Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 4:16 - ପବିତ୍ର ବାଇବଲ (CL) NT (BSI)

16 କିନ୍ତୁ ଏବେ ତୁମ୍ଭେମାନେ ଅହଂକାରୀ ହୋଇ ଆତ୍ମବଡ଼ିମା କରୁଛୁ; ଆତ୍ମାବଡ଼ିମା ସର୍ବଥା ଦୋଷାବହ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କିନ୍ତୁ ଏବେ ତୁମ୍ଭେମାନେ ଆପଣା ଆପଣା ଅହଂ-ଭାବରେ ଗର୍ବ କରୁଅଛ; ଏପ୍ରକାର ଗର୍ବ ମନ୍ଦ ଅଟେ।

Gade chapit la Kopi

ଓଡିଆ ବାଇବେଲ

16 କିନ୍ତୁ ଏବେ ତୁମ୍ଭେମାନେ ଆପଣା ଆପଣା ଅହଂ ଭାବରେ ଗର୍ବ କରୁଅଛ; ଏପ୍ରକାର ଗର୍ବ ମନ୍ଦ ଅଟେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କିନ୍ତୁ ଏବେ ତୁମ୍ଭେମାନେ ଆପଣା ଆପଣା ଅହଂ ଭାବରେ ଗର୍ବ କରୁଅଛ; ଏପ୍ରକାର ଗର୍ବ ମନ୍ଦ ଅଟେ।

Gade chapit la Kopi

ପବିତ୍ର ବାଇବଲ

16 କିନ୍ତୁ ଏବେ ତୁମ୍ଭେ ଅହଂକାର କରି ଗର୍ବ କରୁଛ। ଏହି ପ୍ରକାର ଅହଂକାର କରିବା ଅନୁଚିତ୍ ଅଟେ।

Gade chapit la Kopi




ଯାକୁବଙ୍କ ପତ୍ର 4:16
11 Referans Kwoze  

ତୁମ୍ଭେମାନେ ଆସ୍ପର୍ଦ୍ଧା କରିବା ଅନୁଚିତ। ତୁମେ କ’ଣ ଜାଣ ନାହଁ, ‘ଟିକିଏ ଖମୀର ସମୁଦାୟ ମଇଦାକୁ ଖମୀରମୟ କରିଦିଏ’?


ସେ ନିଜକୁ ଯେତେ ଗୌରବାନ୍ୱିତ କରୁଥିଲା ଓ ବିଳାସ ବ୍ୟସନରେ ବୁଡ଼ି ରହିଥିଲା, ସେହି ପରିମାଣରେ ତାକୁ ଦୁଃଖକଷ୍ଟ ଦିଅ। କାରଣ ସେ ନିଜର ବଡ଼ାଇ କରି କହୁଛି, ‘ମୁଁ ଏଠାରେ ରାଣୀ ପରି ବସିଛି! ମୁଁ ବିଧବା ନୁହେଁ, ମୋର କେବେ ଦୁଃଖ ହେବ ନାହିଁ।’


କିନ୍ତୁ ଯଦି ତୁମ ହୃଦୟରେ ଈର୍ଷା, ସ୍ୱାର୍ଥପରତା ଓ ତିକ୍ତ ଭାବ ରହିଛି, ନିଜ ବୁଦ୍ଧି ଓ ଜ୍ଞାନ ପାଇଁ ଦର୍ପ କରି ସତ୍ୟର ଅପଳାପ କର ନାହିଁ।


ଏହି ଜଗତର ଯେଉଁସବୁ ଶାରୀରିକ ବିଷୟ ଉପଭୋଗ କରିବାକୁ ମନୁଷ୍ୟ ଲାଳାୟିତ, ଲୋକେ ଯେଉଁ ସବୁ ସୁଦୃଶ୍ୟ ବିଷୟ ନେଇ ଲୋକେ ଗର୍ବ କରନ୍ତି, ତାହା ସବୁ ପରମ ପିତାଙ୍କର ଦାନ ନୁହେଁ- ସେ ସବୁ କେବଳ ଏହି ଜଗତର ସମ୍ପଦ।


Swiv nou:

Piblisite


Piblisite