Biblia Todo Logo
Bib sou entènèt

- Piblisite -




ଯୋହନ 11:18 - ପବିତ୍ର ବାଇବଲ (CL) NT (BSI)

18 ଥେନିଆରୁ ଯିରୂଶାଲମର ଦୂରତା ତିନି କିଲୋମିଟରରୁ କମ୍

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ବେଥନୀୟା ଯିରୂଶାଲମ ନିକଟରେ ଥିଲା, ପ୍ରାୟ ଏକ କ୍ରୋଶ ଦୂର;

Gade chapit la Kopi

ଓଡିଆ ବାଇବେଲ

18 ବେଥନୀୟା ଯିରୂଶାଲମ ନିକଟରେ ଥିଲା, ପ୍ରାୟ ଏକ କ୍ରୋଶ ଦୂର;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ବେଥନୀୟା ଯିରୂଶାଲମ ସହରରୁ ପ୍ରାୟ ଏକ କ୍ରୋଶ ଦୂରରେ ଥିଲା,

Gade chapit la Kopi

ପବିତ୍ର ବାଇବଲ

18 ବେଥନୀୟା ଯିରୁଶାଲମଠାରୁ ପ୍ରାୟ ତିନି କିଲୋମିଟର ଦୂର।

Gade chapit la Kopi




ଯୋହନ 11:18
6 Referans Kwoze  

ନଗର ବାହାରେ ଥିବା ସେହି କୁଣ୍ଡରେ ଦ୍ରାକ୍ଷାଗୁଡ଼ିକ ପେଷାଗଲା ଏବଂ ସେଥିରୁ ତିନି ଶହ କିଲୋମିଟର ଦୀର୍ଘ ଓ ପ୍ରାୟ ଦୁଇ ମିଟର ଉଚ୍ଚର ରକ୍ତର ବନ୍ୟା ଛୁଟିଲା।


ନଗରୀଟି ବର୍ଗକ୍ଷେତ୍ରାକାର ଥିଲା; ତାହାର ଦୈର୍ଘ୍ୟ ଓ ପ୍ରସ୍ଥ ସମାନ ଥିଲା। ଦୂତ ତାଙ୍କ ମାପମାଠିରେ ନଗରୀ ମାପ କଲେ। ତା’ର ଦୈର୍ଘ୍ୟ ଥିଲା ୨୪୦୦ କିଲୋମିଟର ଏବଂ ପ୍ରସ୍ଥ ଓ ଉଚ୍ଚତା ଦୈର୍ଘ୍ୟ ସଙ୍ଗେ ସମାନ ଥିଲା।


ବେଥନିଆ ନିବାସୀ ଲାଜାର ଅସୁସ୍ଥ ଥିଲେ। ତାଙ୍କର ଦୁଇ ଭଉଣୀ ମରିୟମ ଓ ମାର୍ଥା ସେହି ଗ୍ରାମରେ ରହୁଥିଲେ।


ସେହି ଦିନ ଯୀଶୁଙ୍କର ଦୁଇ ଜଣ ଶିଷ୍ୟ ଯିରୂଶାଲମଠାରୁ ପ୍ରାୟ ଏଗାର କିଲୋମିଟର୍ ଦୂରରେ ଥିବାର ଇମ୍ମାୟୁ ନାମକ ଗ୍ରାମକୁ ଯାଉଥିଲେ


ଏହା କହି ଯୀଶୁ ସେମାନଙ୍କୁ ଛାଡ଼ି ଯିରୂଶାଲମରୁ ବେଥନିକୁ ଗଲେ। ସେଠାରେ ସେ ରାତିଟା ବିତାଇ ଦେଲେ।


Swiv nou:

Piblisite


Piblisite