Biblia Todo Logo
Bib sou entènèt

- Piblisite -




ଯୋହନ 2:21 - ପବିତ୍ର ବାଇବଲ (CL) NT (BSI)

21 କିନ୍ତୁ ଯୀଶୁ ତାଙ୍କ ନିଜର ଶରୀରରୂପ ମନ୍ଦିରକୁ ଲକ୍ଷ୍ୟ କରି ଏକଥା କହିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 କିନ୍ତୁ ସେ ଆପଣା ଶରୀରରୂପ ମନ୍ଦିର ସମ୍ଵନ୍ଧରେ କହୁଥିଲେ।

Gade chapit la Kopi

ଓଡିଆ ବାଇବେଲ

21 କିନ୍ତୁ ସେ ଆପଣା ଶରୀରରୂପ ମନ୍ଦିର ସମ୍ବନ୍ଧରେ କହୁଥିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କିନ୍ତୁ ସେ ଆପଣା ଶରୀରରୂପ ମନ୍ଦିର ସମ୍ବନ୍ଧରେ କହୁଥିଲେ।

Gade chapit la Kopi

ପବିତ୍ର ବାଇବଲ

21 କିନ୍ତୁ ଯେତବେଳେ ଯୀଶୁ “ଏହି ମନ୍ଦିର” କହିଲେ, ସେତେବେଳେ ସେ ଆପଣା ଶରୀରରୂପ ମନ୍ଦିର ସମ୍ଵନ୍ଧରେ କହୁଥିଲେ।

Gade chapit la Kopi




ଯୋହନ 2:21
10 Referans Kwoze  

ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ ତୁମ୍ଭମାନଙ୍କର ଶରୀର ଈଶ୍ୱରଙ୍କଠାରୁ ପ୍ରାପ୍ତ ଅନ୍ତର୍ବାସୀ ପବିତ୍ରଆତ୍ମାଙ୍କ ମନ୍ଦିର? ତୁମେ ଆଉ ତୁମର ହୋଇ ନାହଁ, ମାତ୍ର ଈଶ୍ୱରଙ୍କର।


ତୁମେ ନିଶ୍ଚିତରୂପେ ଜାର ଯେ ତୁମ୍ଭେମାନେ ଈଶ୍ୱରଙ୍କ ମନ୍ଦିର, ଈଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି।


ସେ ଯେଉଁ ମହାପବିତ୍ର ସ୍ଥାନରେ ସ୍ଥାପିତ ତମ୍ବୁ ତଳେ ମହାଯାଜକ ଭାବରେ କାର୍ଯ୍ୟ କରନ୍ତି, ତାହା ମନୁଷ୍ୟ ଦ୍ୱାରା ନିର୍ମିତ ନୁହେଁ, ତାହାକୁ ଈଶ୍ୱର ସ୍ଥାପନ କରିଛନ୍ତି।


କେବଳ ମାନବରୂପୀ ଖ୍ରୀଷ୍ଟଙ୍କଠାରେ ଐଶ୍ୱରିକ ସ୍ୱଭାବ ପୂର୍ଣ୍ଣମାତ୍ରାରେ ନିହିତ ଅଛି।


କାରଣ ଈଶ୍ୱରଙ୍କର ନିଷ୍ପତ୍ତି ଅନୁଯାୟୀ ପୁତ୍ର ନିଜେ ଈଶ୍ୱରଙ୍କ ପୂର୍ଣ୍ଣ ସ୍ୱଭାବ ଧାରଣ କରିଛନ୍ତି।


ଈଶ୍ୱରଙ୍କ ମନ୍ଦିରରେ କିପରି ପ୍ରତିମାର ପ୍ରତିଷ୍ଟା ହେଇପାରେ? ଆମେମାନେ ତ ଜୀବନ୍ତ ଈଶ୍ବରଙ୍କ ମନ୍ଦିର, କାରଣ ଈଶ୍ୱର ନିଜେ କହି ଅଛନ୍ତି, “ମୋର ଲୋକମାନଙ୍କ ସହିତ ମୁଁ ବାସ କରିବି ଓ ସେମାନଙ୍କ ମଧ୍ୟରେ ବିଚରଣ କରିବି; ମୁଁ ସେମାନଙ୍କ ଈଶ୍ୱର ହେବି ଓ ସେମାନେ ମୋର ନିଚ ଲୋକ ହେବେ।”


ସେହି ବାକ୍ୟ ମାନବ ଶରୀର ଧାରଣ କରି ଆମ ସହିତ ଜୀବନଯାପନ କଲେ। ସେ ଅନୁଗ୍ରହ ଓ ସତ୍ୟତାରେ ପରିପୂର୍ଣ୍ଣ ଥିଲେ। ଈଶ୍ୱରଙ୍କ ଅନ୍ୟ ପୁତ୍ର ସ୍ୱରୂପେ ସେ ଯେଉଁ ଅଲୌକିକ ମହିମା ପାଇଥିଲେ, ତାହା ଆମେ ଦେଖିଲୁ।


ତାଙ୍କ ପୁନରୁତ୍ଥାନ ପରେ ଶିଷ୍ୟମାନଙ୍କର ମନେ ପଡ଼ିଲା ଯେ ସେ ଏହା କହିଥିଲେ। ତେଣୁ ସେମାନେ ଧର୍ମଶାସ୍ତ୍ର ଓ ଯୀଶୁଙ୍କ କଥାରେ ବିଶ୍ୱାସ କଲେ।


Swiv nou:

Piblisite


Piblisite