Biblia Todo Logo
Bib sou entènèt

- Piblisite -




ଯୋହନ 20:4 - ପବିତ୍ର ବାଇବଲ (CL) NT (BSI)

4 ଅନ୍ୟ ଶିଷ୍ୟଟି ପିତରଙ୍କଠାରୁ ଅଧିକ ଦ୍ରୂତଗତିରେ ଯାଇ ସମାଧି ପାଖରେ ପ୍ରଥମେ ପହଞ୍ଚିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେମାନେ ଦୁହେଁ ଏକସାଙ୍ଗରେ ଦୌଡ଼ିବାକୁ ଲାଗିଲେ, ଆଉ ସେହି ଅନ୍ୟ ଶିଷ୍ୟ ପିତରଙ୍କୁ ପଛରେ ପକାଇ ଆଗେ ସମାଧି ନିକଟରେ ପହଞ୍ଚିଲେ,

Gade chapit la Kopi

ଓଡିଆ ବାଇବେଲ

4 ସେମାନେ ଦୁହେଁ ଏକସାଙ୍ଗରେ ଦୌଡ଼ିବାକୁ ଲାଗିଲେ, ଆଉ ସେହି ଅନ୍ୟ ଶିଷ୍ୟ ପିତରଙ୍କୁ ପଛରେ ପକାଇ ଆଗେ ସମାଧି ନିକଟରେ ପହଞ୍ଚିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେମାନେ ଦୁହେଁ ଏକସାଙ୍ଗରେ ଦୌଡ଼ିବାକୁ ଲାଗିଲେ, ଆଉ ସେହି ଅନ୍ୟ ଶିଷ୍ୟ ପିତରଙ୍କୁ ପଛରେ ପକାଇ ଆଗେ ସମାଧି ନିକଟରେ ପହଞ୍ଚିଲେ,

Gade chapit la Kopi

ପବିତ୍ର ବାଇବଲ

4 ସେମାନେ ଦୁହେଁ ଦୌଡ଼ୁଥିଲେ, କିନ୍ତୁ ପିତରଙ୍କଠାରୁ ଅନ୍ୟ ଶିଷ୍ୟଜଣକ ଜୋ‌ର୍‌ରେ ଦୌଡ଼ୁଥିଲେ। ତେଣୁ ସେ ପ୍ରଥମେ କବର ପାଖରେ ପହଞ୍ଚିଲେ।

Gade chapit la Kopi




ଯୋହନ 20:4
7 Referans Kwoze  

କାରଣ ଦାନ କରିବାର ଆଗ୍ରହ ଥିହେଲ, ମନୁଷ୍ୟ ତା’ର ସାମର୍ଥ୍ୟ ଅନୁଯାୟୀ ଯାହା ଦାନ କରେ , ଈଶ୍ୱର ଗ୍ରହଣ କରିନ୍ତି। ତା’ର ସମ୍ବଳର ସୀମା ବାହାରେ ସେ କିଛି ଦେଉ ବୋଲି ଈଶ୍ୱର ଚାହାନ୍ତି ନାହିଁ।


କ’ଣ ଜାଣ ନାହିଁ ଯେ, ପ୍ରତିଯୋଗିତାରେ ଅନେକେ ଅଂଶ ଗ୍ରହଣ କରନ୍ତି, କିନ୍ତୁ ଜଣେ ପୁରସ୍କୃତ ହୁଏ? ତୁମ୍ଭେମାନେ ଏପରି ଭାବରେ ଦୌଡ଼, ଯେପରି ପୁରସ୍କାର ଲାଭ କରି ପାରିବ।


ଏହା ଶୁଣି ପିତର ଓ ସେହି ଶିଷ୍ୟ ଦୁହେଁ ସମାଧି ଆଡ଼କୁ ଦୌଡ଼ିଲେ।


ସେ ନଇଁପଡ଼ି ଦେଖିଲେ, ଯେଉଁ ଚାଦରରେ ଯୀଶୁଙ୍କ ଶରୀର ଗୁଡ଼ା ହୋଇଥିଲା, ତାହା ସେଇଠି ପଡ଼ିରହିଛି, କିନ୍ତୁ ସେ ସମାଧି ଭିତରକୁ ଗଲେ ନାହିଁ।


ଏହା ପରେ ଅନ୍ୟ ଶିଷ୍ୟଟି ସମାଧି ଭିତରକୁ ଯାଇ ଏସବୁ ଦେଖି ବିଶ୍ୱାସ କଲା। (


Swiv nou:

Piblisite


Piblisite