ଯୋହନ 1:1 - ପବିତ୍ର ବାଇବଲ (CL) NT (BSI)1 ସକଳ ସୃଷ୍ଟିର ପୂର୍ବେ ବାକ୍ୟ ଥିଲେ। ଈଶ୍ୱରଙ୍କ ସଙ୍ଗରେ ସେ ଅବସ୍ଥାନ କରୁଥିଲେ। ସେ ଓ ଈଶ୍ୱର ଏକ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଆଦ୍ୟରେ ବାକ୍ୟ ଥିଲେ, ବାକ୍ୟ ଈଶ୍ଵରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ଵର ଥିଲେ। Gade chapit laଓଡିଆ ବାଇବେଲ1 ଆଦ୍ୟରେ ବାକ୍ୟ ଥିଲେ, ବାକ୍ୟ ଈଶ୍ୱରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ୱର ଥିଲେ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସୃଷ୍ଟିର ପୂର୍ବରୁ ବାକ୍ୟ ଥିଲେ, ବାକ୍ୟ ଈଶ୍ବରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ବର ଥିଲେ। Gade chapit laପବିତ୍ର ବାଇବଲ1 ଜଗତ ସୃଷ୍ଟିର ପୂର୍ବରୁ ବାକ୍ୟ ଥିଲେ। ସେହି ବାକ୍ୟ ପରମେଶ୍ୱରଙ୍କ ସହିତ ଥିଲେ। ସେହି ବାକ୍ୟ ପରମେଶ୍ୱର ଥିଲେ। Gade chapit la |