ଯୋହନ 15:12 - ପବିତ୍ର ବାଇବଲ (CL) NT (BSI)12 ମୁଁ ତୁମ୍ଭମାନଙ୍କୁ ଯେପରି ପ୍ରେମ କରେ, ତୁମ୍ଭେମାନେ ସେହିପରି ପରସ୍ପରକୁ ପ୍ରେମ କର: ତୁମ ପ୍ରତି ମୋର ଏହି ଆଜ୍ଞା। Gade chapit laପବିତ୍ର ବାଇବଲ (Re-edited) - (BSI)12 ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ସେହିପରି ପରସ୍ପରକୁ ପ୍ରେମ କର, ଏହି ମୋହର ଆଜ୍ଞା। Gade chapit laଓଡିଆ ବାଇବେଲ12 ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ସେହିପରି ପରସ୍ପରକୁ ପ୍ରେମ କର, ଏହି ମୋହର ଆଜ୍ଞା । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ସେହିପରି ପରସ୍ପରକୁ ପ୍ରେମ କର, ଏହି ମୋହର ଆଜ୍ଞା। Gade chapit laପବିତ୍ର ବାଇବଲ12 ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଛି! ଯେପରି ମୁଁ ତୁମ୍ଭକୁ ପ୍ରେମ କରିଛି ତୁମ୍ଭେମାନେ ମଧ୍ୟ ପରସ୍ପରକୁ ସେହିପରି ପ୍ରେମ କର। Gade chapit la |