Biblia Todo Logo
Bib sou entènèt

- Piblisite -




ଯୋହନ 1:8 - ପବିତ୍ର ବାଇବଲ (CL) NT (BSI)

8 ଯୋହନ ନିଜେ ସେହି ଜ୍ୟୋତି ନ ଥିଲେ, କିନ୍ତୁ ଜ୍ୟୋତି ବିଷୟରେ ସାକ୍ଷ୍ୟ ଦେବାକୁ ଆସିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେ ନିଜେ ସେହି ଜ୍ୟୋତିଃ ନ ଥିଲେ, କିନ୍ତୁ ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ।

Gade chapit la Kopi

ଓଡିଆ ବାଇବେଲ

8 ସେ ନିଜେ ସେହି ଜ୍ୟୋତିଃ ନ ଥିଲେ, କିନ୍ତୁ ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେ ନିଜେ ସେହି ଜ୍ୟୋତିଃ ନ ଥିଲେ, କିନ୍ତୁ ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ।

Gade chapit la Kopi

ପବିତ୍ର ବାଇବଲ

8 ଯୋହନ ନିଜେ ଆଲୋକ ନ ଥିଲେ। କିନ୍ତୁ ସେ ଲୋକମାନଙ୍କୁ ଆଲୋକ ବିଷୟରେ ସାକ୍ଷୀ ହୋଇ କହିବା ପାଇଁ ଆସିଥିଲେ।

Gade chapit la Kopi




ଯୋହନ 1:8
4 Referans Kwoze  

ଏ କଥାର ଉତ୍ତର ଦେବାକୁ ଦ୍ୱିଧା ନ କରି ଯୋହନ ସ୍ପଷ୍ଟ ଭାବରେ ଜଣାଇଦେଲେ, “ମୁଁ ମସୀହ ନୁହେଁ।”


ମୁଁ କହିଥିଲି, ‘ମୁଁ ମସୀହ ନୁହେଁ। ମୁଁ କେବଳ ତାଙ୍କର ଅଗ୍ରଦୂତ ସ୍ୱରୂପେ ପ୍ରେରିତ ହୋଇଛି।’


ପାଉଲ କହିଲେ, “ଯେଉଁମାନେ ପାପରୁ ବିମୁଖ ହୋଇଥିଲେ, ଯୋହନଙ୍କ ଜଳଦୀକ୍ଷା ସେମାନଙ୍କ ପ୍ରତି ଉଦ୍ଦିଷ୍ଟ ଥିଲା। କିନ୍ତୁ ତାଙ୍କ ପରେ ଯେ ଆସିବାର ଥିଲା, ଅର୍ଥାତ୍, ଯୀଶୁଙ୍କଠାରେ ବିଶ୍ୱାସ କରିବା ପାଇଁ ଯୋହନ ଇଶ୍ରାଏଲର ଲୋକମାନଙ୍କୁ କହିଥିଲେ।”


ଯେଉଁ ଜ୍ୟୋତି ଜଗତକୁ ଆସି ସମଗ୍ର ମାନବ ଜାତିକୁ ଆଲୋକିତ କରେ- ତାହା ହିଁ ପ୍ରକୃତ ଜ୍ୟୋତି।


Swiv nou:

Piblisite


Piblisite