Biblia Todo Logo
Bib sou entènèt

- Piblisite -




ଯୋହନ 1:25 - ପବିତ୍ର ବାଇବଲ (CL) NT (BSI)

25 “ଆପଣ ଯଦି ମସୀହ ବା ଏଲୀୟ ବା ସେହି ଭାବବାଦୀ ନୁହଁନ୍ତି, ତେବେ କାହିଁକି ଜଳଦୀକ୍ଷା ଦେଉଛନ୍ତି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ସେମାନେ ତାହାଙ୍କୁ ପଚାରିଲେ, ଆପଣ ଯଦି ଖ୍ରୀଷ୍ଟ ବା ଏଲୀୟ ବା ସେହି ଭାବବାଦୀ ନୁହନ୍ତି, ତାହା ହେଲେ କାହିଁକି ବାପ୍ତିସ୍ମ ଦେଉଅଛନ୍ତି?

Gade chapit la Kopi

ଓଡିଆ ବାଇବେଲ

25 ସେମାନେ ତାହାଙ୍କୁ ପଚାରିଲେ, ଆପଣ ଯଦି ଖ୍ରୀଷ୍ଟ ବା ଏଲୀୟ ବା ସେହି ଭାବବାଦୀ ନୁହଁନ୍ତି, ତାହାହେଲେ କାହିଁକି ବାପ୍ତିସ୍ମ ଦେଉଅଛନ୍ତି?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସେମାନେ ତାହାଙ୍କୁ ପଚାରିଲେ, ଆପଣ ଯଦି ଖ୍ରୀଷ୍ଟ ବା ଏଲୀୟ ବା ସେହି ଭାବବାଦୀ ନୁହଁନ୍ତି, ତାହାହେଲେ କାହିଁକି ବାପ୍ତିସ୍ମ ଦେଉଅଛନ୍ତି?

Gade chapit la Kopi

ପବିତ୍ର ବାଇବଲ

25 ଏହି ଲୋକମାନେ ଯୋହନଙ୍କୁ କହିଲେ, “ଆପଣ କହୁଛନ୍ତି ଯେ ଆପଣ ଖ୍ରୀଷ୍ଟ ନୁହଁନ୍ତି। ଆପଣ କହୁଛନ୍ତି ଯେ ଆପଣ ଏଲୀୟ ନୁହଁନ୍ତି କିମ୍ବା ସେହି ଭବିଷ୍ୟ‌‌‌ଦ୍‌‌‌ବକ୍ତା ନୁହଁନ୍ତି, ତେବେ ଆପଣ କାହିଁକି ଲୋକମାନଙ୍କୁ ବାପ୍ତିସ୍ମ ଦେଉଛନ୍ତି?”

Gade chapit la Kopi




ଯୋହନ 1:25
10 Referans Kwoze  

“ଏହି ଲୋକ ନାମରେ କୌଣସି ଶିକ୍ଷା ନ ଦେବା ପାଇଁ ଆମେ କଡ଼ା ଆଦେଶ ଦେଇଥିଲୁ, କିନ୍ତୁ ଦେଖ, ତୁମ୍ଭେମାନେ କ’ଣ କରିଛ! ଯିରୂଶାଲମର ଚାରିଆଡ଼େ ତୁମେ ଏହି ଶିକ୍ଷା ପ୍ରସାର କରିଛ ଓ ତାଙ୍କର ମୃତ୍ୟୁ ପାଇଁ ତୁମ୍ଭେମାନେ ଆମ୍ଭମାନଙ୍କୁ ଦାୟୀ କରିବାକୁ ଚେଷ୍ଟା କରିଛ!”


ଯୀଶୁ ମନ୍ଦିରକୁ ଫେରିଆସି ସେଠାରେ ଶିକ୍ଷା ଦେବାବେଳେ ମୁଖ୍ୟ ପୁରୋହିତ ଓ ଯିହୂଦୀନେତାମାନେ ତାଙ୍କୁ ପଚାରିଲେ, “କେଉଁ ଅଧିକାରରେ ତୁମେ ଏସବୁ କାମ କରୁଛ? ତୁମକୁ ଏ ଅଧିକାର କିଏ ଦେଲା?”


ସେମାନେ ନିଜ ନିଜର ପାପ ସ୍ୱୀକାର କରି ଯୋହନଙ୍କ ଦ୍ୱାରା ଯର୍ଦ୍ଦନ ନଦୀରେ ଦୀକ୍ଷିତ ହେଉଥିଲେ।


ଲୋକେ ପଚାରିଲେ, “ସେ କିଏ?” ଅନ୍ୟମାନେ ଉତ୍ତର ଦେଲେ, “ସେ ହେଉଛନ୍ତି, ଗାଲିଲୀସ୍ଥ ନାଜରିତର ଭାବବାଦୀ ଯୀଶୁ।”


ଫାରୁଶୀମାନଙ୍କ ଦ୍ୱାରା ପ୍ରେରିତ କେତେକ ବ୍ୟକ୍ତି ଯୋହନଙ୍କୁ ପଚାରିଲେ,


Swiv nou:

Piblisite


Piblisite