Biblia Todo Logo
Bib sou entènèt

- Piblisite -




ଯୋହନ 2:23 - ପବିତ୍ର ବାଇବଲ (CL) NT (BSI)

23 ନିସ୍ତାର ପର୍ବ ସମୟରେ ଯିରୁଶାଲମରେ ଯୀଶୁ ଥିବା ବେଳେ ଅନେକେ ତାଙ୍କର ଅଲୌକିକ କାର୍ଯ୍ୟ ସବୁ ଦେଖି ତାଙ୍କଠରେ ବିଶ୍ୱାସ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ନିସ୍ତାର ପର୍ବର ଉତ୍ସବ ସମୟରେ ସେ ଯିରୂଶାଲମରେ ଥିବାବେଳେ ଅନେକେ ତାହାଙ୍କ ସାଧିତ ଆଶ୍ଚର୍ଯ୍ୟକର୍ମଗୁଡ଼ିକ ଦେଖି ତାହାଙ୍କ ନାମରେ ବିଶ୍ଵାସ କଲେ,

Gade chapit la Kopi

ଓଡିଆ ବାଇବେଲ

23 ନିସ୍ତାର ପର୍ବର ଉତ୍ସବ ସମୟରେ ସେ ଯିରୂଶାଲମରେ ଥିବା ସମୟରେ ଅନେକେ ତାହାଙ୍କ ସାଧିତ ଆଶ୍ଚର୍ଯ୍ୟ କର୍ମଗୁଡ଼ିକ ଦେଖି ତାହାଙ୍କ ନାମରେ ବିଶ୍ୱାସ କଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ନିସ୍ତାର ପର୍ବର ଉତ୍ସବ ସମୟରେ ସେ ଯିରୂଶାଲମ ସହରରେ ଥିବା ସମୟରେ ଅନେକେ ତାହାଙ୍କ ସାଧିତ ଆଶ୍ଚର୍ଯ୍ୟକର୍ମଗୁଡ଼ିକ ଦେଖି ତାହାଙ୍କ ନାମରେ ବିଶ୍ୱାସ କଲେ,

Gade chapit la Kopi

ପବିତ୍ର ବାଇବଲ

23 ଯୀଶୁ ନିସ୍ତାରପର୍ବ ପାଇଁ ଯିରୁଶାଲମରେ ଥିଲେ। ଅନେକ ଲୋକ ତାହାଙ୍କ ଉପରେ ବିଶ୍ୱାସ କରିଲେ। କାରଣ ସେମାନେ ତାହାଙ୍କ ଦ୍ୱାରା କରାଯାଇଥିବା ଆଶ୍ଚର୍ଯ୍ୟ କାର୍ଯ୍ୟମାନ ଦେଖିଲେ।

Gade chapit la Kopi




ଯୋହନ 2:23
18 Referans Kwoze  

ଯେଉଁମାନେ ସେହି ବାର୍ତ୍ତା ଶୁଣି ଆନନ୍ଦରେ ଗ୍ରହଣ କରନ୍ତି, ସେମାନେ ପଥୁରିଆ ଭୂଇଁରେ ପଡ଼ିଥିବା ବିହନ ପରି। ସେହି ବାର୍ତ୍ତା ସେମାନଙ୍କ ମଧ୍ୟରେ ଗଭୀରଭାବେ ପ୍ରବେଶ କରି ନ ଥିବାରୁ, ସେମାନଙ୍କ ବିଶ୍ୱାସ କ୍ଷଣସ୍ଥାୟୀ ହୁଏ ଏବଂ ପରୀକ୍ଷା ଆସିଲେ, ସେମାନଙ୍କ ପତନ ଘଟେ।


ଯୀଶୁଙ୍କ ଏହି ଅଲୌକିକ କାର୍ଯ୍ୟ ଦେଖି ଲୋକେ କହିଲେ, “ଯେଉଁ ଭାବବାଦୀ ଜଗତକୁ ଆସବାର ଥିଲା, ଏ ନିଶ୍ଚୟ ସେହି।”


କାରଣ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହୋଇ ଜୀବନ ଯାପନ କଲେ, ସୁନ୍ନତ ବା ଅସୁନ୍ନତର କୌଣସି ପ୍ରଭେଦ ରହେ ନାହିଁ। ଏକମାତ୍ର ପ୍ରୟୋଜନୀୟ ବିଷୟ ହେଉଛି, ବିଶ୍ୱାସରେ ଅଟଳ ରହି ପ୍ରେମରେ କର୍ତ୍ତବ୍ୟ ସାଧନ କରିବା।


