Biblia Todo Logo
Bib sou entènèt

- Piblisite -




ଯୋହନ 21:5 - ପବିତ୍ର ବାଇବଲ (CL) NT (BSI)

5 ଯୀଶୁ ସେମାନଙ୍କୁ ପଚାରିଲେ, “ପିଲାମାନେ, କଅଣ କିଛି ଧରିପାରି ନାହଁ?” “ନା”, ସେମାନେ ଉତ୍ତର ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଯୀଶୁ ସେମାନଙ୍କୁ କହିଲେ, ପିଲାମାନେ ତୁମ୍ଭମାନଙ୍କ ପାଖରେ କଅଣ କିଛି ଖାଇବାର ଅଛି? ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାହିଁ।

Gade chapit la Kopi

ଓଡିଆ ବାଇବେଲ

5 ଯୀଶୁ ସେମାନଙ୍କୁ କହିଲେ, ପିଲାମାନେ ତୁମ୍ଭମାନଙ୍କ ପାଖରେ କ'ଣ କିଛି ଖାଇବାର ଅଛି ? ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଯୀଶୁ ସେମାନଙ୍କୁ କହିଲେ, “ପିଲାମାନେ ତୁମ୍ଭମାନଙ୍କ ପାଖରେ କଅଣ କିଛି ଖାଇବାର ଅଛି?” ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାହିଁ।

Gade chapit la Kopi

ପବିତ୍ର ବାଇବଲ

5 ତା'ପରେ ଶିଷ୍ୟମାନଙ୍କୁ କହିଲେ, “ବନ୍ଧୁମାନେ, ତୁମ୍ଭେ କିଛି ମାଛ ଧରିଛ କି?” ଶିଷ୍ୟମାନେ ଉତ୍ତର ଦେଲେ, “ନା।”

Gade chapit la Kopi




ଯୋହନ 21:5
10 Referans Kwoze  

ଖ୍ରୀଷ୍ଟଙ୍କ ଦ୍ୱାରା ମୋ’ ଈଶ୍ୱର ତାଙ୍କର ପ୍ରଚୁର ଐଶ୍ୱର୍ଯ୍ୟରେ ତୁମ୍ଭମାନଙ୍କର ସମସ୍ତ ଆବଶ୍ୟକତା ଯୋଗାଇ ଦେବେ।


ପିତୃଗଣ, ତୁମ୍ଭମାନଙ୍କୁ ଏ ପତ୍ର ଲେଖୁଛି; କାରଣ, ଅନାଦି କାଳରୁ ଯେ ବିଦ୍ୟମାନ; ତାଙ୍କୁ ତୁମେ ଜାଣିଛ। ଯୁବ ସମାଜ, ତୁମକୁ ମଧ୍ୟ ଏପତ୍ର ଲେଖୁଛି, କାରଣ ତୁମେ ପାପୀତ୍ମାକୁ ପରାସ୍ତ କରି ପାରିଛ।


ଧନ ଲାଳସାରୁ ନିବୃତ୍ତ ହୁଅଏବଂ ତୁମର ଯାହା ଅଛି, ସେଥିରେ ସନ୍ତୁଷ୍ଟ ରୁହ। କାରଣ ଈଶ୍ୱର କହିଛନ୍ତି, “ମୁଁ ତୁମକୁ ପରିତ୍ୟାଗ କରିବ ନାହିଁ, ମୁଁ ତୁମକୁ କେବେ ବଜୀନ କରିବି ନାହିଁ।”


ପିଲାମାନେ! ଅନ୍ତିମ କାଳ ନିକଟବର୍ତ୍ତୀ। ଖ୍ରୀଷ୍ଟଙ୍କ ଶତ୍ରୁ ଆସିବବାର ସମୟ ହେଲାଣି ବୋଲି ଶୁଣିଛୁ: ଖ୍ରୀଷ୍ଟଙ୍କର ଅନେକ ଶତ୍ରୁ ଏବେ ଦେଖାଦେଲେଣି; ସତରାଂ ଅନ୍ତିମ କାଳ ନିକଟ ହେଲାଣି ବୋଲି ଆମେ କାଳ ନିକଟ ଲୋଣଇ ବୋଲି ଆମେ ଜାଣୁ।


ସେହି ଦିନ ସନ୍ଧ୍ୟାବେଳେ ଶିଷ୍ୟମାନେ ଆସି କହିଲେ, “ବହୁତ ଡେରି ହୋଇଗଲାଣଇ, ପୁଣି ଏ ଜଗା ନିଛାଟଇଆ, ଲୋକମାନଙ୍କୁ ବିଦାୟ ଦିଅନ୍ତୁ। ସେମାନେ ର୍ଗାମାନଙ୍କୁ ଯାଇ ଖାଦ୍ୟ ଯୋଗାଡ଼ କରିବେ।”


ସେମାନଙ୍କ ପାଖରେ କେତୋଟି ଛୋଟ ମାଛ ମଧ୍ୟ ଥିଲା। ସେଥିନିମନ୍ତେ ଈଶ୍ୱରଙ୍କୁ ସେ ଆଉ ଥରେ ଧନ୍ୟବାଦ ଦେଇ ତାହା ବିତରଣ କରିବା ପାଇଁ ଶିଷ୍ୟମାନଙ୍କୁ କହିଲେ।


Swiv nou:

Piblisite


Piblisite