ଯୋହନ 10:1 - ପବିତ୍ର ବାଇବଲ (CL) NT (BSI)1 ଯୀଶୁ କହିଲେ: “ମୁଁ ସତ୍ୟ କହୁଛି, ଯେଉଁ ଲୋକ ଦ୍ୱାର ଦେଇ ମେଣ୍ଢାଶାଳରେ ପ୍ରବେଶ ନ କରି ଅନ୍ୟ ପଟୁ ବାଡ଼ ଡେଇଁ ପଶେ, ସେ ଚୋର ବା ଡକାଇତ। Gade chapit laପବିତ୍ର ବାଇବଲ (Re-edited) - (BSI)1 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ଦ୍ଵାର ଦେଇ ମେଷଶାଳାରେ ପ୍ରବେଶ ନ କରେ, ମାତ୍ର ଅନ୍ୟ କୌଣସି ସ୍ଥାନରେ ଚଢ଼ି ପ୍ରବେଶ କରେ, ସେ ଚୋର ଓ ଡକାଇତ; Gade chapit laଓଡିଆ ବାଇବେଲ1 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ଦ୍ୱାର ଦେଇ ମେଷଶାଳାରେ ପ୍ରବେଶ ନ କରେ, ମାତ୍ର ଅନ୍ୟ କୌଣସି ସ୍ଥାନରେ ଚଢ଼ି ପ୍ରବେଶ କରେ, ସେ ଚୋର ଓ ଡକାଇତ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ଦ୍ୱାର ଦେଇ ମେଷଶାଳାରେ ପ୍ରବେଶ ନ କରେ, ମାତ୍ର ଅନ୍ୟ କୌଣସି ସ୍ଥାନରେ ଚଢ଼ି ପ୍ରବେଶ କରେ, ସେ ଚୋର ଓ ଡକାଇତ; Gade chapit laପବିତ୍ର ବାଇବଲ1 ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଯଦି କୌଣସି ଲୋକ ମେଷଶାଳରେ ପ୍ରବେଶ କରେ, ତେବେ ସେ ଦ୍ୱାର ବାଟେ ଯିବା ଉଚିତ୍। ଯଦି ସେ ଅନ୍ୟ ବାଟ ଚଢ଼ି ଭିତରକୁ ଯାଏ, ତେବେ ସେ ଗ୍ଭେର। ସେ ନିଶ୍ଚୟ ମେଷ ଗ୍ଭେରି କରିବା ପାଇଁ ଚେଷ୍ଟା କରୁଛି। Gade chapit la |