କିନ୍ତୁ ଜନତା ଭିତରୁ ଅନେକେ ଯୀଶୁଙ୍କଠାରେ ବିଶ୍ୱାସ କରି କହିଲେ, “ମସୀହ ଆସିଲେ, ଏହାଙ୍କ ଅପେକ୍ଷା ସେ କ’ଣ ଆହୁରି ଅଧିକ ଅଲୌକିକ କାର୍ଯ୍ୟ କରିବେ?”


ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି କହିଲେ, “ରାବି, ଆମେ ଜାଣୁ, ଆପଣ ଈଶ୍ୱର ପ୍ରେରିତ ଗୁରୁ। ଆପଣ ଯେଉଁସବୁ ଅଲୌକିକ କାର୍ଯ୍ୟ କରୁଛନ୍ତି, ଈଶ୍ୱରଙ୍କ ସହାୟତା ବିନା ତାହା କେହି କରି ପାରିବେ ନାହିଁ।”


ଇହୁଦୀମାନଙ୍କର ନିସ୍ତାର ପର୍ବ ଅତି ନିକଟ ହୋଇ ଆସିଲା। ତେଣୁ ଯୀଶୁ ଯିରୂଶଶଲମକୁ ଗଲେ।


ଯୀଶୁ ତାଙ୍କର ଏହି ପ୍ରଥମ ଅଲୌକିକ କାର୍ଯ୍ୟ ଗାଲିଲୀର କାନ୍ନା ସହରରେ କରିଥିଲେ। ସେଠାରେ ସେ ତାଙ୍କର ମହିମା ପ୍ରକାଶ କଲେ ଏବଂ ଶିଷ୍ୟମାନେ ତାଙ୍କଠାରେ ବିଶ୍ୱାସ କଲେ।


ଗାଲିଲୀର ଲୋକମାନେ ଯୀଶୁଙ୍କୁ ସ୍ୱାଗତ କଲେ, କାରଣ ନିସ୍ତାର ପର୍ବବେଳେ ଯିରୂଶାଲମରେ ଯୀଶୁ କରିଥିବା କାର୍ଯ୍ୟ ସବୁ ସେମାନେ ଦେଖିଥିଲେ।


କିନ୍ତୁ ମୋ’ ସପକ୍ଷରେ ଯୋହନଙ୍କଠାରୁ ଅଧିକ ଶକ୍ତିଶାଳୀ ଜଣେ ସାକ୍ଷୀ ଅଛନ୍ତି। ପିତା ଈଶ୍ୱରଙ୍କ ଆଜ୍ଞା ଅନୁଯାୟୀ ମୁଁ ଯେଉଁସବୁ କର୍ମ ସାଧନ କରୁଛି, ସେହିସବୁ ହିଁ ମୋ’ ପାଇଁ ଯଥାର୍ଥ ସାକ୍ଷ୍ୟ। ସେହିସବୁ ପ୍ରମାଣ କରୁଛି ଯେ, ମୋତେ ଈଶ୍ୱର ପ୍ରେରଣ କରିଛନ୍ତି।


ଅନେକ ଲୋକ ତାଙ୍କର ପଛେ ପଛେ ଯାଉଥିଲେ, କାରଣ ଯୀଶୁ ତାଙ୍କ ଅଲୌକିକ ଶକ୍ତି ବଳରେ ପୀଡ଼ିତ ଲୋକମାନଙ୍କୁ ସୁସ୍ଥ କରୁଥିବା ସେମାନେ ଦେଖିଥିଲେ।


ମରିୟମଙ୍କୁ ଦେଖିବା ପାଇଁ ଆସିଥିବା ଲୋକମାନଙ୍କ ମଧ୍ୟରୁ ଅନେକେ ଯୀଶୁଙ୍କର ଏ କାର୍ଯ୍ୟ ଦେଖି ତାଙ୍କଠାରେ ବିଶ୍ୱାସ କଲେ।


ଆମ ପ୍ରତି ତାଙ୍କର ଆଜ୍ଞା ହେଉଛି: ତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା।


Swiv nou:

Piblisite


Piblisite