ଯୋହନ 11:6 - ପବିତ୍ର ବାଇବଲ (CL) NT (BSI)6 କିନ୍ତୁ ଲାଜାରଙ୍କ ଅସୁସ୍ଥତାର ଖବର ପାଇ ସୁଦ୍ଧା ଯୀଶୁ ଯେଉଁଠାରେ ଥିଲେ, ସେଠାରେ ଆଉ ଦୁଇ ଦିନ ରହିଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଅତଏବ, ସେ ପୀଡ଼ିତ ଅଛନ୍ତି ବୋଲି ଯେତେବେଳେ ସେ ଶୁଣିଲେ, ସେତେବେଳେ ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନରେ ଦୁଇ ଦିନ ରହିଗଲେ। Gade chapit laଓଡିଆ ବାଇବେଲ6 ଅତଏବ, ସେ ପୀଡ଼ିତ ଅଛନ୍ତି ବୋଲି ଯେତେବେଳେ ସେ ଶୁଣିଲେ, ସେତେବେଳେ ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନରେ ଦୁଇ ଦିନ ରହିଗଲେ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଅତଏବ, ସେ ପୀଡ଼ିତ ଅଛନ୍ତି ବୋଲି ଯେତେବେଳେ ସେ ଶୁଣିଲେ, ସେତେବେଳେ ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନରେ ଦୁଇ ଦିନ ରହିଗଲେ। Gade chapit laପବିତ୍ର ବାଇବଲ6 ସେ ଲାଜାରଙ୍କ ଅସୁସ୍ଥତାର ଖବର ପାଇ ସେ ଯେଉଁଠି ଥିଲେ ସେଠାରେ ଆହୁରି ଦୁଇ ଦିନ ରହିଗଲେ। Gade chapit la |