Biblia Todo Logo
Bib sou entènèt

- Piblisite -




ଯୋହନ 2:1 - ପବିତ୍ର ବାଇବଲ (CL) NT (BSI)

1 ଏହାର ଦୁଇ ଦିନ ପରେ ଗାଲିଲୀ ପ୍ରଦେଶର କାନ୍ନା ସହରରେ ଗୋଟିଏ ବିବାହ ଉତ୍ସବ ହେଉଥିଲା। ଯୀଶୁଙ୍କର ମା’ ସେଠାରେ ଉପସ୍ଥିତ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ତୃତୀୟ ଦିବସରେ ଗାଲିଲୀର କାନ୍ନାରେ ଗୋଟିଏ ବିବାହ ହେଲା, ଆଉ ଯୀଶୁଙ୍କ ମାତା ସେଠାରେ ଥିଲେ।;

Gade chapit la Kopi

ଓଡିଆ ବାଇବେଲ

1 ତୃତୀୟ ଦିବସରେ ଗାଲିଲୀର କାନାରେ ଗୋଟିଏ ବିବାହ ହେଲା, ଆଉ ଯୀଶୁଙ୍କ ମାତା ସେଠାରେ ଥିଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ତୃତୀୟ ଦିବସରେ ଗାଲିଲୀର କାନ୍ନାରେ ଗୋଟିଏ ବିବାହ ହେଲା, ଆଉ ଯୀଶୁଙ୍କ ମାତା ସେଠାରେ ଥିଲେ;

Gade chapit la Kopi

ପବିତ୍ର ବାଇବଲ

1 ତିନି ଦିନ ପରେ ଗାଲିଲୀର କାନ୍ନା ସହରରେ ଗୋଟିଏ ବିବାହ ହେଲା ଆଉ ଯୀଶୁଙ୍କ ମା ସେଠାରେ ଥିଲେ।

Gade chapit la Kopi




ଯୋହନ 2:1
17 Referans Kwoze  

ତା’ପରେ ଯୀଶୁ ଗାଲିଲୀର କାନ୍ନା ସହରକୁ ଫେରିଗଲେ। ସେଠାରେ ସେ ଜଳକୁ ଦ୍ରାକ୍ଷାରସରେ ପରିଣତ କରିଥିଲେ।


ସେତେବେଳେ ସେଠାରେ ଶିମୋନ ପିତର, ଥୋମା (ଯାହାଙ୍କର ଅନ୍ୟ ନାମ ଯମଜ), ଗାଲିଲୀର କାନ୍ନା ସହର ନିବାସୀ ନିଥେନିୟଲ, ଜେବଦୀଙ୍କ ଦୁଇ ପୁତ୍ର, ପୁଣି ଅନ୍ୟ ଦୁଇ ଜଣ ଶିଷ୍ୟ ଉପସ୍ଥିତ ଥିଲେ।


ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଲେ। ବାଟରେ ଫିଲିପ୍ ନାମକ ଜଣେ ବ୍ୟକ୍ତିକୁ ଭେଟି କହିଲେ, “ମୋ’ ସଙ୍ଗରେ ଆସ।” (


ଯୀଶୁ ଲୋକମାନଙ୍କ ସହିତ କଥାବାର୍ତ୍ତା ହେବାବେଳେ ତାଙ୍କ ମାଆ ଓ ଭାଇମାନେ ସେହି ସ୍ଥାନରେ ପହଞ୍ଚି ତାଙ୍କୁ କିଛି କହତବା ପାଇଁ ବାହାରେ ଅପେକ୍ଷା କରି ତାଙ୍କୁ ଡକାଇଲେ।


ତା’ ପରଦିନ ଯୀଶୁଙ୍କୁ ତାଙ୍କ ନିକଟକୁ ଆସୁଥିବାର ଦେଖି ଯୋହନ କହିଲେ, “ଏହି ଦେଖ, ଈଶ୍ୱରଙ୍କ ମେଷଶାବକ ଯେ ଜଗତର ପାପ ବହି ନେଇ ଯାଆନ୍ତି।


ବିବାହ ସମସ୍ତଙ୍କ ଦୃଷ୍ଟିରେ ମହତ୍ତ୍ୱପୂର୍ଣ୍ଣ ହେଉ, ସ୍ୱାମୀ ଓ ସ୍ତ୍ରୀ ପରସ୍ପର ପ୍ରତି ବିଶ୍ୱସ୍ତ ରହନ୍ତୁ। ଈଶ୍ୱର କାମକୁ ଓ ପାରଦାରିକମାନଙ୍କର ବିଚାର କରିବେ।


ତା’ ପରଦିନ ଯୋହନ ତାଙ୍କର ଦୁଇ ଜଣ ଶିଷ୍ୟଙ୍କ ସହିତ ସେହିଠାରେ ଠିଆ ହୋଇଥିବା ବେଳେ,


ଯୀଶୁ ତାଙ୍କର ଏହି ପ୍ରଥମ ଅଲୌକିକ କାର୍ଯ୍ୟ ଗାଲିଲୀର କାନ୍ନା ସହରରେ କରିଥିଲେ। ସେଠାରେ ସେ ତାଙ୍କର ମହିମା ପ୍ରକାଶ କଲେ ଏବଂ ଶିଷ୍ୟମାନେ ତାଙ୍କଠାରେ ବିଶ୍ୱାସ କଲେ।


Swiv nou:

Piblisite


Piblisite