Biblia Todo Logo
Bib sou entènèt

- Piblisite -




ଯୋହନ 3:23 - ପବିତ୍ର ବାଇବଲ (CL) NT (BSI)

23 ସେତେବେଳେ ଶାଲିମ୍ର ଅଦୂରବର୍ତ୍ତୀ ଏନୋନରେ ଯୋହନ ମଧ୍ୟ ଜଳଦୀକ୍ଷା ଦେଉଥିଲେ, କାରଣ ସେଠାରେ ଯଥେଷ୍ଟ ଜଳ ଥିଲା ଓ ଜଳଦୀକ୍ଷା ନେବା ପାଇଁ ସେଠାକୁ ଅନେକ ଲୋକ ଆସୁଥିଲେ। (

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଯୋହନ ମଧ୍ୟ ଶାଲମ ନିକଟସ୍ଥ ଏନୋନରେ ବାପ୍ତିସ୍ମଦେଉଥିଲେ, କାରଣ ସେସ୍ଥାନରେ ବହୁତ ଜଳ ଥିଲା, ଆଉ ଲୋକେ ଆସି ବାପ୍ତିସ୍ମ ଗ୍ରହଣ କରୁଥିଲେ।

Gade chapit la Kopi

ଓଡିଆ ବାଇବେଲ

23 ଯୋହନ ମଧ୍ୟ ଶାଲମ ନିକଟସ୍ଥ ଏନୋନରେ ବାପ୍ତିସ୍ମ ଦେଉଥିଲେ, କାରଣ ସେ ସ୍ଥାନରେ ବହୁତ ଜଳ ଥିଲା, ଆଉ ଲୋକେ ଆସି ବାପ୍ତିସ୍ମ ଗ୍ରହଣ କରୁଥିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଯୋହନ ମଧ୍ୟ ଶାଲମ ନିକଟସ୍ଥ ଏନୋନରେ ବାପ୍ତିସ୍ମ ଦେଉଥିଲେ, କାରଣ ସେ ସ୍ଥାନରେ ବହୁତ ଜଳ ଥିଲା, ଆଉ ଲୋକେ ଆସି ବାପ୍ତିସ୍ମ ଗ୍ରହଣ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ

23 ଯୋହନ ମଧ୍ୟ ଏନୋନ ଗ୍ରାମରେ ଲୋକମାନଙ୍କୁ ବାପ୍ତିଜିତ ଦେଉଥିଲେ। ଏନୋନ ଶାଲମ ନଗର ନିକଟବର୍ତ୍ତୀ। ସେଠାରେ ପ୍ରଚୁର ଜଳ ଥିବାରୁ ଯୋହନ ସେଠାରେ ବାପ୍ତିସ୍ମ ଦେଉଥିଲେ। ଲୋକମାନେ ସେଠାକୁ ବାପ୍ତିଜିତ ହେବା ପାଇଁ ଯାଉଥିଲେ।

Gade chapit la Kopi




ଯୋହନ 3:23
13 Referans Kwoze  

ବହୁସଂଖ୍ୟକ ଲୋକେ ଜଳଦୀକ୍ଷା ଗ୍ରହଣ କରିବା ପାଇଁ ଯୋହନଙ୍କ ନିକଟକୁ ଆସିଲେ। ଯୋହନ ସେମାନଙ୍କୁ କହିଲେ, “ରେ କାଳସର୍ପର ବଂଶ, ଈଶ୍ୱରଙ୍କ ଆସନ୍ନ ଦଣ୍ଡରୁ ପଳାୟନ କରିବା ପାଇଁ କିଏ ତୁମ୍ଭମାନଙ୍କୁ ସତର୍କ କରାଇ ଦେଇଛି?


ସେହି ସମୟରେ ମୁଁ ଶୁଣିଲି, ସମୁଦ୍ର ଗର୍ଜନ ଓ ବଜ୍ରନାଦ ସହିତ ଜନତାର କଳଧ୍ୱନି ଭାସି ଆସୁଛି। ଜନତା ଆହୁରି ସ୍ତୁତି କରି କହୁଛନ୍ତି: “ଈଶ୍ୱରଙ୍କର ପ୍ରଶଂସା କର, କାରଣ ଆମ୍ଭର ପ୍ରଭୁ ମହାପରାକ୍ରାନ୍ତ ଈଶ୍ୱର, ସେହି କେବଳ ଆମର ରାଜା।


ତା’ପରେ ମୁଁ ଶୁଣିଲି, ଜଳ ପ୍ରପାତ ଓ ବଜ୍ରନାଦ ପରି ସ୍ୱର୍ଗରୁ ଏକ କଣ୍ଠସ୍ୱର। ବାଦ୍ୟକାରମାନେ ବଜାଉ ଥିବା ବୀଣା ଝଙ୍କାର ପରି ମଧ୍ୟ ତାହା ଶୁଣାଯାଉଥିଲା।


ତାଙ୍କ ପାଦ ଦୁଇଟି ଅଗ୍ନିରେ ଶୁଦ୍ଧ ପିତ୍ତଳ ପରି ଝଟକୁ ଥିଲା ଏବଂ ତାଙ୍କର କଣ୍ଠସ୍ୱର ଜଳପ୍ରପାତ ପରି ନିନାଦିତ ହେଉଥିଲା।


ଏହା ପରେ ଯୀଶୁ ତାଙ୍କ ଶିଷ୍ୟମାନଙ୍କ ସହ ଯିହୁଦା ପ୍ରଦେଶକୁ ଯାଇ ସେଠାରେ କିଛି ଦିନ ଅତିବାହିତ କଲେ। ସେଠାରେ ସେ ଜଳଦୀକ୍ଷା ଦେଲେ।


ସେ ପର୍ଯ୍ୟନ୍ତ ଯୋହନ କାରାରୁଦ୍ଧ ହୋଇ ନ ଥିଲେ।)


Swiv nou:

Piblisite


Piblisite