Biblia Todo Logo
Bib sou entènèt

- Piblisite -




ଯୋହନ 16:4 - ପବିତ୍ର ବାଇବଲ (CL) NT (BSI)

4 ତୁମ୍ଭମାନଙ୍କୁ ମୁଁ ଏହି ସବୁ କଥା କହି ରଖିବାର ଉଦ୍ଦେଶ୍ୟ ହେଉଛି, ଏସବୁ ଘଟିଲେ, ତୁମ୍ଭେମାନେ ସ୍ମରଣ କରିବ ଯେ, ମୁଁ ଆଗରୁ ଏ ବିଷୟରେ କହିଥିଲି। “ଆରମ୍ଭରୁ ମୁଁ ତୁମ୍ଭମାନଙ୍କୁ ଏିହ ବିଷୟ କହି ନ ଥିଲି, କାରଣ ମୁଁ ତୁମ ସଙ୍ଗରେ ଥିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ମାତ୍ର ଏସମସ୍ତ ଘଟିବାର ସମୟ ଉପସ୍ଥିତ ହେଲେ, ମୁଁ ଯେ ତୁମ୍ଭମାନଙ୍କୁ କହିଥିଲି, ଏହା ଯେପରି ତୁମ୍ଭେମାନେ ସ୍ମରଣ କର, ଏଥିନିମନ୍ତେ ମୁଁ ଏହିସବୁ କଥା ତୁମ୍ଭମାନଙ୍କୁ କହିଅଛି। ମୁଁ ତୁମ୍ଭମାନଙ୍କ ସହିତ ଥିବାରୁ ଆରମ୍ଭରୁ ଏହିସବୁ କଥା ତୁମ୍ଭମାନଙ୍କୁ କହିଲି ନାହିଁ।

Gade chapit la Kopi

ଓଡିଆ ବାଇବେଲ

4 ମାତ୍ର ଏସମସ୍ତ ଘଟିବାର ସମୟ ଉପସ୍ଥିତ ହେଲେ, ମୁଁ ଯେ ତୁମ୍ଭମାନଙ୍କୁ କହିଥିଲି, ଏହା ଯେପରି ତୁମ୍ଭେମାନେ ସ୍ମରଣ କର, ଏଥି ନିମନ୍ତେ ମୁଁ ଏହି ସବୁ କଥା ତୁମ୍ଭମାନଙ୍କୁ କହିଅଛି । ମୁଁ ତୁମ୍ଭମାନଙ୍କ ସହିତ ଥିବାରୁ ଆରମ୍ଭରୁ ଏହି ସବୁ କଥା ତୁମ୍ଭମାନଙ୍କୁ କହିଲି ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ମାତ୍ର ଏସମସ୍ତ ଘଟିବାର ସମୟ ଉପସ୍ଥିତ ହେଲେ, ମୁଁ ଯେ ତୁମ୍ଭମାନଙ୍କୁ କହିଥିଲି, ଏହା ଯେପରି ତୁମ୍ଭେମାନେ ସ୍ମରଣ କର, ଏଥିନିମନ୍ତେ ମୁଁ ଏହିସବୁ କଥା ତୁମ୍ଭମାନଙ୍କୁ କହିଅଛି। ମୁଁ ତୁମ୍ଭମାନଙ୍କ ସହିତ ଥିବାରୁ ଆରମ୍ଭରୁ ଏହିସବୁ କଥା ତୁମ୍ଭମାନଙ୍କୁ କହିଲି ନାହିଁ।”

Gade chapit la Kopi

ପବିତ୍ର ବାଇବଲ

4 ମୁଁ ତୁମ୍ଭକୁ ଏସବୁ କଥା ବର୍ତ୍ତମାନ କହିଛି, ତେଣୁ ଯେତେବେଳେ ଏସବୁ ଘଟିବାର ସମୟ ଆସିବ, ସେତେବେଳେ ତୁମ୍ଭେମାନେ ମନେ ପକାଇବ ଯେ ମୁଁ ତୁମ୍ଭକୁ ସତର୍କ କରିଥିଲି। “ମୁଁ ତୁମ୍ଭମାନଙ୍କ ସହିତ ଥିବା ବେଳେ ଆରମ୍ଭରୁ ଏସବୁ କଥା ତୁମ୍ଭମାନଙ୍କୁ କହି ନ ଥିଲି।

