଦୋଷ ଧର ନାହିଁ, ତାହାହେଲେ ଈଶ୍ୱର ତୁମର ବିଚାର କରିବେ ନାହିଁ। ଦେଖ! ମହାବିଚାରକର୍ତ୍ତା ଦ୍ୱାରା ନିକଟେ ଉପସ୍ଥିତ।


ତେଣୁ ଯେଉଁମାନେ ତାଙ୍କ ଦ୍ୱାରା ଈଶ୍ୱରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ଉଦ୍ଧାର କରିବାକୁ ସେ ବର୍ତ୍ତମାନ ତଥା ଚିରକାଳ ସମର୍ଥ, କାରଣ ସେମାନଙ୍କ ନିମନ୍ତେ ଈଶ୍ୱରଙ୍କ ଛାମୁରେ ନିବେଦନ କରିବାକୁ ସେ ଚିରକାଳ ଜୀବିତ।


ତେଣୁ ପରସ୍ପରକୁ ବିଚାର କର ନାହିଁ। ଏପରି ମଧ୍ୟ କିଛି କର ନାହିଁ, ଯଦ୍ଦ୍ୱାରା ତୁମ ଭାଇ ଝୁଣ୍ଟି ପଡ଼ି ପାପ କରିବ।


କିନ୍ତୁ ବନ୍ଧୁ, ଈଶ୍ୱରଙ୍କ କଥାରେ ପ୍ରତିବାଦ କରିବାକୁ ତୁମେ କିଏ? “ମୋତେ ଏପରି କାହିଁକି ଗଢ଼ିଲ” ବୋଲି ପାତ୍ରଟିଏ କୁମ୍ଭକାରକୁ ପଚାରି ପାରେ ନାହିଁ।


କାହାକୁ ଭୟ କରିବ, ମୁଁ ତୁମ୍ଭମାନଙ୍କୁ ଜଣାଉଛି। ବଧ କରିବା ପରେ ନରକରେ ନିକ୍ଷେପ କରିବାର କ୍ଷମତା ଯାହାର ଅଛି, ତାଙ୍କୁ ଭୟ କର। ମୋ’ କଥାରେ ବିଶ୍ୱାସ କର। କେବଳ ତାଙ୍କୁ ହିଁ ତୁମ୍ଭେମାନେ ଭୟ କରିବା ଉଚିତ୍।


Swiv nou:

Piblisite


Piblisite