Biblia Todo Logo
Bib sou entènèt

- Piblisite -




ଯୋହନ 11:5 - ପବିତ୍ର ବାଇବଲ (CL) NT (BSI)

5 ଯୀଶୁ ମାର୍ଥା, ମରିୟମ ଓ ଲାଜାରଙ୍କୁ ସ୍ନେହ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଯୀଶୁ ମାର୍ଥା, ତାଙ୍କ ଭଉଣୀ ଓ ଲାଜାରଙ୍କୁ ସ୍ନେହ କରୁଥିଲେ।

Gade chapit la Kopi

ଓଡିଆ ବାଇବେଲ

5 ଯୀଶୁ ମାର୍ଥା, ତାଙ୍କ ଭଉଣୀ ଓ ଲାଜାରଙ୍କୁ ସ୍ନେହ କରୁଥିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଯୀଶୁ, ମାର୍ଥା ଏବଂ ତାହାଙ୍କ ଭଉଣୀ ଏବଂ ଲାଜାରଙ୍କୁ ସ୍ନେହ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ

5 ଯୀଶୁ ମାର୍ଥା, ତା'ର ଭଉଣୀ ମରିୟମ ଓ ଲାଜାରଙ୍କୁ ବହୁତ ଭଲ ପାଉଥିଲେ।

Gade chapit la Kopi




ଯୋହନ 11:5
11 Referans Kwoze  

ମୁଁ ସେମାନଙ୍କୁ ତୁମର ପରିଚୟ ଦେଇଛି ଏବଂ ସବୁବେଳେ ଦେଉଥିବି; ତାହାଦ୍ୱାରା ମୋ’ ପାଇଁ ତୁମର ପ୍ରେମ ସେମାନେ ଅନୁଭବ କରିବେ ଏବଂ ମୋତେ ସେମାନଙ୍କ ଅନ୍ତରରେ ରଖିବେ।”


କାରଣ ଈଶ୍ୱର ନିଜେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି। ସେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, କାରଣ ତୁମ୍ଭେମାନେ ମୋତେ ପ୍ରେମ କରୁଛ ଏବଂ ମୁଁ ଈଶ୍ୱରଙ୍କ ନିକଟରୁ ଆଗତ ବୋଲି ବିଶ୍ୱାସ କରୁଛ।


ଲୋକେ କୁହାକୁହି ହେଲେ, “ଆହା, ସେ ତାକୁ କେତେ ଭଲ ପାଉଥିଲେ।”


ଶିଷ୍ୟମାନେ କହିଲେ: “ଗୁରୁ! ଅଳ୍ପ କେତେଦିନ ଆଗରୁ ସେଠାରେ ଲୋକମାନେ ଆପଣଙ୍କୁ ପଥର ପକାଇ ମାରି ଦେବାକୁ ବସିଥିଲେ; ସେଠାକୁ ପୁଣି ଫେରି ଯିବାକୁ ଚାହୁଁଛନ୍ତି?”


ଯୀଶୁ ତାଙ୍କର ଶିଷ୍ୟମାନଙ୍କ ସହିତ ବାଟରେ ଯିବାବେଳେ ଗୋଟିଏ ଗାଁକୁ ଗଲେ। ସେଠାରେ ମାର୍ଥା ନାମରେ ଜଣେ ମହିଳା ତାଙ୍କୁ ନିଜ ଗୃହକୁ ପାଛୋଟି ନେଲେ।


ମାର୍ଥାଙ୍କୁ ଯେଉଁ ସବୁ କାମ କରିବାକୁ ପଡ଼ିଲା, ସେଥିରେ ସେ ବ୍ୟତିବ୍ୟସ୍ତ ହୋଇ ଆସି କହିଲେ, “ପ୍ରଭୁ, ମୋର ଭଉଣୀ ସବୁ କାମ କରିବାକୁ ମୋତେ ଛାଡ଼ି ଦେଇଛି, ଏଥିପାଇଁ କ’ଣ ଆପଣଙ୍କର ଚିନ୍ତା ନାହିଁ? ମୋତେ ଆସି ସାହାଯ୍ୟ କରିବାକୁ ତାକୁ କୁହନ୍ତୁ।”


ପ୍ରଭୁ ତାକୁ କହିଲେ, “ମାର୍ଥା, ମାର୍ଥା, ତୁମେ ଅନେକ ବିଷୟରେ ଚିନ୍ତିତ ଓ ବ୍ୟସ୍ତ,


ବେଥନିଆ ନିବାସୀ ଲାଜାର ଅସୁସ୍ଥ ଥିଲେ। ତାଙ୍କର ଦୁଇ ଭଉଣୀ ମରିୟମ ଓ ମାର୍ଥା ସେହି ଗ୍ରାମରେ ରହୁଥିଲେ।


ଏମାନଙ୍କର ଭାଇ ଲାଜାର ଅସୁସ୍ଥ ହୋଇ ପଡ଼ିବାରୁ ସେମାନେ ଯୀଶୁଙ୍କ ନିକଟକୁ ଖବର ପଠାଇଲେ: “ପ୍ରଭୁ, ଆପଣଙ୍କ ପ୍ରିୟ ବନ୍ଧୁ ପୀଡ଼ିତ ଅଛି।”


କିନ୍ତୁ ଲାଜାରଙ୍କ ଅସୁସ୍ଥତାର ଖବର ପାଇ ସୁଦ୍ଧା ଯୀଶୁ ଯେଉଁଠାରେ ଥିଲେ, ସେଠାରେ ଆଉ ଦୁଇ ଦିନ ରହିଗଲେ।


Swiv nou:

Piblisite


Piblisite