ଯୋହନ 1:13 - ପବିତ୍ର ବାଇବଲ (CL) NT (BSI)13 ସ୍ୱାଭାବିକଭାବେ ଅର୍ଥାତ୍ ମାନବୀୟ ପିତାଙ୍କଠାରୁ ଜାତ ହେବା ଦ୍ୱାରା ଏମାନେ ଈଶ୍ୱରଙ୍କ ସନ୍ତାନ ସନ୍ତାନ ହୋଇ ନାହାନ୍ତି। ସ୍ୱୟଂ ଈଶ୍ୱର ଏମାନଙ୍କର ପିତା। Gade chapit laପବିତ୍ର ବାଇବଲ (Re-edited) - (BSI)13 ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ଵରଙ୍କଠାରୁ ଜାତ ହେଲେ। Gade chapit laଓଡିଆ ବାଇବେଲ13 ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ୱରଙ୍କଠାରୁ ଜାତ ହେଲେ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ବରଙ୍କଠାରୁ ଜାତ ହେଲେ। Gade chapit laପବିତ୍ର ବାଇବଲ13 ହଁ, ସେମାନେ ପରମେଶ୍ୱରଙ୍କ ସନ୍ତାନ ହେଲେ। ସେହି ସନ୍ତାନମାନେ ଅନ୍ୟ ଶିଶୁ ପିଲାମାନଙ୍କ ପରି ଶାରୀରିକ ଭାବେ ଜନ୍ମ ହେଲେ ନାହିଁ କିମ୍ବା ପିତା-ମାତାଙ୍କର ଇଚ୍ଛା ଏବଂ ଯୋଜନା ଅନୁସାରେ ଜନ୍ମ ଗ୍ରହଣ କରି ନ ଥିଲେ, କିନ୍ତୁ ପରମେଶ୍ୱରଙ୍କ ନିଜେ ସେମାନଙ୍କୁ ଆପଣା ସନ୍ତାନ କଲେ। Gade chapit la |