Biblia Todo Logo
Bib sou entènèt

- Piblisite -




ଯୋହନ 11:7 - ପବିତ୍ର ବାଇବଲ (CL) NT (BSI)

7 ତା’ପରେ ସେ ଶିଷ୍ୟମାନଙ୍କୁ କହିଲେ: “ଚାଲ, ଆମେ ଯିହୁଦା ପ୍ରଦେଶକୁ ଫେରିଯିବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତତ୍ପରେ ସେ ଶିଷ୍ୟମାନଙ୍କୁ କହିଲେ, ଚାଲ, ଆମ୍ଭେମାନେ ପୁନର୍ବାର ଯିହୁଦା ପ୍ରଦେଶକୁ ଯିବା।

Gade chapit la Kopi

ଓଡିଆ ବାଇବେଲ

7 ତତ୍ପରେ ସେ ଶିଷ୍ୟମାନଙ୍କୁ କହିଲେ, ଚାଲ, ଆମ୍ଭେମାନେ ପୁନର୍ବାର ଯିହୂଦା ପ୍ରଦେଶକୁ ଯିବା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତତ୍ପରେ ସେ ଶିଷ୍ୟମାନଙ୍କୁ କହିଲେ, “ଚାଲ, ଆମ୍ଭେମାନେ ପୁନର୍ବାର ଯିହୂଦିୟା ପ୍ରଦେଶକୁ ଯିବା।”

Gade chapit la Kopi

ପବିତ୍ର ବାଇବଲ

7 ତା'ପରେ ଯୀଶୁ ତାହାଙ୍କର ଶିଷ୍ୟମାନଙ୍କୁ କହିଲେ, “ଗ୍ଭଲ, ଆମ୍ଭେ ଯିହୂଦା ପ୍ରଦେଶକୁ ଫେରିଯିବା।”

Gade chapit la Kopi




ଯୋହନ 11:7
6 Referans Kwoze  

କିଛିଦିନ ପରେ ପାଉଲ ବର୍ଣ୍ଣବାଙ୍କୁ କହିଲେ, “ଚାଲ, ଆମେ ଫେରିଯିବା, ପ୍ରତି ସହରରେ ଯେଉଁ ଭାଇମାନଙ୍କୁ ପ୍ରଭୁଙ୍କ ବାକ୍ୟ ଶୁଣାଇଥିଲୁ, ସେମାନଙ୍କୁ ଭେଟିବା ଓ ସେମାନେ କିପରି ଅଛନ୍ତି, ବୁଝିବା।


ଯୀଶୁଙ୍କ ସ୍ୱର୍ଗାରୋହଣ ସମୟ ନିକଟବର୍ତ୍ତୀ ହେବାରୁ ସେ ଯିରୂଶାଲମ ଅଭିମୁଖେ ଯାତ୍ରା କରିବା ପାଇଁ ମନସ୍ଥ କଲେ।


ହେରୋଦଙ୍କ ରାଜତ୍ୱ ସମୟରେ ଇହୁଦା ପ୍ରଦେଶର ବେଥ୍ଲେହିମ ସହରରେ ଯୀଶୁ ଜନ୍ମ ଗ୍ରହଣ କଲେ। ଏହାର ଅଳ୍ପ ସମୟ ପରେ ପୂର୍ବ ଦେଶରେ କେତେଜଣ ଜ୍ୟୋତିର୍ବିଦ ଯିରୂଶାଲମକୁ ଆସି ପଚାରିଲେ,


କିନ୍ତୁ ଲାଜାରଙ୍କ ଅସୁସ୍ଥତାର ଖବର ପାଇ ସୁଦ୍ଧା ଯୀଶୁ ଯେଉଁଠାରେ ଥିଲେ, ସେଠାରେ ଆଉ ଦୁଇ ଦିନ ରହିଗଲେ।


Swiv nou:

Piblisite


Piblisite