Biblia Todo Logo
Bib sou entènèt

- Piblisite -




ଯୋହନ 1:41 - ପବିତ୍ର ବାଇବଲ (CL) NT (BSI)

41 ହଠାତ୍ ଆନ୍ଦ୍ରିୟ ତାଙ୍କ ଭାଇ ଶିମୋନଙ୍କ ଦେଖାପାଇ କହିଲେ, “ଆମେ ମସୀହଙ୍କ ଦେଖାପାଇଛୁ।” (‘ମସୀହ’ର ଅର୍ଥ ଖ୍ରୀଷ୍ଟ)

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ସେ ପ୍ରଥମେ ଆପଣା ଭାଇ ଶିମୋନଙ୍କ ଦେଖା ପାଇ ତାହାଙ୍କୁ କହିଲେ, ଆମ୍ଭେମାନେ ମସୀହଙ୍କର (ଅନୁବାଦ କଲେ ଏହି ନାମର ଅର୍ଥ ଖ୍ରୀଷ୍ଟ।।) ଦେଖା ପାଇଅଛୁ।

Gade chapit la Kopi

ଓଡିଆ ବାଇବେଲ

41 ସେ ପ୍ରଥମେ ଆପଣା ଭାଇ ଶିମୋନଙ୍କ ଦେଖା ପାଇ ତାହାଙ୍କୁ କହିଲେ, ଆମ୍ଭେମାନେ ମସୀହଙ୍କର (ଅନୁବାଦ କଲେ ଏହି ନାମର ଅର୍ଥ ଖ୍ରୀଷ୍ଟ) ଦେଖା ପାଇଅଛୁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ସେ ପ୍ରଥମେ ଆପଣା ଭାଇ ଶିମୋନଙ୍କ ଦେଖା ପାଇ ତାହାଙ୍କୁ କହିଲେ, ଆମ୍ଭେମାନେ ମସୀହଙ୍କର (ଅର୍ଥାତ୍‍ ଖ୍ରୀଷ୍ଟଙ୍କୁ) ଦେଖା ପାଇଅଛୁ।

Gade chapit la Kopi

ପବିତ୍ର ବାଇବଲ

41 ଆନ୍ଦ୍ରିୟ ପ୍ରଥମେ ତାହାଙ୍କ ଭାଇ ଶିମୋନଙ୍କ ପାଖକୁ ଗଲେ। ସେ ଶିମୋନଙ୍କୁ କହିଲେ, “ଆମ୍ଭେ ମଶୀହଙ୍କୁ ଭେଟିଛୁ।” (“ମଶୀହ” ଅର୍ଥାତ୍ “ଖ୍ରୀଷ୍ଟ।”)

Gade chapit la Kopi




ଯୋହନ 1:41
21 Referans Kwoze  

ସ୍ତ୍ରୀ ଲୋକଟି କହିଲା, “ମୁଁ ଜାଣେ, ମସୀହ ଆସିବେ। ସେତେବେଳେ ସେ ଆମକୁ ସବୁ ବିଷୟ ବୁଝାଇ ଦେବେ।”


ଫିଲିପ୍ ନିଥ୍ନିୟେଲଙ୍କୁ ଭେଟି କହିଲେଏ “ଯାହାଙ୍କ ବିଷୟରେ ମୋଶା ତାଙ୍କ ବ୍ୟବସ୍ଥା ପୁସ୍ତକରେ ଉଲ୍ଲେଖ କରିଛନ୍ତି ଓ ଭାବବାଦୀମାନେ ଲେଖି ଯାଇଛନ୍ତି, ଆମେ ତାଙ୍କର ପରିଚୟ ପାଇଛୁ। ସେ ହେଉଛନ୍ତି ନାଜରିତ ଗ୍ରାମର ଯୋଷେଫଙ୍କ ପୁତ୍ର ଯୀଶୁ।”


ତୁମ୍ଭେମାନେ ନାଜରିତର ଯୀଶୁଙ୍କ ବିଷୟରେ ଓ ଈଶ୍ୱର କିପରି ତାଙ୍କ ଉପରେ ପବିତ୍ର ଆତ୍ମା ଓ ଶକ୍ତି ଢାଳି ଦେଇଥିଲେ, ତାହା ଜାଣ। ସେ ସବୁଆଡ଼େ ଯାଇ ମହତ୍ କାର୍ଯ୍ୟ ସାଧନ କଲେ। ଶୟତାନର କବଳରେ ଥିବା ଲୋକଙ୍କୁ ସୁସ୍ଥ କଲେ, କାରଣ ଈଶ୍ୱର ତାଙ୍କ ସହିତ ଥିଲେ।


ଶିଶୁ ଯୀଶୁ ମନ୍ଦିରରେ ଉତ୍ସର୍ଗୀକୃତ ହେବାବେଳେ ହାନ୍ନା ସେଠାରେ ପହଞ୍ôଚ ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ ଏବଂ ଈଶ୍ୱର ଯିରୂଶାଲମକୁ ଉଦ୍ଧାର କରିବେ ବୋଲି ଯେଉଁମାନେ ବିଶ୍ୱାସ କରି ଅପେକ୍ଷା କରୁଥିଲେ, ସେ ସମସ୍ତଙ୍କୁ ଶିଶୁଙ୍କ ବିଷୟରେ କହିଲେ।


ସ୍ୱର୍ଗଦୂତମାନେ ସେହି ଶିଶୁ ସମ୍ବନ୍ଧରେ ଯାହା କହିଥିଲେ, ମେଷପାଳକମାନେ ତାହା ସବୁ ସେମାନଙ୍କୁ ଜଣାଇଲେ।


କାରଣ ଏହି ନଗରୀରେ ହେରୋଦ ଓ ପନ୍ତୀୟ ପୀଲାତ ଅଣଇହୁଦୀ ଓ ଇଶ୍ରାୟେଲ ଲୋକମାନଙ୍କ ସହିତ ମିଶି ତୁମ ଦ୍ୱାରା ନିଯୁକ୍ତ ମସୀହ, ତୁମ ପବିତ୍ର ଦାସଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର କଲେ।


ଯାହା ଆମେ ବାସ୍ତବରେ ଦେଖଛୁ ଓ ଶୁଣିଛୁ, କେବଳ ସେହି କଥା ତୁମ୍ଭମାନଙ୍କ ନିକଟରେ ଘୋଷଣା କରି କହୁଛୁ। ଏହି ଶୁଣି ପିତା ଈଶ୍ୱର ସ ତାଙ୍କ ପୁତ୍ର ଯୀଶୁ ଖ୍ର୍ରୀଷ୍ଟଙ୍କ ସହିତ ଆମର ଯେଉଁ ସାହାଚର୍ଯ୍ୟ ଅଛି, ସେଥିରେ ତୁମ୍ଭେମାନେ ଭାଗୀ ହେବ


ସେହି ଭବିଷ୍ୟବାଣୀ ହେଉଛି, “ଜଣେ କୁମାରୀ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ। ସେହି ପୁତ୍ର ‘ଇମ୍ମାନୁୟେଲ’ ନାମରେ ଅଭିହିତ ହେବେ। ଇମ୍ମାନୁୟେଲ ଅର୍ଥ ଈଶ୍ୱର ଆମ୍ଭମାନଙ୍କର ସହିତ ଅଛନ୍ତି”।


Swiv nou:

Piblisite


Piblisite