Biblia Todo Logo
Bib sou entènèt

- Piblisite -




ଯୋହନ 14:4 - ପବିତ୍ର ବାଇବଲ (CL) NT (BSI)

4 ମୁଁ ଯେଉଁଠାକୁ ଯାଉଛି, ସେଠାକୁ ଯିବାର ପଥର ତୁମେ ଜାଣିଛ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି, ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତାହାର ପଥ ତୁମ୍ଭେମାନେ ଜାଣ।

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତାହାର ପଥ ତୁମ୍ଭେମାନେ ଜାଣ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତାହାର ପଥ ତୁମ୍ଭେମାନେ ଜାଣ।”

Gade chapit la Kopi

ପବିତ୍ର ବାଇବଲ

4 ମୁଁ ଯେଉଁଠାକୁ ଯାଉଛି, ତୁମ୍ଭେମାନେ ସେଠାକୁ ଯିବାର ପଥ ଜାଣ।”

Gade chapit la Kopi




ଯୋହନ 14:4
13 Referans Kwoze  

ମୁଁ ହେଉଛି ଦ୍ୱାର। ଯେ ମୋ’ ଦେଇ ପ୍ରବେଶ କରେ, ସେ ରକ୍ଷା ପାଇବ ଏବଂ ଭିତରକୁ ଓ ବାହାରକୁ ଯାଇ ଚରା ପାଇବ।


ବାସ୍ତବିକ୍ ମୁଁ ଈଶ୍ୱରଙ୍କ ନିକଟରୁ ଜଗତକୁ ଆସିଛି ଏବଂ ଶୀଘ୍ର ଏ ଜଗତକୁ ତ୍ୟାଗ କରି ପିତା ଈଶ୍ୱରଙ୍କ ନିକଟକୁ ଫେରିଯିବି।”


ମୋ’ ପିତାଙ୍କ ଗୃହରେ ଅନେକ କୋଠରୀ ଅଛି। ସେଠାରେ ତୁମ ପାଇଁ ସ୍ଥାନ ପ୍ରସ୍ତୁତ କରିବାକୁ ମୁଁ ଯାଉଛି। ସତ୍ୟ ହୋଇ ନ ଥିଲେ, ମୁଁ ତୁମକୁ ଏ କଥା କହି ନ ଥାନ୍ତି।


ଯୀଶୁ ଜାଣିଥିଲେ, ପିତା ଈଶ୍ୱର ତାଙ୍କ ହାତରେ ସମ୍ପୂର୍ଣ୍ଣ କ୍ଷମତା ନ୍ୟସ୍ତ କରିଛନ୍ତି ଏବଂ ସେ ଈଶ୍ୱରଙ୍କଠାରୁ ଆଗତ ଓ ଈଶ୍ୱରଙ୍କ ନିକଟକୁ ଫେରିଯିବେ।


କାରଣ ପିତା ଚାହାଁନ୍ତି, ଯେଉଁମାନେ ତାଙ୍କ ପୁତ୍ରଙ୍କୁ ଦେଖି ତାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ଅନନ୍ତ ଜୀବନ ଲାଭ କରନ୍ତୁ। ଏଣୁ ଶେଷ ଦିନରେ ମୁଁ ସେ ସମସ୍ତଙ୍କୁ ପୁନର୍ଜୀବିତ କରିବି।”


ଯେ କେହି ସେହି ପୁତ୍ରଙ୍କଠାରେ ବିଶ୍ୱାସ ସ୍ଥାପନ କରେ, ସେ ଅନନ୍ତ ଜୀବନ ପାଇବ; ଯେ କେହି ତାଙ୍କର ଅବାଧ୍ୟ ହୁଏ, ସେ ସେହି ଜୀବନରୁ ବଞ୍ôଚତ ହେବ ଓ ଈଶ୍ୱରଙ୍କ କ୍ରୋଧର ପାତ୍ର ହୋଇ ରହିବ।


“ମୁଁ ଯାହା କହିଥିଲି, ଶୁଣିଛ, ‘ମୁଁ ଯାଉଛି, କିନ୍ତୁ ପୁଣି ଫେରି ଆସିବି’। ମୋତେ ଯଦି ପ୍ରେମ କରୁଥାଅ, ମୁଁ ପିତାଙ୍କ ନିକଟକୁ ଯାଉଛି ଶୁଣି ଖୁସି ହେବ; କାରଣ ମୋ’ ପିତା ମୋ’ଠାରୁ ମହାନ।


ଯେ ମୋର ସେବକ ହେବାକୁ ଚାହେଁ, ସେ ମୋର ଅନୁଗମନ କରୁ, ତାହାହେଲେ ମୁଁ ଯେଉଁଠାରେ ଥାଏ, ମୋର ସେବକ ମଧ୍ୟ ସେହିଠାରେ ରହିବ ଏବଂ ସେ ମୋ’ ପିତାଙ୍କ ନିକଟରେ ସମ୍ମାନିତ ହେବ।


ଏସବୁ ଦୁଃଖ ଭୋଗ ପରେ ତାଙ୍କର ଗୌରବରେ ପ୍ରବେଶ କରିବା କ’ଣ ମସୀହଙ୍କର ଆବଶ୍ୟକ ନ ଥିଲା?”


ମୁଁ ଯାଇ ତୁମ ପାଇଁ ସ୍ଥାନ ପ୍ରସ୍ତୁତ କରିବା ପରେ, ଫେରିଆସି ତୁମ୍ଭମାନଙ୍କୁ ମୋ’ ନିକଟକୁ ନେଇଯିବି। ତା’ହେଲେ ମୋର ରହିବା ସ୍ଥାନରେ ତୁମ୍ଭେମାନେ ମଧ୍ୟ ରହିବ।


ଥୋମା କହିଲେ, “ପ୍ରଭୁ, ଆପଣ କେଉଁଠାକୁ ଯାଉଛନ୍ତି, ଆମେ ଜାଣି ନାହୁଁ; ସେଠାକୁ ଯିବାର ବାଟ କିପରି ଜାଣିବୁ?”


Swiv nou:

Piblisite


Piblisite