Biblia Todo Logo
Bib sou entènèt

- Piblisite -




ଯୋହନ 18:2 - ପବିତ୍ର ବାଇବଲ (CL) NT (BSI)

2 ଏଠାରେ ଅନେକ ଥର ଯୀଶୁ ଶିଷ୍ୟମାନଙ୍କ ସହିତ ସାକ୍ଷାତ କରୁଥିବା କଥା ବିଶ୍ୱାସଘାତକ ଯିହୁଦା ଜାଣିଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେହିସ୍ଥାନ ଜାଣିଥିଲା, କାରଣ ଯୀଶୁ ଅନେକ ଥର ଆପଣା ଶିଷ୍ୟମାନଙ୍କ ସହିତ ସେସ୍ଥାନକୁ ଯାଉଥିଲେ।

Gade chapit la Kopi

ଓଡିଆ ବାଇବେଲ

2 ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେହି ସ୍ଥାନ ଜାଣିଥିଲା, କାରଣ ଯୀଶୁ ଅନେକ ଥର ଆପଣା ଶିଷ୍ୟମାନଙ୍କ ସହିତ ସେ ସ୍ଥାନକୁ ଯାଉଥିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେହି ସ୍ଥାନ ଜାଣିଥିଲା, କାରଣ ଯୀଶୁ ଅନେକ ଥର ଆପଣା ଶିଷ୍ୟମାନଙ୍କ ସହିତ ସେ ସ୍ଥାନକୁ ଯାଉଥିଲେ।

Gade chapit la Kopi

ପବିତ୍ର ବାଇବଲ

2 ଯିହୂଦା ଏହି ସ୍ଥାନ ଜାଣିଥିଲା। କାରଣ ଯୀଶୁ ପ୍ରାୟ ତାହାଙ୍କ ଶିଷ୍ୟମାନଙ୍କ ସହିତ ସେହି ସ୍ଥାନକୁ ଯାଉଥିଲେ। ସେହି ଯିହୂଦା ହିଁ ଯୀଶୁଙ୍କର ବିରୁଦ୍ଧରେ ଗଲା।

Gade chapit la Kopi




ଯୋହନ 18:2
4 Referans Kwoze  

ଯୀଶୁ ନଗର ଛାଡ଼ି ତାଙ୍କର ଅଭ୍ୟାସ ଅନୁସାରେ ପ୍ରାର୍ଥନା କରିବା ପାଇଁ ଜୀତ ପର୍ବତକୁ ଗଲେ ଓ ଶିଷ୍ୟମାନେ ମଧ୍ୟ ତାଙ୍କ ସହିତ ଗଲେ।


ସେହି ସମୟରେ ଯୀଶୁ ମନ୍ଦିରରେ ଶିକ୍ଷା ଦେଇ ଦିନ ଅତିବାହିତ କରୁଥିଲେ ଓ ସନ୍ଧ୍ୟା ସମୟରେ ବାହାରି ଯାଇ ଜୀତ ପର୍ବତ ଉପରେ ରାତ୍ରି କ୍ଷେପଣ କରୁଥିଲେ।


“ପ୍ରଭୁ, ମୋ’ ପୁଅକୁ ଦୟା କରନ୍ତୁ। ମୂର୍ଚ୍ଛାରୋଗ ପ୍ରକୋପରେ ସେ ଅନେକ ଥର ନିଆଁ ବା ପାଣିରେ ପଡ଼ିଯାଏ।


Swiv nou:

Piblisite


Piblisite