ଯୋହନ 13:8 - ପବିତ୍ର ବାଇବଲ (CL) NT (BSI)8 ପିତର ବାରଣ କରି କହିଲେ, “ନା, ମୋ’ ପାଦ ଆପଣ କଦାପି ଧୋଇବେ ନାହିଁ।” କିନ୍ତୁ ଯୀଶୁ କହିଲେ, “ଯଦି ମୁଁ ତୁମ ପାଦ ଧୋଇ ନ ଦିଏ, ତୁମେ ଆଉ ମୋର ଶିଷ୍ୟ ହୋଇ ରହିପାରିବ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)8 ପିତର ତାହାଙ୍କୁ କହିଲେ, ଆପଣ କଦାପି କେବେ ହେଁ ମୋର ପାଦ ଧୋଇଦେବେ ନାହିଁ। ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି ମୁଁ ତୁମ୍ଭକୁ ଧୌତ ନ କରେ, ତାହାହେଲେ ମୋʼ ସହିତ ତୁମ୍ଭର କୌଣସି ଅଂଶ ନାହିଁ। Gade chapit laଓଡିଆ ବାଇବେଲ8 ପିତର ତାହାଙ୍କୁ କହିଲେ, ଆପଣ କଦାପି ମୋର ପାଦ ଧୋଇଦେବେ ନାହିଁ । ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି ମୁଁ ତୁମ୍ଭକୁ ଧୌତ ନ କରେ, ତାହାହେଲେ ମୋ' ସହିତ ତୁମ୍ଭର କୌଣସି ଅଂଶ ନାହିଁ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପିତର ତାହାଙ୍କୁ କହିଲେ, ଆପଣ କଦାପି ମୋହର ପାଦ ଧୋଇଦେବେ ନାହିଁ। ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଯଦି ମୁଁ ତୁମ୍ଭକୁ ଧୌତ ନ କରେ, ତାହାହେଲେ ମୋʼ ସହିତ ତୁମ୍ଭର କୌଣସି ଅଂଶ ନାହିଁ।” Gade chapit laପବିତ୍ର ବାଇବଲ8 ପିତର କହିଲେ, “ନା, ଆପଣ ମୋ’ ପାଦ କେବେ ଧୋଇବେ ନାହିଁ।” ଯୀଶୁ ଉତ୍ତର ଦେଲେ, “ଯଦି ମୁଁ ତୁମ ପାଦ ଧୋଇବି ନାହିଁ, ତେବେ ତୁମେ କଦାପି ମୋର ଲୋକମାନଙ୍କ ମଧ୍ୟରୁ ଜଣେ ହେବ ନାହିଁ।” Gade chapit la |