Biblia Todo Logo
Bib sou entènèt

- Piblisite -




ଯୋହନ 12:2 - ପବିତ୍ର ବାଇବଲ (CL) NT (BSI)

2 ସେଠାରେ ଯୀଶୁଙ୍କ ପାଇଁ ଗୋଟିଏ ଭୋଜିର ଆୟୋଜନ କରାଯାଇଥିଲା। ଭୋଜିରେ ମାର୍ଥା ଆତିଥ୍ୟର ଭାର ନେଇଥିଲେ ଓ ଲାଜାର ଯୀଶୁଙ୍କ ସହିତ ଭୋଜିରେ ବସିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତେଣୁ ସେମାନେ ତାହାଙ୍କ ନିମନ୍ତେ ସେହି ସ୍ଥାନରେ ଗୋଟିଏ ରାତ୍ରିଭୋଜ ପ୍ରସ୍ତୁତ କଲେ; ମାର୍ଥା ପରିଚର୍ଯ୍ୟା କରୁଥିଲେ, ଆଉ ଯେଉଁମାନେ ତାହାଙ୍କ ସହିତ ଭୋଜନରେ ବସିଲେ, ଲାଜାର ସେମାନଙ୍କ ମଧ୍ୟରୁ ଜଣେ ଥିଲେ।

Gade chapit la Kopi

ଓଡିଆ ବାଇବେଲ

2 ତେଣୁ ସେମାନେ ତାହାଙ୍କ ନିମନ୍ତେ ସେହି ସ୍ଥାନରେ ଗୋଟିଏ ରାତ୍ରିଭୋଜ ପ୍ରସ୍ତୁତ କଲେ; ମାର୍ଥା ପରିଚର୍ଯ୍ୟା କରୁଥିଲେ, ଆଉ ଯେଉଁମାନେ ତାହାଙ୍କ ସହିତ ଭୋଜନରେ ବସିଲେ, ଲାଜାର ସେମାନଙ୍କ ମଧ୍ୟରୁ ଜଣେ ଥିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତେଣୁ ସେମାନେ ତାହାଙ୍କ ନିମନ୍ତେ ସେହି ସ୍ଥାନରେ ଗୋଟିଏ ରାତ୍ରିଭୋଜ ପ୍ରସ୍ତୁତ କଲେ; ମାର୍ଥା ପରିଚର୍ଯ୍ୟା କରୁଥିଲେ, ଆଉ ଯେଉଁମାନେ ତାହାଙ୍କ ସହିତ ଭୋଜନରେ ବସିଲେ, ଲାଜାର ସେମାନଙ୍କ ମଧ୍ୟରୁ ଜଣେ ଥିଲେ।

Gade chapit la Kopi

ପବିତ୍ର ବାଇବଲ

2 ସେଠାରେ ଯୀଶୁଙ୍କ ପାଇଁ ଗୋଟିଏ ଭୋଜି ପ୍ରସ୍ତୁତ ହୋଇଥିଲା। ମାର୍ଥା ଖାଦ୍ୟ ପରିବେଷଣ କରୁଥିଲେ। ଯୀଶୁଙ୍କ ସହିତ ଅନ୍ୟ ଲୋକମାନଙ୍କ ମଧ୍ୟରେ ଲାଜାର ମଧ୍ୟ ଖାଉଥିଲେ।

Gade chapit la Kopi




ଯୋହନ 12:2
12 Referans Kwoze  

ଦେଖ! ମୁଁ ବାହାରେ ଠିଆହୋଇ ଦ୍ୱାରରେ ଆଘାତ କରୁଛି; ଯଦି କେହି ମୋର ସ୍ୱର ଶୁଣି ଦ୍ୱାର ଖୋଲି ଦିଏ, ମୁଁ ତା’ ଘର ଭିତରକୁ ଆସି ତା’ ସହିତ ଭୋଜନ କରିବି ଏବଂ ସେ ମୋ’ ସହିତ ଭୋଜନ କରିବ।


