Biblia Todo Logo
Bib sou entènèt

- Piblisite -




ଯୋହନ 20:2 - ପବିତ୍ର ବାଇବଲ (CL) NT (BSI)

2 ସେ ଦୌଡ଼ି ଯାଇ ଶିମୋନ ପିତର ଓ ଯୀଶୁଙ୍କ ସେହି ପ୍ରିୟ ଶିଷ୍ୟକୁ ଖବର ଦେଇ କହିଲେ, “ପ୍ରଭୁଙ୍କୁ ସେମାନେ କବର ଭିତରୁ ନେଇ ଯାଇଛନ୍ତି; କେଉଁଠି ତାଙ୍କୁ ନେଇ ରଖିଛନ୍ତି, ଆମେ ଜାଣି ନାହୁଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତେଣୁ ସେ ଦୌଡ଼ିଯାଇ ଶିମୋନ ପିତର ଓ ଯୀଶୁ ଯାହାଙ୍କୁ ସ୍ନେହ କରୁଥିଲେ, ସେହି ଅନ୍ୟ ଶିଷ୍ୟଙ୍କ ନିକଟକୁ ଆସିଲେ, ଆଉ ସେମାନଙ୍କୁ କହିଲେ, କେଉଁମାନେ ସମାଧିରୁ ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ପୁଣି ତାହାଙ୍କୁ କେଉଁଠାରେ ରଖିଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହୁଁ।

Gade chapit la Kopi

ଓଡିଆ ବାଇବେଲ

2 ତେଣୁ ସେ ଦୌଡ଼ିଯାଇ ଶିମୋନ ପିତର ଓ ଯୀଶୁ ଯାହାଙ୍କୁ ସ୍ନେହ କରୁଥିଲେ, ସେହି ଅନ୍ୟ ଶିଷ୍ୟଙ୍କ ନିକଟକୁ ଆସିଲେ, ଆଉ ସେମାନଙ୍କୁ କହିଲେ, କେଉଁମାନେ ସମାଧିରୁ ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ପୁଣି, ତାହାଙ୍କୁ କେଉଁଠାରେ ରଖିଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହୁଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତେଣୁ ସେ ଦୌଡ଼ିଯାଇ ଶିମୋନ ପିତର ଓ ଯୀଶୁ ଯାହାଙ୍କୁ ସ୍ନେହ କରୁଥିଲେ, ସେହି ଅନ୍ୟ ଶିଷ୍ୟଙ୍କ ନିକଟକୁ ଆସିଲେ, ଆଉ ସେମାନଙ୍କୁ କହିଲେ, ସେମାନେ ସମାଧିରୁ ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ପୁଣି, ତାହାଙ୍କୁ କେଉଁଠାରେ ରଖିଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହୁଁ।

Gade chapit la Kopi

ପବିତ୍ର ବାଇବଲ

2 ତେଣୁ ମରିୟମ, ଶିମୋନ ପିତର ଓ ଅନ୍ୟ ଜଣେ ଶିଷ୍ୟ ଯାହାଙ୍କୁ ଯୀଶୁ ପ୍ରେମ କରୁଥିଲେ, ସେମାନଙ୍କ ନିକଟକୁ ଦୌଡ଼ିଗଲେ ଓ ସେ ସେମାନଙ୍କୁ କହିଲେ, “ସେମାନେ ପ୍ରଭୁଙ୍କର ମୃତଦେହକୁ କବର ଭିତରୁ ନେଇଯାଇଛନ୍ତି। ସେମାନେ ତାହାଙ୍କୁ କେଉଁଠାରେ ରଖିଛନ୍ତି ଆମ୍ଭେ ଜାଣି ନାହୁଁ।”

