Biblia Todo Logo
Bib sou entènèt

- Piblisite -




ଯୋହନ 11:1 - ପବିତ୍ର ବାଇବଲ (CL) NT (BSI)

1 ବେଥନିଆ ନିବାସୀ ଲାଜାର ଅସୁସ୍ଥ ଥିଲେ। ତାଙ୍କର ଦୁଇ ଭଉଣୀ ମରିୟମ ଓ ମାର୍ଥା ସେହି ଗ୍ରାମରେ ରହୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ବେଥନୀୟା ନିବାସୀ ଲାଜାର ନାମକ ଜଣେ ଲୋକ ପୀଡ଼ିତ ଥିଲେ; ମରୀୟମ ଓ ତାଙ୍କ ଭଉଣୀ ମାର୍ଥା ସେହି ଗ୍ରାମର ଲୋକ।

Gade chapit la Kopi

ଓଡିଆ ବାଇବେଲ

1 ବେଥନୀୟା ନିବାସୀ ଲାଜାର ନାମକ ଜଣେ ଲୋକ ପୀଡ଼ିତ ଥିଲେ; ମରିୟମ ଓ ତାଙ୍କ ଭଉଣୀ ମାର୍ଥା ସେହି ଗ୍ରାମର ଲୋକ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ବେଥନୀୟା ନିବାସୀ ଲାଜାର ନାମକ ଜଣେ ଲୋକ ପୀଡ଼ିତ ଥିଲେ; ମରୀୟମ ଓ ତାହାଙ୍କ ଭଉଣୀ ମାର୍ଥା ସେହି ଗ୍ରାମର ଲୋକ।

Gade chapit la Kopi

ପବିତ୍ର ବାଇବଲ

1 ଲାଜାର ନାମରେ ଜଣେ ବ୍ୟକ୍ତି ଅସୁସ୍ଥ ଥିଲେ। ସେ ବେଥନୀୟା ନଗରରେ ରହୁଥିଲେ। ସେଠାରେ ମରିୟମ ଓ ତାହାଙ୍କ ଭଉଣୀ ମାର୍ଥା ବାସ ମଧ୍ୟ କରୁଥିଲେ।

Gade chapit la Kopi




ଯୋହନ 11:1
15 Referans Kwoze  

ଯୀଶୁ ମୃତ ଲାଜାରକୁ କବର ଭିତରୁ ଡାକି ପୁନର୍ଜୀବିତ କରିବା ସମୟରେ ଯେଉଁମାନେ ତାଙ୍କ ସଙ୍ଗରେ ଥିଲେ, ସେମାନେ ଏହିସବୁ କଥା ଚାରିଆଡ଼େ ପ୍ରଚାର କରିଥିଲେ।


ଯୀଶୁ ବେଥନିଆରେ ଅଛନ୍ତି ଶୁଣି ଅନେକ ଲୋକ ସେଠାକୁ ଗଲେ- କେବଳ ତାଙ୍କୁ ଦେଖିବାକୁ ନୁହେଁ; ଯୀଶୁ ମୃତ୍ୟୁରୁ ବଞ୍ଚାଇ ଥିବା ଲାଜାରକୁ ଦେଖିବା ପାଇଁ।


ଏ କଥା ଶେଷ କରି ଯୀଶୁ କହିଲେ, “ଆମ୍ଭମାନଙ୍କର ବନ୍ଧୁ ଲାଜାର ଏବେ ନିଦ୍ରିତ। ମୁଁ ଯାଇ ତାଙ୍କୁ ଉଠାଇବି।”


ଏହା କହି ଯୀଶୁ ସେମାନଙ୍କୁ ଛାଡ଼ି ଯିରୂଶାଲମରୁ ବେଥନିକୁ ଗଲେ। ସେଠାରେ ସେ ରାତିଟା ବିତାଇ ଦେଲେ।


ସେହି ସମୟରେ ଅସୁସ୍ଥ ହୋଇ ସେ ପ୍ରାଣତ୍ୟାଗ କଲେ। ବନ୍ଧୁମାନେ ତାଙ୍କ ଶରୀରକୁ ସ୍ନାନ କରାଇ ଉପର ମହଲାରେ ଶୁଆଇ ଦେଲେ।


ଏମାନଙ୍କର ଭାଇ ଲାଜାର ଅସୁସ୍ଥ ହୋଇ ପଡ଼ିବାରୁ ସେମାନେ ଯୀଶୁଙ୍କ ନିକଟକୁ ଖବର ପଠାଇଲେ: “ପ୍ରଭୁ, ଆପଣଙ୍କ ପ୍ରିୟ ବନ୍ଧୁ ପୀଡ଼ିତ ଅଛି।”


ସେମାନେ ଯିରୂଶାଲମର ନିକଟବର୍ତ୍ତୀ ହୋଇ ବେଥ୍ଫାଗୀ ଓ ବେଥାନୀ ଗ୍ରାମର ଉପକଣ୍ଠରେ ଥିବା ଜୀତପର୍ବତ ପାଖରେ ପହଞ୍ôଚଲେ। ଯୀଶୁ ତାଙ୍କର


ଥେନିଆରୁ ଯିରୂଶାଲମର ଦୂରତା ତିନି କିଲୋମିଟରରୁ କମ୍


ଏବଂ ଯିହୁଦା ପ୍ରଦେଶର ଅନେକ ଲୋକ ମାର୍ଥା ଓ ମରିୟମଙ୍କୁ ସେମାନଙ୍କ ଭାଇର ମୃତ୍ୟୁରେ ସାନ୍ତ୍ୱନା ଦେବାକୁ ଆସିଥିଲେ।


Swiv nou:

Piblisite


Piblisite