Biblia Todo Logo
Bib sou entènèt

- Piblisite -




ଯୋହନ 12:8 - ପବିତ୍ର ବାଇବଲ (CL) NT (BSI)

8 ଗରିବମାନେ ସବୁବେଳେ ତୁମ ନିକଟରେ ରହିଥିବେ, କିନ୍ତୁ ମୁଁ ନ ଥିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି।

Gade chapit la Kopi

ଓଡିଆ ବାଇବେଲ

8 ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି।”

Gade chapit la Kopi

ପବିତ୍ର ବାଇବଲ

8 ତୁମ୍ଭ ପାଖରେ ସବୁବେଳେ ଗରିବ ଲୋକେ ରହିଥିବେ, କିନ୍ତୁ ମୁଁ ସର୍ବଦା ତୁମ୍ଭ ସହିତ ରହିବି ନାହିଁ।”

Gade chapit la Kopi




ଯୋହନ 12:8
9 Referans Kwoze  

ଗରିବ ଲୋକମାନଙ୍କୁ ତୁମେ ସବୁବେଳେ ପାଇବ। କିନ୍ତୁ ମୋତେ ସବୁବେଳେ ପାଇବ ନାହିଁ।


ଯୀଶୁ ଉତ୍ତର ଦେଲେ: “ଯେଉଁ ଆଲୋକ ବର୍ତ୍ତମାନ ତୁମ୍ଭମାନଙ୍କ ନିକଟରେ ଉଦ୍ଭାସିତ, ତାହା ଆଉ ଅଳ୍ପ ସମୟ ରହିବ। ଆଲୋକ ଥିବାଯାଏ ଗନ୍ତବ୍ୟ ପଥରେ ଚାଲ। ତାହାହେଲେ ତୁମକୁ ଅନ୍ଧକାର ଆଚ୍ଛନ୍ନ କରିବ ନାହିଁ। ଅନ୍ଧକାରରେ ଯାଉଥିବା ଲୋକ କେଉଁଆଡ଼େ ଯାଉଛି, ଜାଣିପାରେ ନାହିଁ।


“ଗରିବମାନଙ୍କୁ ତୁମେ ସବୁବେଳେ ପାଇବ। କିନ୍ତୁ ମୋତେ ସବୁବେଳେ ପାଇବ ନାହିଁ।


ପିଲାମାନେ! ମୁଁ ତୁମ ସଙ୍ଗରେ ଆଉ ବେଶୀ ସମୟ ରହିବି ନାହିଁ। ତୁମେ ମୋତେ ଖୋଜିବ, କିନ୍ତୁ ମୁଁ ଯେଉଁଠାକୁ ଯାଉଛି, ତୁମେ ସେଠାକୁ ଯାଇ ପାରିବ ନାହିଁ- ଏ ବିଷୟରେ ଇହୁଦୀ କର୍ତ୍ତୃପକ୍ଷଙ୍କୁ ଯାହା କହିଥିଲି, ବର୍ତ୍ତମାନ ତୁମକୁ ଆଉ ଥରେ ତାହା କହୁଛି।


ଯୀଶୁ ପୁଣି ସେମାନଙ୍କୁ କହିଲେ, “ମୁଁ ଚାଲି ଯାଉଛି, ତୁମ୍ଭେମାନେ ମୋତେ ଖୋଜିବ; କିନ୍ତୁ ନିଜ ନିଜ ପାପରେ ମରିବ। ମୁଁ ଯେଉଁଠାକୁ ଯାଉଛି, ସେଠାକୁ ତୁମ୍ଭେମାନେ ଯାଇପାରିବ ନାହିଁ।”


Swiv nou:

Piblisite


Piblisite