ଯୋହନ 19:2 - ପବିତ୍ର ବାଇବଲ (CL) NT (BSI)2 ସୈନିକମାନ କଣ୍ଟା ଡାଳର ଗୋଟିଏ ମୁକୁଟ ତିଆରି କରି ଯୀଶୁଙ୍କ ମସ୍ତକରେ ଦେଲେ, ତାଙ୍କୁ ଗୋଟିଏ ବାଇଗଣିଆ ରଙ୍ଗର ପୋଷାକ ପିନ୍ଧାଇଲେ Gade chapit laପବିତ୍ର ବାଇବଲ (Re-edited) - (BSI)2 ପୁଣି, ସୈନ୍ୟମାନେ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ; Gade chapit laଓଡିଆ ବାଇବେଲ2 ପୁଣି, ସୈନ୍ୟମାନେ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣ ବସ୍ତ୍ର ପିନ୍ଧାଇଲେ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ସୈନ୍ୟମାନେ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣ ବାହ୍ୟ ବସ୍ତ୍ର ପିନ୍ଧାଇଲେ; Gade chapit laପବିତ୍ର ବାଇବଲ2 ସୈନିକମାନେ କଣ୍ଟା ଗଛର ମୁକୁଟ ତିଆରି କରି ତାହାଙ୍କ ମୁଣ୍ଡରେ ପିନ୍ଧାଇଲେ। ତା'ପରେ ସେମାନେ ତାହାଙ୍କୁ ବାଇଗଣୀ ରଙ୍ଗର ପୋଷାକ ପିନ୍ଧାଇଲେ। Gade chapit la |