Biblia Todo Logo
Bib sou entènèt

- Piblisite -




ଯୋହନ 17:9 - ପବିତ୍ର ବାଇବଲ (CL) NT (BSI)

9 “ମୁଁ ସେହିମାନଙ୍କ ପାଇଁ ପ୍ରାର୍ଥନା କରୁଛି। ଜଗତ ପାଇଁ ମୁଁ ପ୍ରାର୍ଥନା କରୁ ନାହିଁ। କେବଳ ଯେଉଁମାନେ ତୁମର ଓ ଯେଉଁମାନଙ୍କୁ ମୋ’ ହାତରେ ଦେଇଛ, ସେମାନଙ୍କ ପାଇଁ ପ୍ରାର୍ଥନା କରୁଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ମୁଁ ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି; ଜଗତ ନିମନ୍ତେ ପ୍ରାର୍ଥନା କରୁ ନାହିଁ, କିନ୍ତୁ ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି, କାରଣ ସେମାନେ ତୁମ୍ଭର;

Gade chapit la Kopi

ଓଡିଆ ବାଇବେଲ

9 ମୁଁ ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି; ଜଗତ ନିମନ୍ତେ ପ୍ରାର୍ଥନା କରୁ ନାହିଁ, କିନ୍ତୁ ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି, କାରଣ ସେମାନେ ତୁମ୍ଭର;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମୁଁ ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି; ଜଗତ ନିମନ୍ତେ ପ୍ରାର୍ଥନା କରୁ ନାହିଁ, କିନ୍ତୁ ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି, କାରଣ ସେମାନେ ତୁମ୍ଭର;

Gade chapit la Kopi

ପବିତ୍ର ବାଇବଲ

9 ମୁଁ ସେମାନଙ୍କ ପାଇଁ ଏବେ ପ୍ରାର୍ଥନା କରୁଛି। ମୁଁ ପୃଥିବୀର ଲୋକମାନଙ୍କ ପାଇଁ ପ୍ରାର୍ଥନା କରୁ ନାହିଁ। ମୁଁ ସେହିମାନଙ୍କ ପାଇଁ ପ୍ରାର୍ଥନା କରୁଛି, ଯେଉଁମାନଙ୍କୁ ତୁମ୍ଭେ ମୋତେ ଦେଇଥିଲ। କାରଣ ସେମାନେ ତୁମ୍ଭର ଅଟନ୍ତି।

Gade chapit la Kopi




ଯୋହନ 17:9
17 Referans Kwoze  

ଯାହା ମନୁଷ୍ୟ ହସ୍ତକୃତ ନୁହେଁ, ଏପରି ଏକ ପବିତ୍ର ସ୍ଥାନକୁ ଖୀଷ୍ଟ ଯାଇଛନ୍ତି। ତାହା କୌଣସି ମୂଳ ବିଷୟରେ ଅନୁରୂପ ନୁହେଁ। ସେ ସ୍ୱର୍ଗକୁ ହିଁ ଯାଇଛନ୍ତି। ସେଠାରେ ସେ ଆମ୍ଭମାନଙ୍କ ସପକ୍ଷେ ବର୍ତ୍ତମାନ ଈଶ୍ୱରଙ୍କ ସମ୍ମୁଖରେ ଉପସ୍ଥିତ ଅଛନ୍ତି।


ତୁମେ ତାଙ୍କୁ ସମସ୍ତ ମାନବ ଜାତି ଉପରେ ଅଧିକାର ଦେଇଛ। ପୁଣି ଯେଉଁମାନଙ୍କୁ ତାଙ୍କ ହସ୍ତରେ ସମର୍ପଣ କରିଛ, ସେମାନଙ୍କୁ ଅନନ୍ତ ଜୀବନ ଦାନ କରିବା ପାଇଁ ତାଙ୍କୁ ଶକ୍ତି ଦେଇଛି।


“ଏହି ଜଗତ ମଧ୍ୟରୁ ଯେଉଁମାନଙ୍କୁ ତୁମେ ମୋ’ ହାତରେ ସମର୍ପଣ କରିଥିଲ, ମୁଁ ସେମାନଙ୍କ ନିକଟରେ ତୁମକୁ ପ୍ରକାଶ କରିଛି। ସେମାନେ ତୁମର- ତୁମେ ସେମାନଙ୍କୁ ମୋ’ ହାତରେ ଦେଇଥିଲ। ସେମାନେ ତୁମର- ତୁମେ ସେମାନଙ୍କୁ ମୋ’ ହାତରେ ଦେଇଥିଲ। ସେମାନେ ତୁମର ଆଜ୍ଞା ପାଳନ କରିଛନ୍ତି,


“ମୁଁ କେବଳ ସେମାନଙ୍କ ପାଇଁ ଏହି ପ୍ରାର୍ଥନା କରୁ ନାହିଁ। ଯେଉଁମାନେ ସେମାନଙ୍କ ବାର୍ତ୍ତା ଶୁଣି ମୋ’ଠାରେ ବିଶ୍ୱାସ ସ୍ଥାପନ କରନ୍ତି,


