Biblia Todo Logo
Bib sou entènèt

- Piblisite -




ଯୋହନ 13:6 - ପବିତ୍ର ବାଇବଲ (CL) NT (BSI)

6 ଯେତେବେଳ ସେ ଶିମୋନ ପିତରଙ୍କ ନିକଟକୁ ଆସିଲେ; ପିତର ପଚାରିଲେ, “ପ୍ରଭୁ, ଆପଣ କ’ଣ ମୋର ପାଦ ଧୋଇଦେବେ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କ୍ରମେ ସେ ଶିମୋନ ପିତରଙ୍କ ନିକଟକୁ ଆସିଲେ; ସେ ତାହାଙ୍କୁ କହିଲେ, ପ୍ରଭୋ, ଆପଣ ମୋର ପାଦ ଧୋଇଦେଉଅଛନ୍ତି?

Gade chapit la Kopi

ଓଡିଆ ବାଇବେଲ

6 କ୍ରମେ ସେ ଶିମୋନ ପିତରଙ୍କ ନିକଟକୁ ଆସିଲେ; ସେ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ମୋର ପାଦ ଧୋଇ ଦେଉଅଛନ୍ତି ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କ୍ରମେ ସେ ଶିମୋନ ପିତରଙ୍କ ନିକଟକୁ ଆସିଲେ; ସେ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ମୋହର ପାଦ ଧୋଇ ଦେଉଅଛନ୍ତି?

Gade chapit la Kopi

ପବିତ୍ର ବାଇବଲ

6 ଯୀଶୁ ଶିମୋନ ପିତରଙ୍କ ପାଖକୁ ଆସିଲେ। କିନ୍ତୁ ପିତର ତାହାଙ୍କୁ କହିଲେ, “ପ୍ରଭୁ, ତୁମେ ମୋର ପାଦ ଧୋଇବା ଉଚିତ୍ ନୁହେଁ।”

Gade chapit la Kopi




ଯୋହନ 13:6
5 Referans Kwoze  

ସେ ମୋ’ ପରେ ଆସୁଛନ୍ତି। ତାଙ୍କ ପାଦୁକାର ବନ୍ଧନ ଖୋଲି ଦେବାକୁ ମଧ୍ୟ ମୁଁ ଅଯୋଗ୍ୟ।”


ଏ ଘଟଣା ଦେଖି ଶିମୋନ ପିତର ଯୀଶୁଙ୍କ ଆଗରେ ଆଣ୍ଠୁପାତି କହିଲେ, “ପ୍ରଭୁ, ମୋ’ଠାରୁ ଚାଲିଯା’ନ୍ତୁ! ମୁଁ ଜଣେ ପାପୀ।”


ତା’ପରେ ପାତ୍ରରେ କିଛି ଜଳ ଢାଳି ଶିଷ୍ୟମାନଙ୍କ ପାଦ ଧୋଇଦେଲେ ଏବଂ ଗାମୁଛାରେ ପୋଛିବାକୁ ଲାଗିଲେ।


ଯୀଶୁ କହିଲେ, “ମୁଁ କ’ଣ କରୁଛି, ବର୍ତ୍ତମାନ ତୁମେ ବୁଝିପାରିବ ନାହିଁ, ପରେ ବୁଝିବ।”


Swiv nou:

Piblisite


Piblisite