Biblia Todo Logo
Bib sou entènèt

- Piblisite -




ଯୋହନ 1:22 - ପବିତ୍ର ବାଇବଲ (CL) NT (BSI)

22 ଯୋହନ ଏକଥା ମଧ୍ୟ ଅସ୍ୱୀକାର କରିଦେଲେ। ଏଥର ସେମାନେ ପୁଣି ପଚାରିଲେ, “ଆପଣ କିଏ କୁହନ୍ତୁ। କାରଣ ଆମେ ଫେରିଯାଇ ଆମକୁ ଯେଉଁମାନେ ପଠାଇଛନ୍ତି, ସେମାନଙ୍କୁ ଏ କଥାର ଉତ୍ତର ଦେବାକୁ ପଡ଼ିବ। ଆପଣ ନିଜର କି ପରିଚୟ ଦେଉଛନ୍ତି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ସେଥିରେ ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କୁ ପଠାଇଥିବା ଲୋକଙ୍କୁ ଯେପରି ଉତ୍ତର ଦେଇ ପାରୁ, ଏଥିସକାଶେ ଆପଣ କିଏ? ଆପଣ ନିଜ ବିଷୟରେ କଅଣ କହୁଅଛନ୍ତି?

Gade chapit la Kopi

ଓଡିଆ ବାଇବେଲ

22 ସେଥିରେ ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କୁ ପଠାଇଥିବା ଲୋକଙ୍କୁ ଯେପରି ଉତ୍ତର ଦେଇପାରୁ, ଏଥିସକାଶେ ଆପଣ କିଏ ? ଆପଣ ନିଜ ବିଷୟରେ କ'ଣ କହୁଅଛନ୍ତି ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସେଥିରେ ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କୁ ପଠାଇଥିବା ଲୋକଙ୍କୁ ଯେପରି ଉତ୍ତର ଦେଇପାରୁ, ଏଥିସକାଶେ ଆପଣ କିଏ? ଆପଣ ନିଜ ବିଷୟରେ କଅଣ କହୁଅଛନ୍ତି?

Gade chapit la Kopi

ପବିତ୍ର ବାଇବଲ

22 ସେଥିରେ ସେମାନେ ତାହାଙ୍କୁ ପଗ୍ଭରିଲେ, “ତେବେ ଆପଣ କିଏ? ଆପଣ ନିଜ ବିଷୟରେ କଅଣ କୁହନ୍ତି, ଆମ୍ଭକୁ ପଠାଇଥିବା ଲୋକମାନଙ୍କୁ କହିବା ପାଇଁ ଆମ୍ଭକୁ ଗୋଟିଏ ଉତ୍ତର ଦିଅନ୍ତୁ। ଆପଣ ନିଜ ବିଷୟରେ କ'ଣ କହୁଛନ୍ତି?”

Gade chapit la Kopi




ଯୋହନ 1:22
3 Referans Kwoze  

ସେମାନେ ପୁଣି ତାଙ୍କୁ ପ୍ରଶ୍ନ କଲେ, “ତେବେ ଆପଣ କିଏ? ଆପଣ କ’ଣ ଏଲୀୟ?” ଯୋହନ ‘ନାହିଁ’ କରିବାରୁ ସେମାନେ ଆଉ ଥରେ ପଚାରିଲେ, “ଆମେ ଯେଉଁ ଭାବବାଦୀଙ୍କୁ ପ୍ରତୀକ୍ଷା କରୁଛୁ, ଆପଣ କ’ଣ ସେହି?”


ଯୋହନ ଭାବବାଦୀ ଯିଶାଇୟଙ୍କ ଉକ୍ତ ଉଦ୍ଧାର କରି କହିଲେ, “ମରୁ ପ୍ରାନ୍ତରରେ ଚିକ୍ରାର କରୁଥିବା ମୁଁ ଗୋଟିଏ କଣ୍ଠ ସ୍ୱର। ମୁଁ କହେ, ‘ପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର’।


Swiv nou:

Piblisite


Piblisite