Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 5:8 - ପବିତ୍ର ବାଇବଲ (CL) NT (BSI)

8 ସେହିପରି, ତୁମ୍ଭେମାନେ ମଧ୍ୟ ଦେର୍ଯ୍ୟଁ ସହକାରେ ଅପେକ୍ଷା କର। ତୁମ୍ଭମାନଙ୍କ ଆଶା ସୁଦୃଢ଼ ରୁହ, କାରଣ ପ୍ରଭୁଙକ ଆଗମନ ଦିନ ନିକଟବର୍ତ୍ତୀ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତୁମ୍ଭେମାନେ ମଧ୍ୟ ଧୈର୍ଯ୍ୟ ଧରି ଆପଣା ଆପଣା ହୃଦୟକୁ ସୁସ୍ଥିର କର, କାରଣ ପ୍ରଭୁଙ୍କ ଆଗମନ ନିକଟବର୍ତ୍ତୀ।

Gade chapit la Kopi

ଓଡିଆ ବାଇବେଲ

8 ତୁମ୍ଭେମାନେ ମଧ୍ୟ ଧୈର୍ଯ୍ୟ ଧରି ଆପଣା ଆପଣା ହୃଦୟକୁ ସୁସ୍ଥିର କର, କାରଣ ପ୍ରଭୁଙ୍କ ଆଗମନ ନିକଟବର୍ତ୍ତୀ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତୁମ୍ଭେମାନେ ମଧ୍ୟ ଧୈର୍ଯ୍ୟ ଧରି ଆପଣା ଆପଣା ହୃଦୟକୁ ସୁସ୍ଥିର କର, କାରଣ ପ୍ରଭୁଙ୍କ ଆଗମନ ନିକଟବର୍ତ୍ତୀ।

Gade chapit la Kopi

ପବିତ୍ର ବାଇବଲ

8 ଗ୍ଭଷୀ ଯେପରି ନିଜ କ୍ଷେତର ମୂଲ୍ୟବାନ ଶସ୍ୟ ବଢ଼ି ଉଠିବାକୁ ଧୈର୍ଯ୍ୟର ସହିତ ଆଶାରଖି, ଆରମ୍ଭ ଓ ଶେଷ ବର୍ଷା ପଡ଼ିବା ପର୍ଯ୍ୟନ୍ତ ଧୈର୍ଯ୍ୟର ସହିତ ଅପେକ୍ଷା କରେ, ତୁମ୍ଭେମାନେ ସେହିଭଳି ଧୈର୍ଯ୍ୟଶୀଳ ହେବା ଉଚିତ୍। ନିଜର ଆଶା ଛାଡ଼ିଦିଅ ନାହିଁ। ପ୍ରଭୁ ଯୀଶୁ ଶୀଘ୍ର ଆସୁଛନ୍ତି।

Gade chapit la Kopi




ଯାକୁବଙ୍କ ପତ୍ର 5:8
24 Referans Kwoze  

ଭାଇମାନେ, ପରସ୍ପରର ଦୋଷ ଧର ନାହିଁ, ତାହାହେଲେ ଈଶ୍ୱର ତୁମର ବିଚାର କରିବେ ନାହିଁ। ଦେଖ! ମହାବିଚାରକର୍ତ୍ତା ଦ୍ୱାରା ନିକଟେ ଉପସ୍ଥିତ।


ପବିତ୍ର ଆତ୍ମାଙ୍କ ଦାନ ହେଉଛି; ପ୍ରେମ, ଆନନ୍ଦ, ଶାନ୍ତି, ଧୈର୍ଯ୍ୟ, ଦୟା, ସଦାଚାର, ବିଶ୍ୱସ୍ତତା, ନମ୍ରତା ଏବଂ ଆତ୍ମସଂଯମ। ଏହିପରି ଶ୍ରେୟସ୍କର ବିଷୟ ବିରୁଦ୍ଧରେ ବ୍ୟବସ୍ଥାର କୌଣସି ବିରୋଧ ନାହିଁ।


ସବୁ ବିଷୟର ଅନ୍ତିମ କାଳ ସନ୍ନିକଟ। ତୁମ୍ଭେମାନେ ପ୍ରାର୍ଥନାରେ ନିବିଷ୍ଟ ରହିବା ପାଇଁ ଆତ୍ମସଂଯମୀ ହୋଇ ସଜାଗ ରୁହ।


ସମସ୍ତଙ୍କ ସହିତ ଭଦ୍ର ବ୍ୟବହାର କର। ପ୍ରଭୁଙ୍କ ଆଗମନ ନିକଟବର୍ତ୍ତୀ ହେଲାଣି।


ଯେ ଏ ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଛନ୍ତି, ସେ କହନ୍ତି, “ଏହା ସୁନିଶ୍ଚିତ। ମୁଁ ଶୀଘ୍ର ଆସୁଅଛି।” ତାହା ହିଁ ହେଉ। ପ୍ରଭୁ ଯୀଶୁ, ଆସନ୍ତୁ!


