Biblia Todo Logo
Bib sou entènèt

- Piblisite -




ଯୋହନ 13:9 - ପବିତ୍ର ବାଇବଲ (CL) NT (BSI)

9 ଶିମୋନ ପିତର ଉତ୍ତର ଦେଲେ, “ପ୍ରଭୁ, ତା’ହେଲେ ମୋର ପାଦ କାହିଁକି, ମୋ’ ହାତ ଓ ମୁଣ୍ଡ ମଧ୍ୟ ଧୋଇ ଦିଅନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଶିମୋନ ପିତର ତାହାଙ୍କୁ କହିଲେ, ପ୍ରଭୋ, କେବଳ ମୋର ପାଦ ନୁହେଁ, ମାତ୍ର ମୋହର ହସ୍ତ ଓ ମସ୍ତକ ମଧ୍ୟ।

Gade chapit la Kopi

ଓଡିଆ ବାଇବେଲ

9 ଶିମୋନ ପିତର ତାହାଙ୍କୁ କହିଲେ, ପ୍ରଭୁ, କେବଳ ମୋର ପାଦ ନୁହେଁ, ମାତ୍ର ମୋହର ହସ୍ତ ଓ ମସ୍ତକ ମଧ୍ୟ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଶିମୋନ ପିତର ତାହାଙ୍କୁ କହିଲେ, ପ୍ରଭୁ, କେବଳ ମୋହର ପାଦ ନୁହେଁ, ମାତ୍ର ମୋହର ହସ୍ତ ଓ ମସ୍ତକ ମଧ୍ୟ।

Gade chapit la Kopi

ପବିତ୍ର ବାଇବଲ

9 ଶିମୋନ ପିତର ଉତ୍ତର ଦେଲେ, “ହେ ପ୍ରଭୁ, ତୁମେ ମୋର ପାଦ ଧୋଇବା ପରେ ମୋର ହାତ ଓ ମୁଣ୍ଡ ମଧ୍ୟ ଧୋଇ ଦିଅ।”

Gade chapit la Kopi




ଯୋହନ 13:9
9 Referans Kwoze  

ସେମାନେ ତୁମ୍ଭମାନଙ୍କ ପରିତ୍ରାଣ ସାଧନ କରୁଥିବା ଜଳଦୀକ୍ଷାର ପ୍ରତୀକ। ଏହି ଜଳଦୀକ୍ଷା ତୁମ ଦେହର ମଳିନତା ଦୂର କରେ ନାହିଁ- ତାହା ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ତୁମ ବିବେକକୁ ଶୁଚି କରିବା ପାଇଁ ଈଶ୍ୱରଙ୍କ ନିକଟେରେ ଆବେଦନ।


ଅତଏବ ଆସ, ଆମ୍ଭେମାନେ ଶୁଦ୍ଧ ଅନ୍ତଃକରଣ ଓ ଦୃଢ଼ ବିଶ୍ୱାସ ସହହ ଈଶ୍ୱରଙ୍କ ନିକଟକୁ ଯିବା; କାରଣ ଆମ୍ଭୋନେ ଏବେ କଳୁଷିତ ବିବେକରୁ ଶୁଚି ହୋଇଛୁ ଓ ଆମ ଶରୀର ନିର୍ମଳ ଜଳରେ ଧୌତ ହୋଇଛି


ଯେତେବେଳେ ପିଲାତ ଦେଖିଲେ ଯେ ସେମାନଙ୍କୁ ଆଉ କହି କିଛି ଲାଭ ନାହିଁ, ବରଂ ଶାନ୍ତି ଭଙ୍ଗର ଆଶଙ୍କା ଅଛି, ସେ ଅଳ୍ପ ଜଳ ନେଇ, ଲୋକମାନଙ୍କ ସମ୍ମୁଖରେ ହାତ ଧୋଇ ପକାଇ କହିଲେ, “ଏ ବ୍ୟକ୍ତିଙ୍କ ମୃତ୍ୟୁ ପାଇଁ ମୁଁ ଦାୟୀ ନୁହେଁ। ଏହା ତୁମର କାମ।”


ପିତର ବାରଣ କରି କହିଲେ, “ନା, ମୋ’ ପାଦ ଆପଣ କଦାପି ଧୋଇବେ ନାହିଁ।” କିନ୍ତୁ ଯୀଶୁ କହିଲେ, “ଯଦି ମୁଁ ତୁମ ପାଦ ଧୋଇ ନ ଦିଏ, ତୁମେ ଆଉ ମୋର ଶିଷ୍ୟ ହୋଇ ରହିପାରିବ ନାହିଁ।”


ଯୀଶୁ କହିଲେ, “ଯେଉଁମାନେ ସ୍ନାନ କରିସାରିଛନ୍ତି, ସେମାନଙ୍କ ପାଦ ଛଡ଼ା ଅନ୍ୟ କିଛି ଧୋଇବା ଆବଶ୍ୟକ ନାହିଁ। ସେମାନଙ୍କର ସର୍ବାଙ୍ଗ ପରିଷ୍କାର। ଜଣକ ବ୍ୟତୀତ ତୁମେ ସମସ୍ତେ ଶୁଚି।” (


Swiv nou:

Piblisite


Piblisite