Biblia Todo Logo
Bib sou entènèt

- Piblisite -




ଯୋହନ 21:4 - ପବିତ୍ର ବାଇବଲ (CL) NT (BSI)

4 ପରଦିନ ସକାଳେ ସୂର୍ଯ୍ୟୋଦୟ ହେବାବେଳେ ଯୀଶୁ ଜଳ ଧାରରେ ଆସି ଠିଆ ହେଲେ, କିନ୍ତୁ ଶିଷ୍ୟମାନେ ତାଙ୍କୁ ଚିହ୍ନି ପାରିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କିନ୍ତୁ ପାହାନ୍ତା ହେଲା ଉତ୍ତାରେ ଯୀଶୁ କୂଳରେ ଠିଆ ହେଲେ; ତଥାପି ସେ ଯୀଶୁ ବୋଲି ଶିଷ୍ୟମାନେ ଜାଣିଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

4 କିନ୍ତୁ ପାହାନ୍ତା ହେଲା ଉତ୍ତାରେ ଯୀଶୁ କୂଳରେ ଠିଆ ହେଲେ; ତଥାପି ସେ ଯୀଶୁ ବୋଲି ଶିଷ୍ୟମାନେ ଜାଣିଲେ ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କିନ୍ତୁ ପାହାନ୍ତା ହେଲା ଉତ୍ତାରେ ଯୀଶୁ କୂଳରେ ଠିଆ ହେଲେ; ତଥାପି ସେ ଯୀଶୁ ବୋଲି ଶିଷ୍ୟମାନେ ଜାଣିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

4 ପରଦିନ ଅତି ସକାଳୁ ଯୀଶୁ ହ୍ରଦ କୂଳରେ ଠିଆ ହୋଇଥିଲେ। କିନ୍ତୁ ଶିଷ୍ୟମାନେ ତାହାଙ୍କୁ ଯୀଶୁ ବୋଲି ଜାଣି ନ ଥିଲେ।

Gade chapit la Kopi




ଯୋହନ 21:4
5 Referans Kwoze  

ଏହା କହି ମରିୟମ ବୁଲିପଡ଼ି ଦେଖିଲେ, ତାଙ୍କ ପଛପଟେ ଯୀଶୁ ଠିଆ ହୋଇଛନ୍ତି। କିନ୍ତୁ ସେତେବେଳେ ସେ ତାଙ୍କୁ ଚିହ୍ନିପାରି ନ ଥିଲେ।


ତା’ପରେ ସେମାନଙ୍କ ଆଖି ଖୋଲିଗଲା ଓ ସେମାନେ ତାଙ୍କୁ ଚିହ୍ନି ପାରିଲେ, କିନ୍ତୁ ସେ ସେହିକ୍ଷଣି ସେମାନଙ୍କ ଦୃଷ୍ଟିରୁ ଅନ୍ତର୍ହିତ ହେଲେ।


ଏହାପରେ ଯୀଶୁଙ୍କ ଆଉ ଦୁଇଜଣ ଶିଷ୍ୟ ଗୋଟିଏ ଗ୍ରାମକୁ ଗଲାବେଳେ ବାଟରେ ଯୀଶୁ ସେମାନଙ୍କୁ ଭିନ୍ନ ପ୍ରକାରେ ଦେଖାଦେଲେ।


Swiv nou:

Piblisite


Piblisite