ଏହିପରି ଭାବେ ସେ ତୁମ୍ଭମାନଙ୍କୁ ବଳିଷ୍ଠ କରିବେ। ତାହାହେଲେ, ଆମ ପ୍ରଭୁ ଯୀଶୁ ଯେତେବେଳେ ସ୍ୱର୍ଗଦୂତମାନଙ୍କ ଗହଣରେ ଫେରି ଆସିବେ, ସେତେବେଳେ ତୁମ୍ଭେମାନେ ପିତା ଈଶ୍ୱରଙ୍କ ସମ୍ମୁଖରେ ସିଦ୍ଧ ଓ ପବିତ୍ର ହୋଇପାରିଥିବ।


ଈଶ୍ୱରଙ୍କ ପ୍ରେମ ଏବଂ ଖ୍ରୀଷ୍ଟପ୍ରଦତ୍ତ ସହିଷ୍ଣୁତାକୁ ଅଧିକ ଗଭୀରଭାବେ ଉପଲ୍ବଧି କରିବା ପାଇଁ ପ୍ରଭୁ ତୁମ୍ଭମାନଙ୍କୁ ସାହାଯ୍ୟ କରନ୍ତୁ।


କିନ୍ତୁ ଆମେ ଯଦି ଅଦୃଶ୍ୟ ବିଷୟ ପାଇଁ ଭରସା କରୁ, ତେବେ ଆମକୁ ଧୈର୍ଯ୍ୟ ସହକାରେ ଅପେକ୍ଷା କରିବାକୁ ପଡ଼ିବ।


ପୁଣି କିପରି ଈଶ୍ୱରଙ୍କ କ୍ରୋଧରୁ ଆମକୁ ରକ୍ଷା କରିବା ପାଇଁ, ମୃତ୍ୟୁରୁ ପୁନରୁତ୍ଥିତ ତାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ପୁନରାଗମନକୁ ତୁମ୍ଭେମାନେ ପ୍ରତୀକ୍ଷା କରି ରହିଛ, ଏ ସବୁ ବିଷୟରେ ସେଠାକାର ଲୋକମାନେ କର୍ତ୍ତବାର୍ତ୍ତା କରୁଛନ୍ତି।


ଧୈର୍ଯ୍ୟ ଧରି ଏ ସବୁର ସମ୍ମୁଖୀନ ହୁଅ, ତାହାହେଲେ ତୁମ ଆତ୍ମାର ସୁରକ୍ଷା କରି ପାରିବ।”


ଯୀଶୁ ଉତ୍ତର ଦେଲେ, “ଯଦି ମୁଁ ଇଚ୍ଛା କରେ; ମୋର ପୁନରାଗମନ ପର୍ଯ୍ୟନ୍ତ ସେ ବଞ୍ଚି ରହୁ, ସେଥିରେ ତୁମର କ’ଣ ଅଛି? ତୁମେ ମୋର ଅନୁଗମନ କର।”


ସେ ଯାହାହେଉ, ମୋର ବିଶ୍ୱାସ, ଆମ ପ୍ରଭୁ ଯୀଶୁଙ୍କ ଆଗମନ ବେଳେ ତାଙ୍କ ସମ୍ମୁଖରେ ଅନ୍ୟମାନଙ୍କ ପରି ତୁମ୍ଭେମାନେ ମଧ୍ୟ ଆମର ଆଶା, ଆନନ୍ଦ ଓ ବିଜୟ ଦର୍ପର କାରଣ ହେବ।


ତୁମ ସୁନା ସ ରୂପାରେ କଳଙ୍କ ଲାଗିଲାଣି ଏବଂ କଳଙ୍କ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବ, ପୁଣି ତୁମ୍ଭମାନଙ୍କ ଶରୀରକୁ ଅଗ୍ନିପରି ଗ୍ରାସ କରିବ। ଏହି ଅନ୍ତିମ କାଳରେ ତୁମ୍ଭେମାନେ ଧନ ସମ୍ପଦ ଠୁଳ କରିଛ।


Swiv nou:

Piblisite


Piblisite