କିଏ ଶ୍ରେଷ୍ଠ? ଯେ ଭୋଜନ କରେ ନା ଯେ ପରିବେଷଣ କରେ? ଅବଶ୍ୟ ଯେ ଭୋଜନ କରେ। କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ପରିବେଷକ ତୁଲ୍ୟ ରହିଛି।


ଯୀଶୁ ବେଥାନୀରେ କୁଷ୍ଠୀ ଶିମୋନ ନାମକ ଜଣେ ଲୋକର ଘରେ ଅତିଥି ହୋଇଥିଲେ। ଯୀଶୁ ସେଠାରେ ଭୋଜନରେ ବସିଥିବା ବେଳେ ଜଣେ ସ୍ତ୍ରୀ ଲୋକ ବହୁମୂଲ୍ୟ ଜଟାମାଂସୀ ସୁଗନ୍ଧି ତୈଳପୂର୍ଣ୍ଣ ଗୋଟିଏ ଧଳା ପଥର ପାତ୍ର ନେଇ ଆସିଲା। ସେ ପାତ୍ରଟିକୁ ଭାଙ୍ଗି ଯୀଶୁଙ୍କ ମସ୍ତକ ଉପରେ ସବୁ ତୈଳ ଢ଼ାଳି ଦେଲା।


ତା’ପରେ ଯୀଶୁ ତାଙ୍କର ଆତିଥ୍ୟକାରୀଙ୍କୁ କହିଲେ, “ଯେତେବେଳେ ତୁମେ ମଧ୍ୟାହ୍ନ ବା ନୈଶ ଭୋଜନର ଆୟୋଜନ କର, ତୁମର ବନ୍ଧୁବାନ୍ଧବ, ଭାଇ ଭଉଣୀ, ଆତ୍ମୀୟ ସ୍ୱଜନ କିମ୍ବା ଧନୀ ପଡ଼ୋଶୀମାନଙ୍କୁ ନିମନ୍ତ୍ରଣ କର ନାହିଁ - କାରଣ ସେମାନେ ତୁମକୁ ପ୍ରତିବଦଳରେ ନିମନ୍ତ୍ରଣ କରିବେ ଓ ଏହିପରି ଭାବରେ ତୁମେ ଯାହା କରିଥିଲ, ତାହାର ପ୍ରତିଦାନ ପାଇବ।


ମାଲିକ ଫେରିବା ପରେ ଯେଉଁ ଦାସମାନଙ୍କୁ ଜାଗ୍ରତ ଓ ପ୍ରସ୍ତୁତ ଥିବା ଦେଖନ୍ତି, ସେମାନେ କେଡ଼େ ଭାଗ୍ୟବାନ। ମୁଁ କହୁଛି, ମାଲିକ ନିଜର କଟି ବନ୍ଧନ କରି ସେମାନଙ୍କୁ ଭୋଜନକରେ ବସାଇବେ ଓ ଖାଦ୍ୟ ପରିବେଷଣ କରିବେ।


ତା’ପରେ ଲେବୀ ତାଙ୍କ ଗୃହରେ ଯୀଶୁଙ୍କ ପାଇଁ ଗୋଟିଏ ବଡ଼ ଭୋଜି ପ୍ରସ୍ତୁତ କଲେ। ସେହି ଭୋଜିରେ କରଆଦାୟକାରୀ ଓ ଅନ୍ୟାନ୍ୟ ବହୁସଂଖ୍ୟକ ଲୋକ ଯୋଗ ଦେଲେ।


ଦିନେ ଯୀଶୁ ବେଥନିରେ ପୂର୍ବରୁ କୁଷ୍ଠରୋଗ ଭୋଗିଥିବା ଶିମୋନ ଗୃହରେ ଥିଲେ।


Swiv nou:

Piblisite


Piblisite