Gade chapit la Kopi




ଯୋହନ 16:4
15 Referans Kwoze  

ଯାହା ସବୁ ଘଟିବାର ଅଛି, ତାହା ପୂର୍ବରୁ ମୁଁ ତୁମ୍ଭମାନଙ୍କୁ ଜଣାଇଦେଲି। ସେସବୁ ଘଟିଲେ, ତୁମ୍ଭେମାନେ ମୋତେ ବିଶ୍ୱାସ କରିବ।


ତୁମ୍ଭେମାନେ ସାବଧାନ ରୁହ। ଏ ସମସ୍ତ ଘଟିବା ପୂର୍ବରୁ ମୁଁ ତୁମ୍ଭମାନଙ୍କୁ ଜଣାଇ ଦେଉଛି।


ଏହା ଘଟିବା ପୂର୍ବରୁ ମୁଁ ତୁମ୍ଭମାନଢ଼ଙ୍କୁ ଜଣାଇ ଦେଉଛି। ଯେତେବେଳେ ତାହା ଘଟିବ, ତୁମେ ବିଶ୍ୱାସ କରିବ ଯେ, ‘ମୁଁ ହେଉଛି ସେହି’।


ଯୀଶୁ ଉତ୍ତର ସେଲେ, “ବିବାହ ଉତ୍ସବରେ ବର ଉପସ୍ଥିତ ଥିବାଯାଏ ଅତିଥିମାନେ କ’ଣ ଦୁଃଖ କରନ୍ତି? କଦାପି ନୁହେଁ। କିନ୍ତୁ ଦିନ ଆସିବ, ଯେତେବେଳେ ବର ଚରଲିଯିବେ; ସେତେବେଳେ ସେମାନେ ଉପବାସ କରିବେ।


ଯୀଶୁ ଉତ୍ତର ଦେଲେ, “ବର ସଙ୍ଗରେ ଥିବା ପର୍ଯ୍ୟନ୍ତ ବରଯାତ୍ରୀମାନେ କ’ଣ ଉପବାସ ରହିପାରନ୍ତି? କେବେ ନୁହେଁ। ସେମାନଙ୍କ ସହିତ ବର ଥିବା ପର୍ଯ୍ୟନ୍ତ ସେମାନେ ତାହା କରିବେ ନାହିଁ।


ଶୁଣ, ସେହି ସମୟ ଆସିବା ପୂର୍ବରୁ ମୁଁ ତୁମ୍ଭମାନଙ୍କୁ ଏସବୁ କଥା ଜଣାଇ ଦେଉଛି।


ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ସ୍ପଷ୍ଟ ସୂଚନା ପାଇଥିବା ଅନୁଯାୟୀ ଶୀଘ୍ର ଏହି ମରଶରୀର ତ୍ୟାଗ କରିବି ବୋଲି ମୁଁ ଜାଣେ।


ମୋ’ ପାଇଁ ସେ ଯେଉଁସବୁ କ୍ଳେଶ ଭୋଗ କରିବ, ମୁଁ ନିଜେ ତାକୁ ଜଣାଇବି।”


ସେମାନଙ୍କ ମଧ୍ୟରେ ପ୍ରଚାର କରି କୁହ; ‘ସ୍ୱର୍ଗରାଜ୍ୟ ସମାଗତ’!


ଆରମ୍ଭରୁ ଏହିସବୁ ଘଟଣା ଦେଖିଥିବା ଲୋକମାନେ ଯେପରି ସୁସମାଚାର ଘୋଷଣା କରିଥିଲେ, ସେହି ଅନୁସାରେ ଉକ୍ତ ବିବରଣୀମାନ ଲେଖାଯାଇଛି।


ତୁମ୍ଭମାନଙ୍କର କ’ଣ ସ୍ମରଣ ନାହିଁ? ମୁଁ ତୁମ ସଙ୍ଗରେ ଥିବାବେଳେ ତୁମ୍ଭମାନଙ୍କୁ ଏ ସବୁ ବିଷୟ କହିଥିଲି।


Swiv nou:

Piblisite


Piblisite