Biblia Todo Logo
Bib sou entènèt

- Piblisite -




ଯୋହନ 15:9 - ପବିତ୍ର ବାଇବଲ (CL) NT (BSI)

9 ମୋତେ ପିତା ଯେପରି ପ୍ରେମ କରନ୍ତି, ତୁମ୍ଭମାନଙ୍କୁ ମୁଁ ଠିକ୍ ସେହିପରି ପ୍ରେମ କରେ। ମୋ’ ପ୍ରେମରେ ତୁମେ ଅବିଚଳିତ ହୋଇ ରହିଥାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପିତା ଯେପ୍ରକାର ମୋତେ ପ୍ରେମ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାର ତୁମ୍ଭମାନଙ୍କୁ ପ୍ରେମ କରିଅଛି; ମୋହର ପ୍ରେମରେ ସ୍ଥିର ହୋଇ ରହିଥାଅ।

Gade chapit la Kopi

ଓଡିଆ ବାଇବେଲ

9 ପିତା ଯେପ୍ରକାର ମୋତେ ପ୍ରେମ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାର ତୁମ୍ଭମାନଙ୍କୁ ପ୍ରେମ କରିଅଛି; ମୋହର ପ୍ରେମରେ ସ୍ଥିର ହୋଇ ରହିଥାଅ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପିତା ଯେପ୍ରକାର ମୋତେ ପ୍ରେମ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାର ତୁମ୍ଭମାନଙ୍କୁ ପ୍ରେମ କରିଅଛି; ମୋହର ପ୍ରେମରେ ସ୍ଥିର ହୋଇ ରହିଥାଅ।

Gade chapit la Kopi

ପବିତ୍ର ବାଇବଲ

9 “ମୋ’ ପରମପିତା ମୋତେ ଯେପରି ପ୍ରେମ କରୁଥିଲେ, ମୁଁ ତୁମ୍ଭକୁ ସେହିପରି ପ୍ରେମ କରିଛି। ବର୍ତ୍ତମାନ ମୋ’ ପ୍ରେମରେ ସ୍ଥିର ରୁହ।

Gade chapit la Kopi




ଯୋହନ 15:9
9 Referans Kwoze  

ମୁଁ ସେମାନଙ୍କୁ ତୁମର ପରିଚୟ ଦେଇଛି ଏବଂ ସବୁବେଳେ ଦେଉଥିବି; ତାହାଦ୍ୱାରା ମୋ’ ପାଇଁ ତୁମର ପ୍ରେମ ସେମାନେ ଅନୁଭବ କରିବେ ଏବଂ ମୋତେ ସେମାନଙ୍କ ଅନ୍ତରରେ ରଖିବେ।”


ହଁ ପିଲାମାନେ! ତାଙ୍କଠାରେ ସଂଯୁକ୍ତ ହୋଇ ରୁହ, ତାହାହେଲେ ତାଙ୍କର ଯେତେବେଳେ ଆବିର୍ଭାବ ହେବ, ଆମ ନିର୍ଭୀକ ଭାବରେ ତାଙଘ୍କର ସମ୍ମୁଖୀନ ହୋଇ ପାରବା- ସେହି ଦିବସରେ ଆମକୁ ଲଜ୍ଜାରେ ଆତ୍ମଗୋପନ କରିବାକୁ ପଡ଼ଫିବ ନାହହିଁ।


ଏବଂ ମୃତ୍ୟୁରୁ ପୁନରୁତ୍ôଥତ ସର୍ବପ୍ରଥମ, ବିଶ୍ୱସ୍ତ ସାକ୍ଷ୍ୟଦାତା ଓ ରାଜାଧିରାଜ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭ ପ୍ରତି ହେଉ। ସେ ଆମକୁ ପ୍ରେମ କରନ୍ତି ଓ ତାଙ୍କର ମୃତ୍ୟୁ ଦ୍ୱାରା ଆମକୁ ପାପରୁ ପରିତ୍ରାଣ କରିଅଛନ୍ତି


ବନ୍ଧୁମାନଙ୍କ ପାଇଁ ନିଜର ପ୍ରାଣ ବିସର୍ଜନ ହିଁ ପ୍ରେମର ଚରମ ନିଦର୍ଶନ।


“ମୁଁ ତୁମ୍ଭମାନଙ୍କୁ ଏହି ଶିକ୍ଷା ଦେଉଛି, ତୁମେ ଯେପରି ମୋର ଆନନ୍ଦ ଲାଭ କରି ଆନନ୍ଦର ପରିପୂର୍ଣ୍ଣତା ଅନୁଭବ କରିବ।


ତା’ହେଲେ, ଖ୍ରୀଷ୍ଟଙ୍କ ପ୍ରେମ ଯେ କେଡ଼େ ଦୀର୍ଘ ଓ ପ୍ରଶସ୍ତ, କେଡ଼େ ଉଚ୍ଚ ଓ ଗଭୀର, ତୁମେ ଈଶ୍ୱରଙ୍କ ଅନ୍ୟାନ୍ୟ ଲୋକମାନଙ୍କ ସହିତ ଏହା ହୃଦୟଙ୍ଗମ କରିବା ପାଇଁ ସକ୍ଷମ ହେବ।


କିନ୍ତୁ ବନ୍ଧୁଗଣ, ତୁମ୍ଭେମାନେ ପବିତ୍ର ଧର୍ମବିଶ୍ୱାସର ଭିତ୍ତି ଉପରେ ନିଜ ନିଜ ଜୀବନ ଗଠନ କରିବାରେ ଲାଗି ରୁହ।


ପିତା ଈଶ୍ୱର ପୁତ୍ରଙ୍କୁ ପ୍ରେମ କରନ୍ତି ଓ ତାଙ୍କଠାରେ ସମସ୍ତ ବିଷୟର କର୍ତ୍ତୃତ୍ୱ ଅର୍ପଣ କରିଛନ୍ତି।


Swiv nou:

Piblisite


Piblisite