Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 4:15 - ପବିତ୍ର ବାଇବଲ (CL) NT (BSI)

15 ତେଣୁ ତୁମର କହିବା ଉଚିତ “ପ୍ରଭୁଙ୍କ ଇଚ୍ଛା ହେଲେ, ଆମେ ବଞ୍ଚିରହି ଏହା କରିବା ବା ତାହା କରିବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏଣୁ ପ୍ରଭୁଙ୍କ ଇଚ୍ଛା ହେଲେ ଆମ୍ଭେମାନେ ଜୀବିତ ଥାଇ ଏହା କରିବା ବା ତାହା କରିବା, ଏହିପରି କହିବା ତୁମ୍ଭମାନଙ୍କର ଉଚିତ।

Gade chapit la Kopi

ଓଡିଆ ବାଇବେଲ

15 ଏଣୁ ପ୍ରଭୁଙ୍କ ଇଚ୍ଛା ହେଲେ ଆମ୍ଭେମାନେ ଜୀବିତ ଥାଇ ଏହା କରିବା ବା ତାହା କରିବା, ଏହିପରି କହିବା ତୁମ୍ଭମାନଙ୍କର ଉଚିତ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଣୁ ପ୍ରଭୁଙ୍କ ଇଚ୍ଛା ହେଲେ ଆମ୍ଭେମାନେ ଜୀବିତ ଥାଇ ଏହା କରିବା ବା ତାହା କରିବା, ଏହିପରି କହିବା ତୁମ୍ଭମାନଙ୍କର ଉଚିତ।

Gade chapit la Kopi

ପବିତ୍ର ବାଇବଲ

15 ଅତଏବ ତୁମ୍ଭେ କହିବା ଉଚିତ୍: “ଯଦି ପରମେଶ୍ୱରଙ୍କ ଇଚ୍ଛା ଥାଏ, ଆମ୍ଭେ ଜୀବିତ ରହିବୁ ଓ ଏହା କରିବୁ ବା ତାହା କରିବୁ।”

Gade chapit la Kopi




ଯାକୁବଙ୍କ ପତ୍ର 4:15
10 Referans Kwoze  

ଆମକୁ ଏବେ ଆଗୋଇ ଯିବାକୁ ହେବ। ଈଶ୍ୱରଙ୍କ ଉପରେ ନିର୍ଭର କରି ଏହାହିଁ ଆମ୍ଭେମାନେ କରିବା।


ବିଦାୟ ନେବା ସମୟରେ ସେ ସେମାନଙ୍କୁ କହିଲେ, “ଯଦି ଈଶ୍ୱରଙ୍କର ଇଚ୍ଛା ଥାଏ, ମୁଁ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବି।” ତା’ପରେ ସେ ଜାହାଜ ଯୋଗେ ଏଫିସସ୍ ଛାଡ଼ିଲେ।


ପ୍ରାର୍ଥନା କରିବା ବେଳେ ମୁଁ ସର୍ବଦା ତୁମ୍ଭମାନଙ୍କୁ ସ୍ମରଣ କରେ ଏବଂ ତୁମ୍ଭମାନଙ୍କ ନିକଟକୁ ଆସିବା ପାଇଁ ମୋତେ ସୁଯୋଗ ଦେବାକୁ ଈଶ୍ୱରଙ୍କଠାରେ ନିବେଦନ କରି ଆସିଛି।


କାରଣ ଯିବା ବାଟରେ ତୁମ୍ଭମାନଙ୍କ ସହିତ କେବଳ ଅଳ୍ପ ସମୟ ସାକ୍ଷାତ କରିବା ମୋର ଇଚ୍ଛା ନୁହେଁ। ମୁଁ ଆଶା କରୁଛି, ପ୍ରଭୁଙ୍କ ଇଚ୍ଛା ହେଲେ, ମୁଁ ତୁମ୍ଭମାନଙ୍କ ସହିତ ଏଥର ଅନେକ ସମୟ ରହିବି।


ଈଶ୍ୱରଙ୍କ ଇଚ୍ଛା ହେଲେ, ମୁଁ ତୁମ୍ଭମାନଙ୍କ ନିକଟକୁ ଆନନ୍ଦରେ ଆସିବି ଓ ତୁମ୍ଭମାନଙ୍କ ସହିତ କିଛି ଦିନ ଅତିବାହିତ କରି ମୋ’ ମନରେ ସ୍ଫୂର୍ତ୍ତି ଅନୁଭବ କରିବି।


ଈଶ୍ୱର ଇଚ୍ଛା କଲେ, ମୁଁ ଶୀଘ୍ର ତୁମମାନଙ୍କ ନିକଟକୁ ଯିବି। ସେତେବେଳେ ଏହି ଉଦ୍ଧତ ଲୋକମାନଙ୍କର କଥା କେବଳ ଶୁଣିବି ନାହିଁ - ପ୍ରକୃତରେ ସେମାନଙ୍କର କେତେ ପ୍ରଭାବ ଅଛି, ତାହା ମୁଁ ଦେଖିବି।


କିନ୍ତୁ ଏବେ ତୁମ୍ଭେମାନେ ଅହଂକାରୀ ହୋଇ ଆତ୍ମବଡ଼ିମା କରୁଛୁ; ଆତ୍ମାବଡ଼ିମା ସର୍ବଥା ଦୋଷାବହ।


Swiv nou:

Piblisite


Piblisite