ଯୋହନ 12:7 - ପବିତ୍ର ବାଇବଲ (CL) NT (BSI)7 କିନ୍ତୁ ଯୀଶୁ କହିଲେ, “ତାକୁ ଛଶଡ଼। ତା’ର ଯାହା ଅଛି, ମୋର ଶେଷ କୃତ୍ୟ ପାଇଁ ତାହା ରଖିବାକୁ ଦିଅ। Gade chapit laପବିତ୍ର ବାଇବଲ (Re-edited) - (BSI)7 ସେଥିରେ ଯୀଶୁ କହିଲେ, ଏହାକୁ ଛାଡ଼ିଦିଅ, ଯେପରି ମୋର ସମାଧି ଦିନ ନିମନ୍ତେ ସେ ଏହା ରଖି ପାରେ। Gade chapit laଓଡିଆ ବାଇବେଲ7 ସେଥିରେ ଯୀଶୁ କହିଲେ, ଏହାକୁ ଛାଡ଼ିଦିଅ, ଯେପରି ମୋର ସମାଧି ଦିନ ନିମନ୍ତେ ସେ ଏହା ରଖି ପାରେ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେଥିରେ ଯୀଶୁ କହିଲେ, “ଏହାକୁ ଛାଡ଼ିଦିଅ, ଯେପରି ମୋହର ସମାଧି ଦିନ ନିମନ୍ତେ ସେ ଏହା ରଖି ପାରେ। Gade chapit laପବିତ୍ର ବାଇବଲ7 ଯୀଶୁ ଉତ୍ତର ଦେଲେ, “ମରିୟମକୁ ବାଧା ଦିଅ ନାହିଁ। ସେ ଅତର ସଞ୍ଚୟ କରି ମୋର ସମାଧି କ୍ରିୟାର ପ୍ରସ୍ତୁତି ପାଇଁ ଆଜି ଏହା କରିଛି। Gade chapit la |