କିନ୍ତୁ ଶିମୋନ, ତୁମର ବିଶ୍ୱାସ ହ୍ରାସ ନ ହେବା ପାଇଁ ମୁଁ ପ୍ରାର୍ଥନା କରୁଛି। ମୋ’ ପ୍ରତି ତୁମର ବିଶ୍ୱସ୍ତତା ଫେରି ଆସିଲେ, ତୁମେ ତୁମ ଭାଇମାନଙ୍କୁ ଶକ୍ତିଶାଳୀ କରି ପାରିବ।”


ଆମେ ଜାଣୁ, ସମଗ୍ର ଜଗତରେ ଶୟତାନ ତା’ର ଅଧିପତ୍ୟ ବିସ୍ତାର କରିଥିଲେ ସୁଦ୍ଧା, ଆମେ ଈଶ୍ୱରଙ୍କର।


ମୁଁ ମୋ’ ପିତାଙ୍କୁ ପ୍ରାର୍ଥନା କରିବି ଓ ତୁମ୍ଭମାନଙ୍କ ସହିତ ଚିରକାଳ ରହିବା ପାଇଁ ସେ ଆଉ ଜଣେ ସହାୟକଙ୍କୁ ପ୍ରେରଣ କରିବେ।


ଯେଉଁମାନଙ୍କର ନାମ ଜୀବନ ପୁସ୍ତକରେ ଲେଖାଯାଇ ନ ଥିଲା, ସେମାନେ ମଧ୍ୟ ସମସ୍ତେ ଅଗ୍ନିମୟ ହ୍ରଦରେ ନିକ୍ଷିପ୍ତ ହେଲେ।


ପୃଥିବୀର ସୃଷ୍ଟି ପୂର୍ବରୁ ଯେଉଁମାନଙ୍କ ନାମ ବଧ ହୋଇଥିବା ମେଷଶାବକଙ୍କ ଜୀବନ ପୁସ୍ତକରେ ଲେଖାଯାଇଥିଲା, ସେମାନଙ୍କ ବ୍ୟତୀତ ପୃଥିବୀର ଅନ୍ୟ ସମସ୍ତେ ସେହି ପଶୁର ପୂଜା କରିବେ।


ତେଣୁ ଯେଉଁମାନେ ତାଙ୍କ ଦ୍ୱାରା ଈଶ୍ୱରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ଉଦ୍ଧାର କରିବାକୁ ସେ ବର୍ତ୍ତମାନ ତଥା ଚିରକାଳ ସମର୍ଥ, କାରଣ ସେମାନଙ୍କ ନିମନ୍ତେ ଈଶ୍ୱରଙ୍କ ଛାମୁରେ ନିବେଦନ କରିବାକୁ ସେ ଚିରକାଳ ଜୀବିତ।


ସେହି ସର୍ପ ହେଉଛି, ସପ୍ତମ ଜଗତକୁ ପ୍ରତାରଣା କରିଥିବା ଦ୍ୟାବଳ ଆଦିମ ସର୍ପ, ଶୟତାନ; ତା’ର ଦଳବଳ ସହ ସ୍ୱର୍ଗରୁ ନିକ୍ଷିପ୍ତ ହୋଇ ପୃଥିବୀ ପୃଷ୍ଠରେ ଆସି ପଡ଼ିଲା।


ଘୁଷୁରି ପଲ ଜଗୁଥିବା ଲୋକମାନେ ଏସବୁ ଘଟଣା ଦେଖି ଦୌଡ଼ିଗଲେ ଏବଂ ପୁରପଲ୍ଲୀରେ ତାହା ଜଣାଇଲେ।


ଯୀଶୁ କହିଲେ, “ପିତା! ସେମାନଙ୍କୁ କ୍ଷମା କର, କାରଣ ସେମାନେ କ’ଣ କରୁଛନ୍ତି ଜାଣନ୍ତି ନାହିଁ।” ସେମାନେ ଗୁଳି ବାଣ୍ଟ କରି ତାଙ୍କର ପୋଷାକ ଭାଗ କଲେ।


ଯେଉଁମାନଙ୍କୁ ମୋ’ ପିତା ମୋତେ ଦେଇଛନ୍ତି, ସେମାନେ ମୋ’ ନିକଟକୁ ଆସିବେ। ଯେ କେହି ମୋ’ ପାଖକୁ ଆସିବ, ମୁଁ କେବେ ତାକୁ ଫେରାଇ ଦେବି ନାହିଁ।


ଯେଉଁମାନଙ୍କୁ ସେ ମୋ’ ନିକଟକୁ ପଠାଇଛନ୍ତି, ସେମାନଙ୍କ ମଧ୍ୟରୁ ମୁଁ ଜଣକୁ ହେଲେ ନ ହରାଇ ଶେଷ ଦିନରେ ସେହି ସମସ୍ତଙ୍କୁ ପୁନର୍ଜୀବିତ କରିବି, ଏହା ତାଙ୍କର ଇଚ୍ଛା।


Swiv nou:

Piblisite


Piblisite