ଯୋହନ 11:12 - ପବିତ୍ର ବାଇବଲ (CL) NT (BSI)12 ଶିଷ୍ୟମାନେ କହିଲେ: “ପ୍ରଭୁ! ସେ ଯଦି ଶୋଇଛନ୍ତି, ତେବେ ନିଶ୍ଚୟ ସୁସ୍ଥ ହୋଇ ଉଠିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)12 ସେଥିରେ ଶିଷ୍ୟମାନେ ତାହାଙ୍କୁ କହିଲେ, ଯଦି ସେ ନିଦ୍ରା ଯାଇଅଛନ୍ତି, ତାହାହେଲେ ସେ ସୁସ୍ଥ ହେବେ। Gade chapit laଓଡିଆ ବାଇବେଲ12 ସେଥିରେ ଶିଷ୍ୟମାନେ ତାହାଙ୍କୁ କହିଲେ, ପ୍ରଭୁ, ଯଦି ସେ ନିଦ୍ରା ଯାଇଅଛନ୍ତି, ତାହାହେଲେ ସେ ସୁସ୍ଥ ହେବେ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେଥିରେ ଶିଷ୍ୟମାନେ ତାହାଙ୍କୁ କହିଲେ, ପ୍ରଭୁ, ଯଦି ସେ ନିଦ୍ରା ଯାଇଅଛନ୍ତି, ତାହାହେଲେ ସେ ସୁସ୍ଥ ହେବେ। Gade chapit laପବିତ୍ର ବାଇବଲ12 ଶିଷ୍ୟମାନେ ଉତ୍ତର ଦେଲେ, “କିନ୍ତୁ ପ୍ରଭୁ, ଯଦି ସେ ଶୋଇଛନ୍ତି, ତେବେ ସେ ସୁସ୍ଥ ହୋଇଯିବେ।” Gade chapit la |