Gade chapit la Kopi




ଯୋହନ 20:2
9 Referans Kwoze  

ସେମାନଙ୍କ ମଧ୍ୟରୁ ଯେଉଁ ଶିଷ୍ୟଙ୍କୁ ଯୀଶୁ ଅତି ଭଲ ପାଉଥିଲେ, ସେ ଯୀଶୁଙ୍କ ଆଡ଼କୁ ଆଉଜି ବସିଥିଲେ।


ସେମାନେ ପଚାରିଲେ, “କାନ୍ଦୁଛ କାହିଁକି ମାଁ?” ମରିୟମ ଉତ୍ତର ଦେଲେ, “ସେମାନେ ମୋ’ ପ୍ରଭୁଙ୍କୁ ନେଇ ଯାଇଛନ୍ତି। ମୁଁ ଜାଣେ ନାହିଁ, ତାଙ୍କୁ କେଉଁଠି ରଖିଛନ୍ତି।”


ଏହି ସମସ୍ତ ବିଷୟ ସେହି ଶିଷ୍ୟ କହି ଯାଇଛନ୍ତି। ଏ ସବୁକୁ ମଧ୍ୟ ସେ ଲିପିବଦ୍ଧ କରିଛନ୍ତି ଏବଂ ଆମେ ଜାଣୁ, ସେ ଯାହା କହିଛନ୍ତି, ତା’ ସବୁ ସତ୍ୟ।


ଯୀଶୁଙ୍କ ପ୍ରିୟ ଶିଷ୍ୟ, ପିତରଙ୍କୁ କହିଲେ, “ଏ ନିଶ୍ଚୟ ପ୍ରଭୁ।” ପିତର ଏହା ଶୁଣି ତରବରରେ ଖଣ୍ଡେ ଲୁଗା ଗୁଡ଼େଇ ହୋଇ ପାଣିକୁ ଡେଇଁ ପଡ଼ିଲେ (କାରଣ ସେ ଦେହରୁ ଲୁଗା କାଢ଼ି ମାଛ ଧରୁଥିଲେ)।


ଯୀଶୁ ମାତାଙ୍କ ପାଖରେ ତାଙ୍କ ପ୍ରିୟ ଶିଷ୍ୟଙ୍କୁ ଠିଆ ହୋଇଥିବା ଦେଖି ମାଁଙ୍କୁ କହିଲେ; “ଦେଖ, ଏ ତୁମର ପୁଅ।”


ପିତର ବୁଲିପଡ଼ି ପଛରେ ଯୀଶୁଙ୍କ ପ୍ରିୟ ଶିଷ୍ୟଙ୍କୁ ଦେଖିଲେ। (ଏହି ଶିଷ୍ୟଟି ଦିନେ ଯୀଶୁଙ୍କ ଉପରକୁ ଆଉଜି ପଡ଼ି ପଚାରିଥିଲା, “ପ୍ରଭୁ, ଆପଣଙ୍କ ପ୍ରତି କିଏ ବିଶ୍ୱାସଘାତକତା କରିବ?”)


ଯୀଶୁ ପଚାରିଲେ, “ତୁମେ କାହିଁକି କାନ୍ଦୁଛ? କାହାକୁ ଖୋଜୁଛ?” ତାଙ୍କୁ ଉଦ୍ୟାନର ମାଳୀ ଭାବି ମରିୟମ କହିଲେ, “ତୁମେ ଯଦି ତାଙ୍କୁ ନେଇ ଯାଇଛ, କେଉଁଠି ରଖିଛ, ମୋତେ କୁହ, ମୁଁ ଯାଇ ତାଙ୍କୁ ନେଇ ଆସିବି।”


କିନ୍ତୁ ସେତେବେଳେ ଏ ଦୁହେଁ ବୁଝିପାରି ନ ଥିଲେ ଯେ ଶାସ୍ତ୍ରବଚନ ଅନୁଯାୟୀ ଯୀଶୁ ମୃତ୍ୟୁରୁ ପୁନରୁତ୍ଥିତ ହେବେ।)


Swiv nou:

Piblisite


Piblisite