Biblia Todo Logo
Bib sou entènèt

- Piblisite -




ଯୋହନ 2:6 - ପବିତ୍ର ବାଇବଲ (CL) NT (BSI)

6 ଇହୁଦୀମାନଙ୍କର ଶାସ୍ତ୍ରୀୟ ରୀତି ଅନୁଯାୟୀ ଅଙ୍ଗ ପ୍ରକ୍ଷାଳନ କରି ଶୁଚି ହେବା ପାଇଁ ସେଠାରେ ପ୍ରସ୍ତର ନିର୍ମିତ ଛଅଟି ବଡ଼ ବଡ଼ ପାଣିକୁଣ୍ଡ ଥିଲା। ପ୍ରତ୍ୟେକଟି କୁଣ୍ଡରେ ପ୍ରାୟ ଏକ ଶହ ଲିଟର ପାଣି ଧରି ପାରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ, ସେଠାରେ ଯିହୁଦୀମାନଙ୍କ ଶୁଚିକରଣ ରୀତି ଅନୁସାରେ ଦୁଇ ବା ତିନି ମହଣିଆ ଛଅଗୋଟା ପଥର ଜାହାଲା ରଖାଯାଇଥିଲା।

Gade chapit la Kopi

ଓଡିଆ ବାଇବେଲ

6 ଆଉ, ସେଠାରେ ଯିହୂଦୀମାନଙ୍କ ଶୁଚିକରଣ ରୀତି ଅନୁସାରେ ଦୁଇ ବା ତିନି ମହଣିଆ ଛଅଗୋଟା ପଥର ଜାହାଲା ରଖାଯାଇଥିଲା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ, ସେଠାରେ ଯିହୁଦୀମାନଙ୍କ ଶୁଚିକରଣ ରୀତି ଅନୁସାରେ ଦୁଇ ବା ତିନି ମହଣିଆ ଛଅଗୋଟା ପଥର ଜାହାଲା ରଖାଯାଇଥିଲା।

Gade chapit la Kopi

ପବିତ୍ର ବାଇବଲ

6 ସେହି ସ୍ଥାନରେ ଛଅଟି ପଥରର ବଡ଼ ଜଳକୁଣ୍ଡ ଥିଲା। ଯିହୂଦୀମାନେ ତାହାଙ୍କ ଶୁଚିକରଣ ନୀତି ଅନୁସାରେ ଏହି ଜଳକୁଣ୍ଡ ବ୍ୟବହାର କରୁଥିଲେ। ପ୍ରତ୍ୟେକ ଜଳକୁଣ୍ଡରେ ପ୍ରାୟ ଅଶୀରୁ ଶହେ କୋଡିଏ ଲିଟର ପାଣି ଧରୁଥିଲା।

Gade chapit la Kopi




ଯୋହନ 2:6
9 Referans Kwoze  

ଦିନେ ଶାସ୍ତ୍ରୀୟ ବିଧି ଅନୁଯାୟୀ ଶୁଚି ହେବା ବିଷୟରେ ଯୋହନଙ୍କ ଶିଷ୍ୟମାନେ ଜଣେ ଇହୁଦୀ ଲୋକ ସହିତ ତର୍କ କରୁଥିଲେ।


କାରଣ ସେ ସବୁ କେବଳ ଖାଦ୍ୟପେୟ ଏବଂ ଶୁଚିକରଣ ପାଇଁ ବାହିକ କ୍ରିୟା କର୍ମ ମାତ୍ର। ଈଶ୍ୱରଙ୍କର ନୂତନ ବିଧାନର ପ୍ରତିଷ୍ଠା ପର୍ଯ୍ୟନ୍ତ ଏ ସବୁର ଉପଯୋଗିତା ଥିଲା।


ଖ୍ରୀଷ୍ଟ ମଣ୍ଡଳୀକୁ ଜଳରେ ପରିଷ୍କୃତ କରି ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ,


ଅତଏବ ଆସ, ଆମ୍ଭେମାନେ ଶୁଦ୍ଧ ଅନ୍ତଃକରଣ ଓ ଦୃଢ଼ ବିଶ୍ୱାସ ସହହ ଈଶ୍ୱରଙ୍କ ନିକଟକୁ ଯିବା; କାରଣ ଆମ୍ଭୋନେ ଏବେ କଳୁଷିତ ବିବେକରୁ ଶୁଚି ହୋଇଛୁ ଓ ଆମ ଶରୀର ନିର୍ମଳ ଜଳରେ ଧୌତ ହୋଇଛି


ପ୍ରଥମେ ମୋଶା ବ୍ୟବସ୍ଥାର ଆଜ୍ଞାମାନ ଲୋକମାନଙ୍କ ନିକଟରେ ଘୋଷଣା କଲେ। ତତ୍ପରେ ସେ ବୃକ୍ଷ ଓ ଛାଗର ରକ୍ତ ଜଳ ସହିତ ମିଶାଇ ଏସୋବ ଡାଳ ଓ କିଛି ଲୋହିତ ବର୍ଣ୍ଣର ମେଷ ଲୋମ ଦ୍ୱାରା ବ୍ୟବସ୍ଥା ପୁସ୍ତକ ଓ ଲୋକମାନଙ୍କ ଉପରେ ସେଚନ କଲେ।


ଜଳଦୀକ୍ଷା ସମ୍ବନ୍ଧୀୟ ଶିକ୍ଷା, ହସ୍ତାର୍ପଣ, ମହାବିଚାର, ମୃତମାନଙ୍କର ପୁନରୁତ୍ଥାନ ଓ ଅନନ୍ତ ଦଣ୍ଡ ପ୍ରଭୃତି ତତ୍ତ୍ୱମାନଙ୍କର ଭିତ୍ତି ପୁନର୍ବାର ସ୍ଥାପନ କରିବା ଅନାବଶ୍ୟକ।


ସେ କହିଲା, ‘ଏକ ଶହ ପିପା ତେଲ’। ବେବର୍ତ୍ତା କହିଲା, ‘ଏଇ ତୋର ରସିଦ୍, ଏଥିରେ ପଚାଶ ବୋଲି ଲେଖିଦେ।’


ଯୀଶୁ ପରିଚାରକମାନଙ୍କୁ କହିଲେ, “ଏହି କୁଣ୍ଡଗୁଡ଼ିକରେ ପାଣି ଭର୍ତ୍ତି କର।” କୁଣ୍ଡସବୁ ପୂର୍ଣ୍ଣ ହେବ ପରେ


Swiv nou:

Piblisite


Piblisite