ଯୋହନ 11:8 - ପବିତ୍ର ବାଇବଲ (CL) NT (BSI)8 ଶିଷ୍ୟମାନେ କହିଲେ: “ଗୁରୁ! ଅଳ୍ପ କେତେଦିନ ଆଗରୁ ସେଠାରେ ଲୋକମାନେ ଆପଣଙ୍କୁ ପଥର ପକାଇ ମାରି ଦେବାକୁ ବସିଥିଲେ; ସେଠାକୁ ପୁଣି ଫେରି ଯିବାକୁ ଚାହୁଁଛନ୍ତି?” Gade chapit laପବିତ୍ର ବାଇବଲ (Re-edited) - (BSI)8 ଶିଷ୍ୟମାନେ ତାହାଙ୍କୁ କହିଲେ, ହେ ଗୁରୁ, ଯିହୁଦୀମାନେ ଏବେ ଆପଣଙ୍କୁ ପଥର ଫୋପାଡ଼ିବାକୁ ଚେଷ୍ଟା କରୁଥିଲେ, ପୁଣି ଆପଣ ଆଉ ଥରେ ସେଠାକୁ ଯାଉଅଛନ୍ତି? Gade chapit laଓଡିଆ ବାଇବେଲ8 ଶିଷ୍ୟମାନେ ତାହାଙ୍କୁ କହିଲେ, ହେ ଗୁରୁ, ଯିହୂଦୀମାନେ ଏବେ ଆପଣଙ୍କୁ ପଥର ଫୋପାଡ଼ିବାକୁ ଚେଷ୍ଟା କରୁଥିଲେ, ପୁଣି, ଆପଣ ଆଉ ଥରେ ସେଠାକୁ ଯାଉଅଛନ୍ତି ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଶିଷ୍ୟମାନେ ତାହାଙ୍କୁ କହିଲେ, ହେ ଗୁରୁ, ଯିହୁଦୀ ଲୋକମାନେ ଏବେ ଆପଣଙ୍କୁ ପଥର ଫୋପାଡ଼ିବାକୁ ଚେଷ୍ଟା କରୁଥିଲେ, ପୁଣି, ଆପଣ ଆଉ ଥରେ ସେଠାକୁ ଯାଉଅଛନ୍ତି? Gade chapit laପବିତ୍ର ବାଇବଲ8 ଶିଷ୍ୟମାନେ କହିଲେ, “ଗୁରୁ, ଯିହୂଦାରେ ତ’ ଆପଣଙ୍କୁ ଯିହୂଦୀ ନେତାମାନେ ପଥରରେ ମାରିବାକୁ ଚେଷ୍ଟା କରୁଥିଲେ। ଏହା ଅଳ୍ପଦିନ ପୂର୍ବେ ହୋଇଥିଲା। ଆପଣ ପୁଣି ସେଠାକୁ ଫେରିଯିବାକୁ ଗ୍ଭହାନ୍ତି?” Gade chapit la |